ରାୟଗଡା

ଡିକେଡିଏ, ଓପିଲିପି କର୍ମଚାରୀଙ୍କ ସମ୍ପୃକ୍ତି ନାହିଁ: ଅତିରିକ୍ତ ଜିଲାପାଳ

ବିଷମକଟକ,୧୩।୫(ଡି.ଏନ.ଏ.): ବିଷମକଟକ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ବାଲାପାଇ ଗ୍ରାମର ଟିମି ପୁଷିକାଙ୍କୁ ଓପିଲିପି ପ୍ରତାରଣା କରିଥିବା ନେଇ କୌଣସି ସତ୍ୟତା ନାହିଁ ବୋଲି ଶୁକ୍ରବାର ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ସୂଚନା ଦେଇଛନ୍ତି। ଟିମି ଗୁରୁବାର ରାୟଗଡ଼ା...

ବିଦ୍ୟୁତ୍‌ ଆଘାତରେ ୪ ହାତୀଙ୍କ ଜୀବନ ଗଲା

ଗୁଣୁପୁର/ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି ସ୍ପଷ୍ଟ ହୋଇ ନ ଥିବା ବେଳେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଥିବା...

ବରିଷ୍ଠ ନେତା ଚନ୍ଦ୍ରଶେଖରଙ୍କୁ ନିଲମ୍ବନ ସୁପାରିସ

ରାୟଗଡ଼ା(ସ୍ବ.ପ୍ର.)/ମୁନିଗୁଡ଼ା/ ବିଷମକଟକ (ଡି.ଏନ.ଏ.)୧୨ା୫: ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏଥିରେ ବରିଷ୍ଠ ନେତା ଚନ୍ଦ୍ରଶେଖର ବେହେରାଙ୍କୁ ଦଳରୁ ୩ ବର୍ଷ ପାଇଁ ନିଲମ୍ବନ କରିବାକୁ ରାଜ୍ୟ ନେତୃବୃନ୍ଦଙ୍କୁ ସୁପାରିସ କରାଯାଇଛି ।...

୨ ଏକର ଲେଖାଏ ଜମି ନିରୂପଣ ନିଷ୍ପତ୍ତି: ଖୋଲିବ ୭୯ ନୂଆ ଲ୍ୟାମ୍ପସ୍‌

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୨ା୫: ରାୟଗଡ଼ା ଜିଲାରେ ୭୯ଟି ନୂତନ ଲ୍ୟାମ୍ପସ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ଦୁଇଟି ପଞ୍ଚାୟତକୁ ନେଇ ଗୋଟିଏ ଲେଖାଏ ଲ୍ୟାମ୍ପସ୍‌ ଗଠନ କରି କୃଷିଜନିତ ସମସ୍ୟା ଦୂରୀକରଣ କରିବା ପାଇଁ ସରକାର ଏଭଳି...

୧୫ ପଦବୀ ଅନୁମୋଦିତ, ୫ ବର୍ଷ ହେଲା ଖାଲି

ରାୟଗଡ଼ା ଅଫିସ,୧୧ା୫: ପାହାଡିଆ ଅଞ୍ଚଳ ରାୟଗଡା ଜିଲାରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ନଦୀ, ପୋଖରୀ, ନାଳ ଆଦି ଶୁଖିଲା ପଡ଼ୁଥିବା ବେଳେ କେଉଁଠି ଏସବୁ ପୋତି ହୋଇଗଲାଣି। ଜନସଂଖ୍ୟା ବଢ଼ୁଥିବାରୁ ସେହି ମାତ୍ରାରେ ଅଧିକ ସଂଖ୍ୟକ...

ଟ୍ୟୁଶନରୁ ଫେରିବା ସମୟରେ ହେଲା ବଜ୍ରପାତ, ଚାଲିଗଲା ଛାତ୍ରୀଙ୍କ ଜୀବନ

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ରାୟଗଡ଼ା ବ୍ଲକ ଅନ୍ତର୍ଗତ ମାଲିଗାଁ ପଞ୍ଚାୟତର କଦଳୀଗୁଡ଼ା ଗ୍ରାମର ଜଣେ ନାବାଳିକାଙ୍କର ବଜ୍ରପାତରେ ଜୀବନ ଯାଇଛି। ନାବାଳିକା ଜଣକ ହେଲେ ଅଦାବଂଶ ସଞ୍ଜୁ(୧୬)। ସୂଚନାନୁଯାୟୀ, ସଞ୍ଜୁ ନିଜର ଦୁଇ ସାଙ୍ଗଙ୍କ ସହିତ ଜେକେପୁରରୁ ଟ୍ୟୁଶନ ସାରି ଘରକୁ ଫେରୁଥିବା...

ସ୍ତ୍ରୀଙ୍କ ଉପରକୁ ପଥର ଫିଙ୍ଗିଲେ ସ୍ବାମୀ, ନାବାଳିକାଙ୍କ ଜୀବନ ଗଲା

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ଭୋଜି ଖାଇବାକୁ ଯାଇଥିବା ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଲାଗି ପଥର ଫିଙ୍ଗାଫିଙ୍ଗି ହେବାରୁ ବୁଧବାର ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କୁରୁମପେଟାରେ। ସୂଚନା ଅନୁଯାୟୀ, ରାୟଗଡ଼ା ଜିଲା ସୁରି...

ପୁରୁଣା ବହିରେ ଅବକାଶକାଳୀନ ହୋମଓ୍ବାର୍କ

ରାୟଗଡ଼ା,୯ା୫(ସ୍ବ.ପ୍ର.): ଗ୍ରୀଷ୍ମ ଅବକାଶରେ ପାଠପଢ଼ା ଜାରି ରଖିବା ଲାଗି ପିଲାମାନଙ୍କୁ ଶିକ୍ଷକ ହୋମଓ୍ବାର୍କ ଦେବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଘରେ ରହି ସୁବିଧାରେ ପାଠ ପଢ଼ିବା ପାଇଁ ଏହି ଯୋଜନା ହେଲା।...

କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ଏସ୍‌ଏଚ୍‌ଜି

ରାୟଗଡା ଅଫିସ,୯ା୫: ରାୟଗଡା ବ୍ଲକ ଅନ୍ତର୍ଗତ କତା ପେଟା ଗ୍ରାମର ମିଶନ ଶକ୍ତିର ମା’ ଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚଜି)ର ସଭ୍ୟାମାନେ କପା ଚାଷରୁ ମୁହଁ ଫେରାଇ ଏବେ କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି। ବର୍ଷା ହେଲେ କପା...

୨ଜଣଙ୍କୁ ଉଠାଇନେଲା ପୋଲିସ: ପ୍ରତିବାଦରେ ବଜାର ବନ୍ଦ

ଟିକିରି,୭ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ ଅଞ୍ଚଳବାସୀ ଧାରଣା ଦେବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏହା ପୂର୍ବରୁ ଗୁରୁବାର...

ଶୁଖୁଛି ନାଗାବଳୀ, କମୁଛି ପାଣି

ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର ଆଧାର ପାଲଟିଛି। କୃଷି କ୍ଷେତ୍ରରୁ ଆରମ୍ଭ କରି ଜନସାଧାରଣଙ୍କ ଶୋଷ ମେଣ୍ଟାଇବାରେ...

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍‌ରେ ଥିବା ୧୧ଟି ବସ୍‌ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri