ରଥଖଳା ଚଳଚଞ୍ଚଳ, ଲାଗିଲା କଇଁଚି
ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ବଡ଼ପୋଟଳ ଉଠିବା ପରେ ଶନିବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି । ବିଶ୍ୱକର୍ମାମାନେ…
ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନକୁ ୫ ଦିନ, ସକାଳୁ ଭକ୍ତଙ୍କ ଲମ୍ବା ଲାଇନ୍
ବ୍ରହ୍ମଗିରି,୧୯।୬(ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ ରବିବାର ପଞ୍ଚମ ଦିନରେ ପହଞ୍ଚିଛି । ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରିବାକୁ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ମହାପ୍ରଭୁ ଜଗନ୍ନାଥଙ୍କ…
ରଥଯାତ୍ରା ଦାୟିତ୍ୱରେ ୮୧ ମାଜିଷ୍ଟ୍ରେଟ୍
ପୁରୀ ଅଫିସ,୧୯।୬: ରଥଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳା ରକ୍ଷା ସହ ସୁଚାରୁରୂପେ ରଥଯାତ୍ରା ସମ୍ପନ୍ନ କରାଇବାକୁ ୮୧ଜଣ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ରହିବେ। ଏମାନେ ଜୁନ୍ ୨୯ରୁ ଜୁଲାଇ ୧୩ ପର୍ଯ୍ୟନ୍ତ ପୁରୀରେ ରହି କାର୍ଯ୍ୟ କରିବେ। ସେହିପରି ୧୫…
ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରି ତେଲ
ପୁରୀ ଅଫିସ, ୧୯।୬- ସ୍ନାନପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି। ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ରବିବାର ଫୁଲୁରି ତେଲ ଲାଗି…
କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ ଟାଉନ…
‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…
ରଥ ଯାତ୍ରା ପାଇଁ ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୮।୬: ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ପରେ ପ୍ରଥମ ଥର ପାଇଁ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ । ଏହାକୁ ନେଇ…
ରଥ ଲାଗି କନାମଣ୍ଡଣି ଆରମ୍ଭ
ପୁରୀ ଅଫିସ,୧୮।୬: ରଥକୁ ସୁସଜ୍ଜିତ ପାଇଁ କନାମଣ୍ଡଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମହାପ୍ରଭୁଙ୍କ ପାରମ୍ପରିକ ଦର୍ଜୀ ସେବକଙ୍କ ତତ୍ତ୍ୱାବଧାନରେ ସିଲେଇ କାର୍ଯ୍ୟ ଆରମ୍ଭ ହୋଇଛି । ରଥର ବତା ଓ ବିଳାଶପଟି ତିଆରିରୁ କନାମଣ୍ଡଣି କାମର ଶୁଭାରମ୍ଭ ହୋଇଛି…
ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ
ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ଘନ ଘନ ବୈଠକ ବସୁଛି। ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ପ୍ଲାନ କରାଯିବ। ସେହିପରି…
ଛେରାପହଁରା କଲେ ଗଜପତି
ପୁରୀ ଅଫିସ,୧୪ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜୀଉ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା କାର୍ଯ୍ୟ ଆରମ୍ଭ…
ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ…
ସ୍ନାନବେଦୀରେ ଶ୍ରୀଜୀଉ
ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ…
Archives


