Odisha Elections 2024

ରଥ ଯାତ୍ରା

ଦୀର୍ଘତମ ରଥପଥ ଛତିଆ ରଥଦାଣ୍ଡ: ୧୧ କି.ମି. ଗଡ଼ି ଚାଲେ ମହାପ୍ରଭୁଙ୍କ ରଥ

ତୀୟ ଶ୍ରୀକ୍ଷେତ୍ରଭାବେ ପରିଚିତ ଛତିଆଠାରେ ହେଉଥିବା ମହାପ୍ରଭୁଙ୍କ ରଥଯାତ୍ରା ଏକ ସ୍ବତନ୍ତ୍ରତା ବହନ କରେ। ଛତିଆଠାରେ ଥିବା ରଥଦାଣ୍ଡ ଦେଶର ଦୀର୍ଘତମ ରଥଦାଣ୍ଡର ଆଖ୍ୟା ବହନ କରେ। ୧୧ କି.ମି. ପର୍ଯ୍ୟନ୍ତ ରଥ ଚାଲୁଥିବାରୁ ଏହାକୁ ଦେଖିବା ପାଇଁ ଭକ୍ତଙ୍କ...

୩୭ଥର ବାହାରଯାତ୍ରା କରନ୍ତି ଶ୍ରୀଦେବୀ ଓ ଭୂଦେବୀ

ଶ୍ରୀମନ୍ଦିର ରତ୍ନବେଦୀରେ ଉପାସିତ ହେଉଛନ୍ତି ଶ୍ରୀଦେବୀ ଓ ଭୂଦେବୀ। ଶ୍ରୀଜଗନ୍ନାଥଙ୍କ ଉପାସନାରେ ତାଙ୍କର ଭୂମିକା ଗୁରୁତ୍ୱଲାଭ କରିଛି। ମହାପ୍ରଭୁଙ୍କ ବାମପଟେ ଶ୍ରୀଦେବୀ ଓ ଡାହାଣପଟେ ଭୂଦେବୀ ବିଜେ କରିଛନ୍ତି। ରତ୍ନସିଂହାସନରେ ବିଜେ କରିଥିବା ଶ୍ରୀମାଧବ ଶାରଦୀୟ ଦୁର୍ଗାପୂଜା ଅବସରରେ ମହାପ୍ରଭୁଙ୍କ...

ପ୍ରଭୁଙ୍କର ପ୍ରିୟ ଅରୁଆ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କର ଉପାସନା ପ୍ରଚଳିତ। ଏହା ମଧ୍ୟ ଆମର ସନାତନ ପରମ୍ପରା ସ୍ବୀକୃତ। ଓଡିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ।...

ଶୟନ କଲେ ହରି

ସନାତନ ପରମ୍ପରାରେ ସୁନାବେଶ ଦିନ ଅର୍ଦ୍ଧରାତ୍ରରୁ ଚତୁର୍ମାସ୍ୟା ଆରମ୍ଭ ହୁଏ। ଏହିଦିନ ଠାରୁ ମହାପ୍ରଭୁ ଶୟନ ଯାଇଥାନ୍ତି। ଏହାକୁ ହରିଶୟନ ଏକାଦଶୀ କୁହାଯାଏ। ଚାରି ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ଠାକୁରଙ୍କର ଏହି ଶୟନ କାଳରେ ବାନପ୍ରସ୍ତ, ଋଷି,...

ଭାଇ ଭଉଣୀଙ୍କ ସହ ନନ୍ଦିଘୋଷରେ ଯାଆନ୍ତି ଜଗନ୍ନାଥ

ଶ୍ରୀଜଗନ୍ନାଥ ସଂସ୍କୃତିରେ ଆଦିବାସୀ ସଂସ୍କୃତିର ରହିଛି ନିବିଡ ସମ୍ପର୍କ । ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ଘୋଷଯାତ୍ରାରେ ଆଦିବାସୀ ପରମ୍ପରା ଓ ସଂସ୍କୃତିର ଛାପ ପ୍ରତିଫଳିତ ହୋଇଥାଏ । ବିଭିନ୍ନ ସଙ୍ଗଠନ ପକ୍ଷରୁ ବିଶ୍ୱର ସର୍ବୋଚ୍ଚ...

ଜନ୍ମବେଦି ଯିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ।...

ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ

ତିହିଡି,୩।୭(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ,...

ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି କଟକ ଓ ଭୁବନେଶ୍ୱରରେ ମଧ୍ୟ ରଥଯାତ୍ରାରେ ଏକାଧିକ ଭିଡ ରହିବ। ଏହାକୁ ଦୃଷ୍ଟିରେ...

ରଥତ୍ରୟ ଦାରୁବ୍ରହ୍ମଙ୍କର ଆସନ ବିଗ୍ରହ

ପୁରୀ ଅଫିସ,୩ା୭: ଦିନକ ପରେ ଅର୍ଥାତ୍‌ ଆସନ୍ତା ୪ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ରଥ କେବଳ କାଷ୍ଠର ରଥ ବା ସାଧାରଣ ରଥ ନୁହଁନ୍ତି। ଏହି ରଥତ୍ରୟ ସ୍ବୟଂ...

ଐତିହ୍ୟ ପୃଷ୍ଠାରୁ…: ସରସ୍ବତୀଙ୍କ ପ୍ରତୀକ ରୂପେ ପୂଜା ପାଏ ମାଦଳାପାଞ୍ଜି

ଶ୍ରୀମନ୍ଦିର ସ୍ବତ୍ୱଲିପିରେ ଅଛି-ତଢାଉକରଣ ରୂପେ ମାଦଳାପାଞ୍ଜି ଦିନକୁ ଦିନ ଗଡ଼ାଇ ଲେଖିବେ। ପୁରୁଣା ପାଞ୍ଜିଗୁଡ଼ିକୁ ହଳଦୀ କେଶର ଲଗାଇ ଅବିକଳ ଅବସ୍ଥାରେ ରଖିବେ। ଯେଉଁଦିନ ଯେଉଁ ଯାତ୍ରା ହୋଇବ ସେହିଦିନ ପୁରୁଣା ମାଦଳାପାଞ୍ଜି ପଢି ପାଇକ, ଲେଙ୍କା, ମହାଜନ ଓଗେରଙ୍କୁ...

ଶ୍ରୀମନ୍ଦିରର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ : ଇଣ୍ଟରନେଟ୍‌ରେ ମହାପ୍ରଭୁଙ୍କ କଥା

ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍‌ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର ଶ୍ରୀମନ୍ଦିରର ନୂତନ ଅଫିସିଆଲ ୱେବ୍‌ସାଇଟ୍‌ www.shreejagannatha.in ଉନ୍ମୋଚିତ ହୋଇଛି। ଶ୍ରୀନହର ପରିସରରେ ଗଜପତି...

ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ ଅଫିସ, ୩ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri