ରାୟଗଡା

୩ ଦଫା ଦାବିରେ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା

 ରାୟଗଡ଼ା,୧୧।୯(ଭାଗ୍ୟଶ୍ରୀ ମିଶ୍ର): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଓଡ଼ଶାଙ୍କ ନିର୍ଦ୍ଦେଶ କ୍ରମେ  ରାୟଗଡ଼ା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଦଫା ଦାବିରେ ଶିକ୍ଷୟତ୍ରୀ ଶିକ୍ଷକ ସୋମବାର ଠାରୁ   ଗଣ ଧାରଣା ଆରମ୍ଭ କରିଛନ୍ତି। ୧୧ଟି ବ୍ଲକର...

ବିପଦସଙ୍କୁଳ ଅବସ୍ଥାରେ ନାଇପେଟା, ନାଗାବଳୀ ପୋଲ

ରାୟଗଡା,୧୧।୯ (ଭାଗ୍ୟଶ୍ରୀ ମିଶ୍ର ): ରାଜପଥ ବିଭାଗର ଖାମଖିଆଲି ମନୋଭାବ ଯୋଗୁ ବର୍ଷ ବର୍ଷ ଧରି ରାଜପଥଗୁଡ଼ିକର ନିର୍ମାଣ କି ମରାମତି ହେଉନି। ରାୟଗଡ଼ା ଜିଲା ଦେଇ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥ ଦୀର୍ଘଦିନ ହେଲା ମରାମତି ଅଭାବରୁ...

ଥାନା ପରିସରରେ ନଷ୍ଟ ହେଉଛି ଜବତ ଗାଡ଼ି

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ଅପରାଧ ଘଟାଇବା ପାଇଁ ଅପରାଧୀ ବିଭିନ୍ନ ପ୍ରକାର ଗାଡ଼ି ବ୍ୟବହାର କରୁଛନ୍ତି। ଚୋରି, ଡକାୟତି, ଗଞ୍ଜେଇ ଚାଲାଣ ଆଦି ବିଭିନ୍ନ ଆପରାଧିକ ମାମଲାରେ ବ୍ୟବହୃତ କିମ୍ବା ଦୁର୍ଘଟଣା ଘଟିଥିବା ଦୁଇ ଚକିଆଠାରୁ ଆରମ୍ଭ କରି ଚାରି...

ରାୟଗଡ଼ା ଜିଲା: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଯୋଜନା ବାଟବଣା

ରାୟଗଡ଼ା,୧୦।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାର ଗ୍ରାମାଞ୍ଚଳରେ ପିଲା ଇଂଲିଶରେ ପାଠ ପଢ଼ିବେ ା ଓଡ଼ିଶା ମାଧ୍ୟମିକ ବୋର୍ଡ଼ ପରିବର୍ତ୍ତେ ସିବିଏସଇ ପାଟର୍ନରେ ପାଠ ପଢ଼ାଯିବ ା ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ୨୦୧୮ରେ ଜିଲାରେ...

ଝିଅ ବାହାଘର ପାଇଁ ଥିବା ୬୯ ଗ୍ରାମ୍‌ ସୁନା ଅଳଙ୍କାର ଚୋରି

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରସ୍ଥିତ ଆଜାଦ ନଗର ଏକ ଘରେ କେହି ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି । ଘରର ଗ୍ରିଲ ଓ କବାଟ ଭାଙ୍ଗି ଝିଅ ବାହାଝର...

ଫେଲ୍‌ ମାରିଛିି ସୁନେତ୍ର ଯୋଜନା

ରାୟଗଡ଼ା,୭।୯(ଭାଗ୍ୟଶ୍ରୀ ମିଶ୍ର )ଚକ୍ଷୁ ପରୀକ୍ଷା ଓ ଆବଶ୍ୟକ ସେବା ଯୋଗାଇଦେବା ପାଇଁ ୨୦୧୯ରୁ ରାୟଗଡ଼ା ଜିଲାରେ ସୁନେତ୍ର ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ମାଧ୍ୟମରେ ସହାୟକଙ୍କ ସମେତ ବିଭିନ୍ନ ସ୍ବାସ୍ଥ୍ୟ ବିଭାଗର ଟିମ୍‌ ଗ୍ରାମାଞ୍ଚଳକୁ ଯାଇ ଶିଶୁଙ୍କଠାରୁ ଆରମ୍ଭକରି...

ରାସ୍ତାରେ ବସ୍‌ କାଚ ଭାଙ୍ଗିଲା ଦନ୍ତା

ରାୟଗଡ଼ା,୫ା୯(ଆଶିଷ ରଞ୍ଜନ ପଣ୍ଡା):ଓଡ଼ିଶା ଆନ୍ଧ୍ରପ୍ରଦେଶ ସୀମାନ୍ତରେ ରାୟଗଡ଼ାରୁ ପାର୍ବତୀପୁରମ୍‌କୁ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌କୁ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ଦନ୍ତାହାତୀ ଅଟକାଇ ଉପଦ୍ରବ କରିଛି। ରାୟଗଡ଼ା ବ୍ଲକ୍‌ କେରେଡାଠାରୁ ୧୦ କି.ମି ଦୂର ମାନ୍ୟମ ଜିଲା...

‘କପଡ଼ାଗନ୍ଦା’ ଶାଲ୍‌, ‘ଇଡିତାଲ’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ୍‌

ବିଷମକଟକ,୩।୯(ବିଭୂତି ଭୂଷଣ ନାୟକ)ରାୟଗଡ଼ା ଜିଲା ବିଷମକଟକ ବ୍ଲକସ୍ଥିତ ନିୟମଗିରି ପାହାଡ଼ ଉପରେ ରହୁଥିବା ଜନଜାତି ଡଙ୍ଗରିଆ କନ୍ଧଙ୍କ ‘କପଡ଼ାଗନ୍ଦା’ ଶାଲ ଓ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ରକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିବ। ଖୁବ୍‌ଶୀଘ୍ର ଭୌଗୋଳିକ ସୂଚକାଙ୍କ (ଜିଆଇ) ଟ୍ୟାଗ୍‌...

ନାହିଁ ଶୀତଳଭଣ୍ଡାର, କ୍ଷତି ସହୁଛନ୍ତି ସୀତାଫଳ ଚାଷୀ

ରାୟଗଡ଼ା,୩।୯ (ଆଶିଷ ରଞ୍ଜନ ପଣ୍ଡା)ଋତୁକାଳୀନ ଉପତ୍ାଦିତ ସ୍ବାଦିଷ୍ଟ ଫଳ ମଧ୍ୟରେ ସୀତାଫଳର ବେଶ୍‌ ଚାହିଦା ରହିଛି। ଉପାନ୍ତ ରାୟଗଡ଼ା ଜିଲାରେ ଏହାର ଉପତ୍ାଦନ ଅଧିକ ହୋଇଥାଏ ା ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାର ସୀତାଫଳ ଚାଷୀ ଉଚିତ...

ନିୟମଗିରି ପାଦଦେଶରେ ଆଦିବାସୀଙ୍କ ମେଳି

ମୁନିଗୁଡା,୧।୯(ରାଧେଶ୍ୟାମ ଅଗ୍ରଓ୍ବାଲ): ରାୟଗଡ଼ା ପୋଲିସ ନିରୀହ ଆଦିବାସୀଙ୍କୁ ଉଠାଇନେଇ ନିର୍ଯାତନା ଦେବା ସହ ମିଥ୍ୟା ମାମଲାରେ ଛନ୍ଦି ଜେଲ ପଠାଉଥିବା ଘଟଣାକୁ ନେଇ ନିୟମଗିରି ପାଦଦେଶରେ ଥିବା ଡଙ୍ଗରିଆଙ୍କ ପକ୍ଷରୁ ଦୃଢ଼ ବିରୋଧ କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ରାୟଗଡ଼ା...

ଲୋପ ପାଇବାକୁ ବସିଲାଣି ଗହ୍ମାଡ଼ିଆଁ, ଗୋମାତା ପୂଜାର୍ଚ୍ଚନା

ପଦ୍ମପୁର, ୩୧।୮ (ପ୍ରଶାନ୍ତ କୁମାର କର)ଆଧୁନିକତାର ସ୍ପର୍ଶରେ ଲୋପ ପାଇବାକୁ ବସିଲାଣି ବିଭିନ୍ନ ଲୋକ ସଂସ୍କୃତି ଓ ପରମ୍ପରା। ପୂର୍ବରୁ ରାଖୀପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଅବସରରେ ପାରମ୍ପରିକ ଗହ୍ମାଡିଆଁ ଏବଂ ଗୋମାତା ପୂଜାର୍ଚ୍ଚନା କରାଯାଉଥିବାବେଳେ ଏବେ ସହର କିମ୍ବା ଗ୍ରାମାଞ୍ଚଳ...

ରାୟଗଡ଼ା: ୟୁନିୟନ ବୋର୍ଡରୁ ପୌର ପରିଷଦ

ରାୟଗଡ଼ା ପୌର ପରିଷଦ ୫୨ବର୍ଷରେ ପଦାର୍ପଣ କରିଛି। ୧୯୭୧ ଜାନୁୟାରୀ ୧୫ରେ ରାୟଗଡ଼ା ପୌର ପରିଷଦ ଭାବେ ଘୋଷଣା ହୋଇଥିଲାା ହେଲେ ଦେଶ ସ୍ବାଧୀନ ହେବା ପୂର୍ବରୁ ୧୯୨୯ ଏପ୍ରିଲ ୧୦ରେ ରାୟଗଡ଼ା ୟୁନିୟନ ବୋର୍ଡ ଭାବେ ସହର ପରିଚାଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri