ରଥ ଯାତ୍ରା

୩୩ ବର୍ଷ ହେଲା ମିଳୁନି କୁଲାଡ଼ ଠାକୁରଙ୍କ ଅଳଙ୍କାର, ଭଣ୍ଡାର ଶୂନ୍ୟ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ରେ ଆଜକୁ ୩୩ ବର୍ଷ ହେବ ଠାକୁରଙ୍କ ସୁନାବେଶ କିଛି ଅଲଗା ଦେଖିବାକୁ ମିଳୁଛି। ସରକାରଙ୍କ ପକ୍ଷରୁ କୁଲାଡ଼ ଜଗନ୍ନାଥ ମନ୍ଦିର ପରିଚାଳନା ହେଉଥିବା ବେଳେ ରବିବାର ଠାକୁରଙ୍କ ସୁନାବେଶ ପାଇଁ ଅଳଙ୍କାର…

ରଥଚକା ତଳେ ଚାପି ହୋଇ ନାବାଳକଙ୍କ ମୃତ୍ୟୁ

ବିନିକା,୭ା୭: ରଥଚକା ତଳେ ଚାପି ହୋଇ ଗୁରୁତର ଥିବା ନାବାଳକଙ୍କର ମୃତ୍ୟୁ ଘଟିଛି। ତେବେ ସୋମବାର କଟକ ସ୍ଥାନାନ୍ତର ବେଳେ ରେଢ଼ାଖୋଲ ନିକଟରେ ମୃତ୍ୟୁ ହୋଇଛି। କଂସାରୀପଡ଼ାରେ ବାହୁଡ଼ା ଯାତ୍ରା ବେଳେ ଏହି ଅଘଟଣ ଘଟିଥିଲା। ରଥଚକାରେ ଚାପି ହୋଇ ୪…

ଆଜି ମହାପ୍ରଭୁଙ୍କ ଅଧରପଣା: ଅମୃତ ପାନ କରିବେ ଦେବାଦେବୀ-ଚଣ୍ଡୀଚାମୁଣ୍ଡା

ପୁରୀ,୭ା୭: ଆଜି ଅର୍ଥାତ୍‌ ସୋମବାର ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ଅଧରାମୃତ ପାନ କରିବେ ରଥରେ ଥିବା ପାଶର୍‌ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା। ଅପରାହ୍ନ ୪ଟା ୩୦ରୁ ଅଧରପଣା ନୀତି ଆରମ୍ଭ ହୋଇ ରାତି ୮ଟା ୩୦ରେ…

ସୁନାବେଶରେ ସାଆନ୍ତେଙ୍କୁ ଦର୍ଶନ କରିବାକୁ ଭକ୍ତ ଆତୁର

ପୁରୀ,୫ା୭: ଆଜି ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ବଡ଼ ଏକାଦଶୀ ତିଥି। ମହଣ ମହଣ ସୁନାରେ ଆଭୂଷିତ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ । ୧୩୮ ପ୍ରକାରର ସ୍ବର୍ଣ୍ଣ ଅଳଙ୍କାରରେ…

ସନ୍ଧ୍ୟାରେ ଶ୍ରୀଜିଉଙ୍କ ସୁନାବେଶ

ବଲାଙ୍ଗୀର,୬ା୭(ସୁନୀଲ ମହାନ୍ତି): ଶନିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଶ୍ରୀଜିଉ ଘରକୁ ଫେରିବା ପରେ ଚଳିତବର୍ଷର ଗୁଣ୍ଡିଚା ରଥଯାତ୍ରା ସାମାପନ ହୋଇଛି। ଶନିବାର ଅପରାହ୍ନରେ ବଲାଙ୍ଗୀର ସହର କୋଶଳ କଳା ମଣ୍ଡଳ ରଥ ଯାତ୍ରା…

ସିମନବାଡ଼ିରେ ସକାଳୁ ମହାବାହୁଙ୍କ ସୁନାବେଶ, ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସିମନବାଡ଼ିରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ସକାଳୁ ସକାଳୁ ସିମନବାଡ଼ିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶନିବାର ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ହୋଇଥିଲା। ଦେଉଳକୁ ଫେରିବା ବାଟରେ ସନ୍ଧ୍ୟାରେ…

ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ: ରାତି ପାହିଲେ ସୁନାବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେବୀ ଆଡ଼ପ ମଣ୍ଡପ ଛାଡ଼ି…

ବଳଗଣ୍ଡି ନିକଟରେ ଅଟକିଲେ ଶ୍ରୀ ବଳଦେବଜୀଉ

କେନ୍ଦୁଝର,୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ବଳଦେବଜୀଉଙ୍କର ପବିତ୍ର ବାହୁଡ଼ାଯାତ୍ରା ଲଗାଣବର୍ଷା ମଧ୍ୟରେ ଶନିବାର ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହୋଇଯାଇଛି। ବଡ଼ଦାଣ୍ଡର ମଧ୍ୟଭାଗ ବଳଗଣ୍ଡିରୁ ଅଳ୍ପ ବାଟ ଗଡ଼ି ରଥ ଅଟକିଯାଇଛି। ପ୍ରବଳ ବର୍ଷା ସହ ରଥ…

ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ସିଂହଦ୍ୱାରରେ ଲାଗିଲା ତାଳଧ୍ୱଜ ରଥ

ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଗେ ଆଗେ ଆସି ସିଂହଦ୍ୱାରରେ ଲାଗିଛି ତାଳଧ୍ୱଜ ରଥ। ମଝିରେ ଆସୁଛନ୍ତି ଭଉଣୀ ସୁଭଦ୍ରା। ପଛରେ ଗହଳି…

ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ଗଡ଼ିଲା ୩ ରଥ

ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା ଧ୍ୱନୀରେ ପ୍ରକମ୍ପିତ ହୋଇ ପଡୁଛି ବଡ଼ଦାଣ୍ଡ। ଭାବବିହ୍ବଳ ଭକ୍ତ। ଗଜପତି ମହାରାଜାଙ୍କ ଛେରାପହଁରା ପରେ ପ୍ରଥମେ…

ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି…

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri