ରଥ ଯାତ୍ରା

ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର…

ମାଉସୀ ମା’ ପୋଡ଼ପିଠାକୁ ଅପେକ୍ଷା

ପୁରୀ ଅଫିସ, ୧୦ା୭: ଶ୍ରୀଜଗନ୍ନାଥ ମହାପ୍ରଭୁ ଭୋଜନପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ…

ସରବନ୍ତର ଶ୍ରୀପତିତପାବନ ଯାତ୍ରା

ସରବନ୍ତ ଗଁାଟି ଜଗତ୍‌ସିଂହପୁର ଜିଲାର ଏରସମା ମଣ୍ଡଳରେ ଅଛି। ଜିଲା ସଦର ମହକୁମା ଠାରୁ ବାଲିକୁଦା, ବୋରିକିନା ଓ ଗୋଡ଼ା ବଜାର ଦେଇ ସମୁଦ୍ର କୂଳକୁ ଲମ୍ବିଯାଇଛି ଏହି ପୀଠକୁ ରାସ୍ତା। ମହାପ୍ରଭୁ ବହୁ ପ୍ରାଚୀନ କାଳରୁ ଏଠାରେ ଉପାସିତ ହେଉଛନ୍ତି।…

ନାକଚଣା ଦ୍ୱାରରେ ଦୁଇରଥ

ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ତାରିଖରେ ବାହୁଡ଼ା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ…

ନିରଞ୍ଜନ ବ୍ରହ୍ମାଙ୍କୁ ସମ୍ବିଧାନ ବିଶାରଦ ଉପାଧି

ପୁରୀ ଅଫିସ, ୯।୭: ପବିତ୍ର ରଥଯାତ୍ରା ପାଇଁ ଏବେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭକ୍ତିଭରା ପରିବେଶରେ ଉଚ୍ଛୁଳୁଛି ବଡ଼ଦାଣ୍ଡ। ସହରର ବିଭିନ୍ନ ସ୍ଥାନରେ ଚାଲିଛି ସାଂସ୍କୃତିକ କାର୍ଯ୍ୟକ୍ରମ। ସାହି, ଗଳିରେ ବି ଆଧ୍ୟାତ୍ମିକ ବାତାବରଣ। ସଞ୍ଜ ନଇଁଲେ ଗୁଞ୍ଜରିତ ହେଉଛି ମହାପ୍ରଭୁଙ୍କ ଭଜନ…

ମହାପ୍ରଭୁଙ୍କ ଲୋକଲୀଳାରୁ ମୁକ୍ତି

ସନାତନ ଧାରାରେ କୁହାଯାଇଛି- ‘ସା ବିଦ୍ୟା ଯା ବିମୁକ୍ତୟେ’। ଏହାର ଅର୍ଥ କ’ଣ? ତାହା ହେଉଛି ପ୍ରକୃତ ବିଦ୍ୟା ଯାହା ମଣିଷକୁ ମୁକ୍ତି କରେ। ମଣିଷ ଜନ୍ମ ହୋଇଛି କର୍ମ ଭୋଗ କରିବାକୁ। ପୁଣି ମୁକ୍ତି କ’ଣ! ଏହି କର୍ମରୁ ମୁକ୍ତି…

ସରିଲା ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ସାଆନ୍ତାଣୀ

ପୁରୀ ଅଫିସ, ୯।୭: ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ଲାଗୁଛି ଭକ୍ତଙ୍କ ଗହଳି। ଜନ୍ମବେଦିରେ ଲୀଳାଖେଳା କରୁଛନ୍ତି ଦାରୁବିଗ୍ରହ। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ଅଂଶ ହେଉଛି ହେରାପଞ୍ଚମୀ ନୀତି। ସୋମବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି…

ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ

ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ସେ ଗୁଣ୍ଡିଚା…

ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ : ମିଳିଲା ଆଡ଼ପ ଅବଢା, ରବିବାର ମହାପ୍ରଭୁଙ୍କ ବନକ ଲାଗି

ପୁରୀ ଅଫିସ, ୬ା୭: ଜନ୍ମବେଦୀରେ ଦର୍ଶନ ଦେଲେ ଦାରୁଦିଅଁ। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଶନିବାର ଲକ୍ଷାଧିକ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ବର୍ଷା ଏବଂ କୋହଲା ପାଗ ସତ୍ତ୍ବେ ବିଶ୍ୱନିୟନ୍ତାଙ୍କ ଦର୍ଶନ ଲାଗି ଭକ୍ତଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ…

ଆଡ଼ପ ମଣ୍ଡପରେ ଦର୍ଶନ ଦେଲେ ଦାରୁଦିଅଁ

ପୁରୀ ଅଫିସ,୬।୭: ଆଡ଼ପ ମଣ୍ଡପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ। ଶୁକ୍ରବାର ରାତିରେ ଜନ୍ମବେଦିକୁ ଧାଡ଼ି ପହଣ୍ଡିରେ ଯାତ୍ରା କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ଶନିବାର ସକାଳ ୭ଟାରୁ ହଜାର ହଜାର ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଠାକୁରଙ୍କୁ ଦର୍ଶନ କରିଛନ୍ତି। ବର୍ଷା…

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌ ଛକ…

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ ଦର୍ଶନ ପାଇ ଭାବରେ ଭିଜିଲେ ଭକ୍ତ। ପରେ ଭଉଣୀ ଭାଇଙ୍କୁ ସାଥିରେ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri