ରଥ ଯାତ୍ରା

ଶରଧାବାଲିରେ ୩ ରଥ

ପୁରୀ,୨୮ା୬: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ…

ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି…

କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ

କୋରାପୁଟ,୨୮ା୬(ଅମିତାଭ ବେହେରା): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ । ରଥଯାତ୍ରା ପାଇଁ ଭୁବନେଶ୍ବରରୁ ଆସି ଜୟପୁର ବିମାନବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ…

କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା

ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି…

ଆରମ୍ଭ ହେଲା ରଥଟଣା, ସ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଟାଣିଲେ ରଥ

ପୁରୀ,୨୭।୬: ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ପରେ ଆରମ୍ଭ ହୋଇଛି ରଥଟଣା। ଶ୍ରଦ୍ଧାଳୁମାନେ ପ୍ରଥମେ ଦେବୀ…

ଛେରାପହଁରା ଶେଷ: ଆଉ କିଛି ସମୟ ପରେ ରଥଟଣା

ପୁରୀ,୨୭।୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି। ଇତିମଧ୍ୟରେ ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ହୋଇଛି। ଗଜପତି ମହାରାଜ…

ରଥାରୂଢ଼ ଠାକୁରଙ୍କୁ ଛେରାପହଁରା କରୁଛନ୍ତି ଗଜପତି ମହାରାଜା

ପୁରୀ,୨୭ା୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ବଡ଼ଦାଣ୍ଡରେ ଚେତା ହରାଇଲେ ଶ୍ରଦ୍ଧାଳୁ

ପୁରୀ,୨୭।୬: ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗାଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। ଅନ୍ୟପକ୍ଷେ ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଠେଲାପେଲା ଗହଳି ହେବା ସହ ଲୋକେ ବ୍ୟାରିକେଡ ଭାଙ୍ଗିବାକୁ…

ବଳଦେବଜୀଉଙ୍କୁ ପ୍ରତ୍ୟହ ଲାଗିହୁଏ ୩୨ ରସାବଳୀ

୨୦୨୩ ଅକ୍ଟୋବର ୨୩ରେ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଷ୍ଟାନ୍ନ ରସାବଳୀକୁ ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍‌ ମିଳିଛି। ଗବେଷକଙ୍କ ଅନୁସନ୍ଧାନରେ ଅନଙ୍ଗଭୀମଦେବଙ୍କ ସମୟରୁ ଏହା ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳୀ ଲାଗି କରାଯାଏ।…

ଜଗା ପାଇଁ ଜନସମୁଦ୍ର, ଭକ୍ତି ଭାବରେ ଉଛୁଳିଛି ବଡ଼ଦାଣ୍ଡ

ପୁରୀ,୨୭।୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ । କାଳିଆର ଗୁଣ୍ଡିଚା ଯାତ ଦେଖିବାକୁ…

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ ଚିହ୍ନ ଥିବା ଦୁଇଧାରର ଶେଷ ବିନ୍ଦୁରେ ଏକ ଫୁଲ ଲାଗିଥିବା ସେହି କପଡ଼ାର…

ଆରମ୍ଭ ହେଲା ସୁଦର୍ଶନଙ୍କ ପହଣ୍ଡି

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତ ଓ ସେବକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri