ରଥ ଯାତ୍ରା

ରଥଖଳା ଚଳଚଞ୍ଚଳ: ଉଠିଲା ଚାରି ନାହାକା

ପୁରୀ ଅଫିସ,୧୦।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁରୁବାର ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲଗୟଳ ପଡିଥିଲା ।…

ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରାପିଡ୍‌ ଆକ୍ସନ ଫୋର୍ସର ମକ୍‌ଡ୍ରିଲ୍‌

ପୁରୀ ଅଫିସ,୮ା୬: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍‌ସୋର୍‌ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ହଜାର ହଜାର ଶ୍ରଦ୍ଧାଳୁ।…

ରଥଖଳା ଚଳଚଞ୍ଚଳ, ଆଜି କଣ୍ଟା ଅନୁକୂଳ

ପୁରୀ ଅଫିସ,୮।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ସ୍ନାନପୂର୍ଣ୍ଣମୀ ପୂର୍ବରୁ ରଥରେ ଚାରି ନାହାକା ଉଠାଇବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ମଙ୍ଗଳବାର ଅଖ…

ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଦଣ୍ଡାର ଫ୍ରେମ ପ୍ରସ୍ତୁତି ସରିଛି । ଶନିବାର ଦଣ୍ଡାରେ ଆଗ-ପଛ ମୁହାଁଟି ଲାଗିଥିଲା…

ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍‌

ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍‌ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍‌ ୧୫୦ଟି ଅଧିକ କୋଚ୍‌ ଲାଗିବ। ୪୦ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଳିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ ୩୫ଟି ଅତିରିକ୍ତ…

ରଥ ଚକ ପରଖିଲା ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୩୧ା୫:ରଥ ନିର୍ମାଣ ବେଳେ ଅଖ ଓ ଚକରେ ଫାଟ ଦେଖିବାକୁ ମିଳିଥିଲା। ଏନେଇ ଏକ୍ସପର୍ଟ କମିଟି ସୋମବାର ରଥଖଳାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଯେଉଁ ଚକ ଓ ଅଖରେ ଫାଟ ହୋଇଛି ତାହାକୁ କ୍ଲାମ୍ପ ଦେଇ ମରାମତି କରାଯିବ…

ରଥଖଳା ଚଳଚଞ୍ଚଳ, ଚଉଦନାହାକା କାମ ଆରମ୍ଭ

ପୁରୀ ଅଫିସ,୨୯।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଖଳାରେ ଚଉଦନାହାକା କାମ ଆରମ୍ଭ ହୋଇଯାଇଛି । ବିଶ୍ୱକର୍ମାମାନେ ବାରିସିରେ ହାଣି…

ରଥ ନିର୍ମାଣ ପ୍ରସ୍ତୁତି ଜୋରଦାର

ପାରଳାଖେମୁଣ୍ଡି,୨୯।୫(ଡି.ଏନ୍‌.ଏ.): ରଥ ଯାତ୍ରା ଲାଗି ତିନି ରଥ ପ୍ରସ୍ତୁତି ଜୋରଦାର କରାଯାଇଛି। ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ପ୍ରସିଦ୍ଧ ରଥଯାତ୍ରା କୋଭିଡ କଟକଣା ଲାଗି ୨ବର୍ଷ ବନ୍ଦ ଥିବା ବେଳେ ଚଳିତ ବର୍ଷ ପାରମ୍ପାରିକ ରୀତିନୀତି ଅନୁଯାଇ ଅନୁଷ୍ଠିତ ହେବାକୁ…

ରଥ ନିର୍ମାଣ ସାମଗ୍ରୀର ଅନୁଧ୍ୟାନ କରାଯିବ

ତାଳଚେର,୨୮।୫(ନି.ପ୍ର.) ତାଳଚେରର ପ୍ରସିଦ୍ଧ ରଥଯାତ୍ରା ପାଳନ କରିବା ପାଇଁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା କମିଟି ସଭାପତି ତଥା ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଢେଙ୍କାନାଳ ଏମ୍‌ପି ମହେଶ…

ରଥଖଳା ଚଳଚଞ୍ଚଳ, ୨୧ ଚକ ନିର୍ମାଣ କାମ ଶେଷ

ପୁରୀ ଅଫିସ,୨୩।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଭୋଇ ଓ ବିଶ୍ୱକର୍ମାମାନେ ପବିତ୍ର ଭଉଁରୀ ଅବସରରେ ୬ଟି ଚକ ସହିତ ୩ ଟି…

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ କରାଯାଉଛି। ତେବେ ରଥଯାତ୍ରାରେ ସୁରକ୍ଷା ଦୃଷ୍ଟିରୁ ସହରରେ ବ୍ୟାପକ ସିସିଟିଭି…

ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

ଜୟପୁର, ୨୨ା୫(ନି.ପ୍ର.): ଜୟପୁରର ଐତିହାସିକ ରଥଯାତ୍ରା ନେଇ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ା ସ୍ଥାନୀୟ ପୌର ପରିଷଦର ସଭା ଗୃହରେ ହୋଇଥିବା ଏହି ବୈଠକରେ ଉପ ଜିଲାପାଳ ବେଦବର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ବିଧାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri