ରଥ ଯାତ୍ରା

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ…

ରଥଖଳା ଚଳଚଞ୍ଚଳ,ଲାଗିପଡ଼ିଛନ୍ତି କମାର ସେବକ

ପୁରୀ ଅଫିସ,୨୧।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୩ ରଥର ୪୨ ଚକ ମଧ୍ୟରୁ ୧୮ଟି ଚକ ସମ୍ପୂର୍ଣ୍ଣ ହୋଇଛି…

ରଥ ଚାରିପଟେ ବ୍ୟାରିକେଡ୍‌ ରଖା ନ ଯାଉ

ପୁରୀ ଅଫିସ,୨୧।୫: ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଦିଆଯାଉନାହିଁ। ବଡ଼ଦାଣ୍ଡରେ ତିନିରଥ ଥିବାବେଳେ ସେଗୁଡ଼ିକ ଚାରିପଟେ ବ୍ୟାରିକେଡ୍‌ କରାଯାଉଛି। ତେଣୁ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବାରୁ ବାରଣ କରାଯାଉ। କେବଳ ସେବାୟତମାନେ ରଥ ଟାଣନ୍ତୁ। ନଚେତ ରଥ ଚାରିପଟୁ ବ୍ୟାରିକେଡ୍‌ ହଟାଯାଉ…

୧୮ ରଥଚକ ନିର୍ମାଣ ସରିଲା

ପୁରୀ ଅଫିସ, ୨୧ା୫: ମହାପ୍ରଭୁଙ୍କ ଭଉଁରୀ ଯାତ୍ରାକୁ ଆଉ ଦିନଟିଏ ବାକି ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଭଉଁରୀରେ ଚକ ଅଖ ଡେରା ନୀତି ଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…

ରଥଯାତ୍ରା ପାଇଁ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ପୁରୀ ଅଫିସ,୧୮।୫: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଆସନ୍ତା ୨୨ରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହେବ । ବିଧି ଅନୁଯାୟୀ ତିନି ରଥର ୬ଟି ଚକ ସହ ୩ଟି ଅଖ ସଂଯୋଗ କରାଯିବ। ଏଥିପାଇଁ…

ରଥଖଳା ଚଳଚଞ୍ଚଳ,ଲାଗିପଡ଼ିଛନ୍ତି ମହାରଣା, ଓଝା ସେବାୟତ

ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ଚକ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି ମହାରଣା ସେବାୟତମାନେ । କଟକ ଖପୁରିଆ…

ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବନ୍ଦୋବସ୍ତ କରିବାକୁ ଡିଜିପି ସୁନୀଲ ବଂଶଲ ନିର୍ଦ୍ଦେଶ ଦେଇଛନ୍ତି ା ଓଡ଼ିଶାରେ ରେଳ…

ରଥଖଳା ଚଳଚଞ୍ଚଳ, ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା…

ଗିନିଜ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ

କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଛି। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଏନେଇ ସୂଚନା ଦେଇଛନ୍ତି। କେନ୍ଦୁଝରର ରଥଯାତ୍ରାରେ ତିନି ଠାକୁର…

ବିନା ଭକ୍ତରେ କେନ୍ଦୁଝରରେ ଗଡ଼ିଲା ଶ୍ରୀ ବଳଦେବଜୀଉଙ୍କ ରଥ

କେନ୍ଦୁଝର,୧୨ା୭(ସ୍ବ.ପ୍ର.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ମନ୍ଦିର ପରିସରରେ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ବିନା ଭକ୍ତରେ ରୀତି ନୀତି ଅନୁଯାୟୀ ଗଡ଼ିଛି ରଥ। କେବଳ ସେବାୟତ, ବ୍ରାହ୍ମଣ ତଥା ପହଣ୍ଡିଆ ତଥା କେତେକ ସରକାରୀ…

ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ

ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍‌ ମହାମାରୀ ଯୋଗୁ ଶ୍ରଦ୍ଧାଳୁମାନେ ରଥ ଟାଣିବାରୁ ଚଳିତବର୍ଷ ବଞ୍ଚିତ ହୋଇଥିବା ବେଳେ ସେବାୟତମାନେ…

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡିଲା ରଥ

ପୁରୀ ଅଫିସ୍‌,୧୨।୭: ଚଳିତବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିବା ପରେ ରଥରେ ସାରଥି ବନ୍ଧା ଯାଇ ରଥ ଟଣା ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?