ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ
ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ…
କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା
କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ ନେଇ…
ଶ୍ରୀବିଗ୍ରହଙ୍କ ବାହୁଡ଼ା ଯାତ୍ରା: ଆରମ୍ଭ ହେଲା ରଥଟଣା
ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି…
ରଥରେ ଚଢ଼ିଥିବା ଅଣସେବାୟତଙ୍କୁ ହାତଧରି ଟାଣି ଆଣିଲେ ମୁଖ୍ୟ ପ୍ରଶାସକ
ପୁରୀ,୧୫।୭: ସେବାୟତ ବେଶରେ ଜଣେ ଅଣସେବାୟତ ରଥରେ ଚଢ଼ିବା ଘଟଣା ସୋମବାର ବାହୁଡ଼ାଯାତ୍ରା ସମୟରେ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ରଥ ଉପରେ ଚଢ଼ିଥିବା ଜଣେ ଅଣ ସେବାୟତଙ୍କୁ ଚିହ୍ନଟ କରି ତାଙ୍କୁ ହାତଧରି ରଥରୁ ଟାଣି…
ଭାଇ, ଭଉଣୀଙ୍କ ପରେ ରଥରେ ବିରାଜିଲେ କାଳିଆ ଠାକୁର
ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ…
ବଡ଼ ଭାଇ, ଭଉଣୀଙ୍କ ପରେ ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ
ପୁରୀ,୧୫ା୭: ନବଦିନାତ୍ମକ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ଇତି ମଧ୍ୟରେ ନୀତି ନିର୍ଘଣ୍ଟ ଅନୁଯାୟୀ ସାମବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ,…
କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ…
ଜନ୍ମବେଦୀରେ ସରି ଆସୁଛି ମହାବାହୁଙ୍କ ଲୀଳାଖେଳା: ଦକ୍ଷିଣ ମୋଡ଼ ନେଲା ୩ ରଥ
ପୁରୀ,୧୨ା୭: ମହାପ୍ରଭୁଙ୍କ ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଶୁକ୍ରବାର ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ସମ୍ପନ୍ନ ହେବା ପରେ ତିନିବାଡ଼ରୁ ଆଜ୍ଞାମାଳ…
ବାହୁଡା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ରଥର ଦକ୍ଷିଣ ମୋଡ଼
ପୁରୀ,୧୨ା୭: ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ବାହୁଡ଼ା ପାଇଁ ଶୁକ୍ରବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଦକ୍ଷିଣ ମୋଡ଼ ପୂର୍ବରୁ ଭୋଇ ସେବକ, ମହାରଣା…
ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ
ପୁରୀ,୮ା୭(ଅଜିତ୍ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ। ଏହାପରେ…
ଗୁଣ୍ଡିଚା ମନ୍ଦିରକୁ ଗଲେ ବଳଦେବଜୀଉ
କେନ୍ଦୁଝର,୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଳନ ନେଇ କେନ୍ଦୁଝର ଜିଲା ଉତ୍ସବମୁଖର ହୋଇଉଠିଛି। କେନ୍ଦୁଝର ପୁରୁଣା ସହର ଓ ବଡ଼ଦାଣ୍ଡ ଉଛୁଳି ପଡୁଛି। ଚଳିତ ବର୍ଷ ବିରଳ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଘୋଷଯାତ୍ରା ଦେଖିବାକୁ ଲକ୍ଷାଧିକ…
Archives


