ରଥ ଯାତ୍ରା

୨୧ରୁ ରମାଦେବୀରେ ଅନ୍ତର୍ଜାତୀୟ ସମ୍ମିଳନୀ: ଯୋଗଦେବେ ୯ ଦେଶରୁ ୨ଶହ ବିଶେଷଜ୍ଞ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ) – ଓଡ଼ିଶାର ବିକାଶ ପାଇଁ କୃତ୍ରିମ ମେଧା ତଥା ବୁଦ୍ଧିର ଆବଶ୍ୟକତା ରହିଛି। ବିଶେଷକରି ଯୁବବର୍ଗଙ୍କ ମନରେ ବିକାଶର ଧାରାକୁ ପ୍ରବାହିତ କରିବା ଏବେ ଏକ ଚ୍ୟାଲେଞ୍ଜ ହୋଇ ସାମ୍ନାକୁ ଆସିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୧ରୁ ୨୩ ତାରିଖ…

ବିଜେପୁର ଉପନିର୍ବାଚନ: ଦଳ ଛାଡ଼ିବାର କୌଣସି ଯୋଜନା ନାହିଁ: ଅଶୋକ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ୨୦୧୮ ବିଜେପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଦଳ ଛାଡ଼ିବା ନେଇ ବିଭିନ୍ନ ମହଲରେ ଯେଉଁ ଆଲୋଚନା ଚାଲିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିଜେ ଅଶୋକ। ଏନେଇ ରବିବାର ସ୍ପଷ୍ଟୀକରଣ ରଖି ଅଶୋକ କହିଛନ୍ତି ଯେ, ଦଳ…

ଗୃହରେ ଉତ୍ତର ରଖିଲେ ଅର୍ଥମନ୍ତ୍ରୀ: ୪୫,୫୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୧୯-୨୦)ରେ ରାଜ୍ୟର ନିଜସ୍ବ ରାଜସ୍ବ ବାବଦକୁ ମୋଟ ୪୫,୫୦୦ କୋଟି ଟଙ୍କା ଆଦାୟ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତନ୍ମଧ୍ୟରୁ ଟିକସ ବାବଦକୁ ୩୩,୦୦୦ କୋଟି ଓ ଅଣଟିକସ ବାବଦକୁ ୧୨,୫୦୦ କୋଟି ଟଙ୍କା ସଂଗ୍ରହ କରାଯିବ ବୋଲି…

ପହଣ୍ଡି ବେଳେ ସେବକଙ୍କ ମଧ୍ୟରେ ଗଣ୍ଡଗୋଳ

ପୁରୀ ଅଫିସ, ୧୬।୭: ସିଂହଦ୍ୱାର ସମ୍ମୁଖରେ ସୋମବାର ନୀଳାଦ୍ରିବିଜେ ପହଣ୍ଡି ଚାଲିଥିଲା। ଠାକୁରମାନେ ଗୋଟି ପହଣ୍ଡିରେ ଜଣଙ୍କ ପରେ ଜଣେ ରତ୍ନସିଂହାସନକୁ ବିଜେ କରୁଥିଲେ। ହଜାର ହଜାର ଭକ୍ତ ଏହାକୁ ଦେଖୁଥିଲେ। ଏହି ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା।…

ରେକର୍ଡ ପଛରେ ଭାଙ୍ଗୁଛି ପରମ୍ପରା

ପୁରୀ ଅଫିସ, ୧୬।୭: ଶ୍ରୀମନ୍ଦିର ପ୍ରଶାସନ ଚଳିତବର୍ଷ ଘୋଷଯାତ୍ରାରେ ଏକାଧିକ ରେକର୍ଡ କରିଛି। ରଥଯାତ୍ରା ଏବଂ ବାହୁଡ଼ାର ପହଣ୍ଡି ହେଉ କି ରଥଟଣା ବେଶ୍‌ ସଅଳ ହୋଇଥିଲା। ବିଗତ କିଛିବର୍ଷକୁ ଦେଖିଲେ ଏତେ ଶୀଘ୍ର ନୀତିକାନ୍ତି କରାଯାଇ ନ ଥିଲା। ସେହିପରି…

ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି ଜଣେ…

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଏହା ପରଦିନ ସିଂହଦ୍ୱାରଠାରେ ତିନିରଥ ଉପରେ ଅନୁଷ୍ଠିତ ହେଉଛି ପବିତ୍ର ଅଧରପଣା…

ମାଉସୀ ମା’ ପୋଡ଼ପିଠା ଖାଇଲେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭୋଜନ ପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ରୁଚି। ପ୍ରତିଦିନ ତାଙ୍କ…

ବାହୁଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ପୁରୀ ଅଫିସ, ୧୩।୭: ବାହୁଡ଼ା ଯାତ୍ରାରେ ଜନ୍ମବେଦିରୁ ରତ୍ନବେଦିକୁ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଫେରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଏହି ଅପୂର୍ବ ଲୀଳାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହୋଇଥିଲା। ଅପରାହ୍ନରେ ରଥ ଟାଣିବା ବେଳେ ଭିଡ଼ ମଧ୍ୟରେ…

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି…

ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତିନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ରାଜାଧିରାଜ…

ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ରହି ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ ମା’ ଲକ୍ଷ୍ମୀ ଠାକୁରାଣୀ। ଏହି ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri