ପୁରୀ ଦଳାଚକଟାରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, କହିଲେ ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା…
ନୂଆଦିଲ୍ଲୀ,୨୯ା୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ରବିବାର ଦଳାଚକଟା ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାହୁଲ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତ...
ରଥଯାତ୍ରା ଦଳାଚକଟା: ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର
ଭୁବନେଶ୍ୱର,୨୯ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ...
ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସବୁ ପାଇଛି: ଗୌତମ ଆଦାନୀ
ପୁରୀ,୨୮।୬: ଓଡ଼ିଶାରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ । ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ପୁରୀରେ ପହଞ୍ଚି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇଛନ୍ତି। ଗୌତମ ଆଦାନୀ ପରିବାର ସହ ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଭୁବନେଶ୍ୱର...
ଶରଧାବାଲିରେ ୩ ରଥ
ପୁରୀ,୨୮ା୬: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ...
ରଥଟଣା ବିଳମ୍ବକୁ ନେଇ ଉଦ୍ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ...
କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ
କୋରାପୁଟ,୨୮ା୬(ଅମିତାଭ ବେହେରା): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ । ରଥଯାତ୍ରା ପାଇଁ ଭୁବନେଶ୍ବରରୁ ଆସି ଜୟପୁର ବିମାନବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ...
କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା
ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା।...
ଆରମ୍ଭ ହେଲା ରଥଟଣା, ସ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଟାଣିଲେ ରଥ
ପୁରୀ,୨୭।୬: ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ପରେ ଆରମ୍ଭ ହୋଇଛି ରଥଟଣା। ଶ୍ରଦ୍ଧାଳୁମାନେ ପ୍ରଥମେ...
ଛେରାପହଁରା ଶେଷ: ଆଉ କିଛି ସମୟ ପରେ ରଥଟଣା
ପୁରୀ,୨୭।୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି। ଇତିମଧ୍ୟରେ ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ହୋଇଛି। ଗଜପତି...
ରଥାରୂଢ଼ ଠାକୁରଙ୍କୁ ଛେରାପହଁରା କରୁଛନ୍ତି ଗଜପତି ମହାରାଜା
ପୁରୀ,୨୭ା୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...
ବଡ଼ଦାଣ୍ଡରେ ଚେତା ହରାଇଲେ ଶ୍ରଦ୍ଧାଳୁ
ପୁରୀ,୨୭।୬: ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗାଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। ଅନ୍ୟପକ୍ଷେ ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଠେଲାପେଲା ଗହଳି ହେବା ସହ ଲୋକେ ବ୍ୟାରିକେଡ...
ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ
୨୦୨୩ ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ରସାବଳୀକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମିଳିଛି। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳୀ ଲାଗି...
Archives


