ରାୟଗଡା

ବିଜେଡିରୁ ଭଉଣୀ, କଂଗ୍ରେସରୁ ଭାଇ ଆଶାୟୀ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ନିର୍ବାଚନ ପାଇଁ  ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏଭଳି…

3 months ago

୨୪ ଘଣ୍ଟା ହେଲାଣି: ଇଞ୍ଜିନିୟରିଂ ଛାତ୍ରଙ୍କ ପତ୍ତା ମିଳୁନି

ରାୟଗଡ଼ା,୧୨।୨(ରଞ୍ଜନ ପଣ୍ଡା): ରାୟଗଡ଼ା ସଦର ବ୍ଲକ ଅଧୀନ କୋତାପେଟା ପଞ୍ଚାୟତ ସିଲଟିଗୁଡ଼ା ଡ୍ୟାମରେ ରବିବାର ଇଞ୍ଜିନିୟରିଂ ଛାତ୍ର ଜି.ଚୈତନ୍ୟ କୁମାର(୧୭) ବୁଡି ନିଖୋଜ ହୋଇଯାଇଛନ୍ତି। ନିଖୋଜ ହେବାର…

3 months ago

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନାଁରେ ମିଛ ପ୍ରଚାର କରି ପିଇଓ ସସ୍‌ପେଣ୍ଡ

ମୁନିଗୁଡା,୮/୨(ରାଧେଶ୍ୟାମ ଅଗ୍ରୱାଲ): (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)ବିଏସକେୱାଇ ଯୋଜନା ନାଁରେ ମିଛ ପ୍ରଚାର କରି ସସପେଣ୍ଡ ହେଲେ ପାତ୍ରଗୁଡା ପିଇଓ ପ୍ରଭାକର ନାଲା। ତେବେ ଜିଆରଏସ ଗଣେଶ…

3 months ago

ଜୁଆଆଡ୍ଡା ଉପରେ ଚଢ଼ାଉ: ୫ଗିରଫ

ରାୟଗଡ଼ା,୪।୨(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଆଇଆଇସି ପ୍ରସନ୍ନ ବେହେରାଙ୍କ ନେତୃତ୍ୱରେ ଶନିବାର ବିଳମ୍ବିତ ରାତିରେ ଏକ ଜୁଆ ଆଡ୍ଡାରେ ଚଢ଼ାଉ କରାଯାଇଛି। ଚଢ଼ାଉରେ ୮୦ହଜାର…

4 months ago

ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କୁ ଛୁରାମାଡ଼ କଲେ ସ୍ବାମୀ

ରାୟଗଡ଼ା,୪ା୨: ଘରୋଇ କଳିକୁ କେନ୍ଦ୍ରକରି ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ବିଚ୍‌ ରାସ୍ତାରେ ଛୁରାମାଡ଼ କରି ଲହୁଲୁହାଣ କରିଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

4 months ago

ସ୍ଥାୟୀ ମଣ୍ଡି ନାହିଁ, ଆର୍‌ଏମ୍‌ସି ପାଇଁ ମିଲର ଭରସା

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ୪୬ ବର୍ଷ ହେଲା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ରହିଥିଲେ ମଧ୍ୟ ଭିତ୍ତିଭୂମିର ଅଭାବ ଯୋଗୁ ମଣ୍ଡି ପାଇଁ କୌଣସି…

4 months ago

୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ରାୟଗଡା,୨୬।୧:(ଆଷିଶ ରଞ୍ଜନ ପଣ୍ଡା): ରାୟଗଡାସ୍ଥିତ ଜିସିଡି ପଡିଆ ଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ସ୍ବଧାଦେବ ସିଂ ମୁଖ୍ୟ ଅତିଥି ଭାବେ…

4 months ago

ଟ୍ରାଏଲ୍‌ ରନ୍‌ ସମୟରେ ଟ୍ରେନ୍‌ରେ କଟି ୨ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ

ରାୟଗଡା/ଜେକେପୁର,୨୫।୧(ଆଶିଷ ରଞ୍ଜନ ପଣ୍ଡା/ନିଧି ଗାଣ୍ଡେଚା): ରାୟଗଡ଼ା- ଜେକେପୁର ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ହେବା ପରେ ବୁଧବାର ରାତିରେ ଟ୍ରାଏଲ ରନ୍‌ କରାଯାଇଥିଲା। ଏହି ସମୟରେ…

4 months ago

ରାୟଗଡ଼ା ଜିଲାରେ ଥମୁନି ଜନନୀ ଯନ୍ତ୍ରଣା: ଖଟିଆରେ ବୁହାହେଲେ ୨ ଗର୍ଭବତୀ

ରାୟଗଡ଼ା,୧୮।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ପିଛା ଛାଡ଼ୁନି ଜନନୀ ଯନ୍ତ୍ରଣା । ରାୟଗଡ଼ା ଜିଲା ଗଠନ ହେବାର ୩୨ବର୍ଷ ବିତିଗଲାଣି, ହେଲେ ଆଜି ବି ବହୁ…

4 months ago

ପେନଶନ ପାଇଁ ବୃଦ୍ଧାଙ୍କ ଧାରଣା

ରାୟଗଡା,୧୭।୧(ଭାଗ୍ୟଶ୍ରୀ ମିଶ୍ର): ପେନଶନ ପାଇଁ ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ଜଣେ ହିତାଧିକାରୀଙ୍କୁ ଏହା ନ ମିଳିବାରୁ ସେ ଧାରଣାରେ ବସିଛନ୍ତି। ଶକୁନ୍ତଳା ମହାନ୍ତି ନାମକ ଜଣେ…

4 months ago