ରଥ ଯାତ୍ରା

ଅଖାଦ୍ୟ ଖାଉଛନ୍ତି ପର୍ଯ୍ୟଟକ, ପ୍ରଶାସନ ନୀରବ

ପୁରୀ ଅଫିସ, ୨୯ା୬: ଘୋଷ ଯାତ୍ର।କୁ ଆଉ ୫ ଦିନ। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ସଜେଇ ହେଲାଣି ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼। ସମସ୍ତ ହୋଟେଲ, ଲଜ୍‌ ମଠ ମାନଙ୍କରେ ଜମିଲାଣି ଭକ୍ତଙ୍କ…

ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍‌ଷ୍ଟାଣ୍ଡରୁ ଇ-ରିକ୍‌ସାରେ ଆସିବେ ବଡ଼ଦାଣ୍ଡ

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ ଭାବେ ତାଳବଣିଆ ଅସ୍ଥାୟୀ ବସ୍‌ଷ୍ଟାଣ୍ଡରୁ ରଥଯାତ୍ରା ଦେଖିବା ଲାଗି ବଡ଼ଦାଣ୍ଡକୁ ଆସିପାରିବେ, ସେଥିଲାଗି…

ଆଜି ଦଶମୂଳ ଲାଗିହେବେ ମହାପ୍ରଭୁ

ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ତେଣୁ ଶୁକ୍ରବାର ଶ୍ରୀମନ୍ଦିରର…

ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍‌ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍‌ପି ଉମାଶଙ୍କର ଦାଶ ‘ଧରିତ୍ରୀ’କୁ କହିଛନ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବାହାରୁ ଆସୁଥିବା ଦୁଇ ଚକିଆ…

ଜିଲା ପ୍ରଶାସନର ରଥଯାତ୍ରା ପ୍ରସ୍ତୁତି : ରହିବ ୩୦ ଆମ୍ବୁଲାନ୍ସ, ଖୋଲିବ ୩୧ ଫାଷ୍ଟଏଡ୍‌ ସେଣ୍ଟର

ପୁରୀ ଅଫିସ, ୨୮।୬ : ଆସନ୍ତା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ରଥଯାତ୍ରାଠାରୁ ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ଯାତ୍ରୀ, ପର୍ଯ୍ୟଟକଙ୍କ ଗହଳି ଲାଗିବ।…

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହି ମହାନ ପର୍ବକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା…

ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର

ବ୍ରହ୍ମଗିରି,  ୨୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳେ ବ୍ରହ୍ମଗିରି ଅଲାରନାଥ ପୀଠରେ। ଏହି ପୀଠରେ…

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ, କିନ୍ତୁ ଭେଦି ହେବନି, ସେ କଥା ବି ନୁହେଁ । ଯିଏ ଭେଦିଛି…

୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା

ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ବି ବାଦ୍‌ ପଡ଼ିନାହିଁ। ପରିବର୍ତ୍ତିତ ସମୟ ସହିତ ତାଳଦେଇ ରଥଯାତ୍ରାରେ ବି କିଛି…

ଅଲାରନାଥଙ୍କ ଅଣସରର ଦର୍ଶନ ନବମ ଦିନରେ: ଟଙ୍କ ତୋରାଣୀ ପାଇଁ ଭକ୍ତ ବ୍ୟାକୁଳ

ବ୍ରହ୍ମଗିରି,୨୭ା୬(ଡି.ଏନ.ଏ.): ଅଲାରନାଥଙ୍କ ପୀଠରେ ବୁଧବାର ଅନବସର ଦର୍ଶନ ନବମ ଦିନରେ ପହଁଞ୍ଚତ୍ଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଶ୍ରଦ୍ଧାଳୁମାନେ ଧାଡିରେ ଯାଇ ସ୍ବାଭାବିକ ଭାବେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଏହି ଦର୍ଶନ ପରେ ଅଲାରନାଥଙ୍କ ଖିରି ପ୍ରସାଦ ପାଇ ଭକ୍ତମାନେ ଆନନ୍ଦ…

ରଥ ପାଇଁ ଆସେ ପାଞ୍ଚଥର ଆଜ୍ଞାମାଳ

ପୁରୀ ଅଫିସ, ୨୭ା୬: ପରମ କାରୁଣିକ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମହାପ୍ରଭୁଙ୍କ ନିର୍ଦ୍ଦେଶରେ ହିଁ ଅନୁଷ୍ଠିତ ହୋଇଆସୁଛି। ସ୍କନ୍ଦ ପୁରାଣର ବର୍ଣ୍ଣନା ଅନୁଯାୟୀ ସ୍ବୟଂ ମହାପ୍ରଭୁ ଏହି ଯାତ୍ରା କରିବା ପାଇଁ ମହାରାଜା ଇନ୍ଦ୍ରଦ୍ୟୁମ୍ନକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଯାତ୍ରା ନିମନ୍ତେ…

‘ମହାପ୍ରଭୁଙ୍କ ପାଖରେ ସମର୍ପିତ ହେଲେ ସବୁ କାର୍ଯ୍ୟ ଅକ୍ଳେଶରେ ହୁଏ’

ଦର୍ପଦଳନ ରଥର ମହାରଣା ସେବକ ନାରାୟଣ ମହାରଣା (୫୬)। ବାପା କୃଷ୍ଣଚନ୍ଦ୍ର ମୁଖ୍ୟ ବିଶ୍ୱକର୍ମା। ରଥ ନିର୍ମାଣରେ ତାଙ୍କର ବିଶେଷ ଭୂମିକା ରହିଛି। ୧୦ ବର୍ଷ ବୟସରେ ସେ ରଥଖଳାକୁ ଆସିଥିଲେ। ୧୯୯୬ ନବକଳେବରରେ ଶାଢି ବନ୍ଧାଇଥିଲେ। ସେ କହନ୍ତି, ମହାପ୍ରଭୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri