ରାୟଗଡା

ସ୍ତ୍ରୀଙ୍କ ଉପରକୁ ପଥର ଫିଙ୍ଗିଲେ ସ୍ବାମୀ, ନାବାଳିକାଙ୍କ ଜୀବନ ଗଲା

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ଭୋଜି ଖାଇବାକୁ ଯାଇଥିବା ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଲାଗି ପଥର ଫିଙ୍ଗାଫିଙ୍ଗି ହେବାରୁ ବୁଧବାର ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କୁରୁମପେଟାରେ। ସୂଚନା ଅନୁଯାୟୀ, ରାୟଗଡ଼ା ଜିଲା ସୁରି...

ପୁରୁଣା ବହିରେ ଅବକାଶକାଳୀନ ହୋମଓ୍ବାର୍କ

ରାୟଗଡ଼ା,୯ା୫(ସ୍ବ.ପ୍ର.): ଗ୍ରୀଷ୍ମ ଅବକାଶରେ ପାଠପଢ଼ା ଜାରି ରଖିବା ଲାଗି ପିଲାମାନଙ୍କୁ ଶିକ୍ଷକ ହୋମଓ୍ବାର୍କ ଦେବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଘରେ ରହି ସୁବିଧାରେ ପାଠ ପଢ଼ିବା ପାଇଁ ଏହି ଯୋଜନା ହେଲା।...

କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ଏସ୍‌ଏଚ୍‌ଜି

ରାୟଗଡା ଅଫିସ,୯ା୫: ରାୟଗଡା ବ୍ଲକ ଅନ୍ତର୍ଗତ କତା ପେଟା ଗ୍ରାମର ମିଶନ ଶକ୍ତିର ମା’ ଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚଜି)ର ସଭ୍ୟାମାନେ କପା ଚାଷରୁ ମୁହଁ ଫେରାଇ ଏବେ କୁକୁଡ଼ା ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି। ବର୍ଷା ହେଲେ କପା...

୨ଜଣଙ୍କୁ ଉଠାଇନେଲା ପୋଲିସ: ପ୍ରତିବାଦରେ ବଜାର ବନ୍ଦ

ଟିକିରି,୭ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ ଅଞ୍ଚଳବାସୀ ଧାରଣା ଦେବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏହା ପୂର୍ବରୁ ଗୁରୁବାର...

ଶୁଖୁଛି ନାଗାବଳୀ, କମୁଛି ପାଣି

ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର ଆଧାର ପାଲଟିଛି। କୃଷି କ୍ଷେତ୍ରରୁ ଆରମ୍ଭ କରି ଜନସାଧାରଣଙ୍କ ଶୋଷ ମେଣ୍ଟାଇବାରେ...

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍‌ରେ ଥିବା ୧୧ଟି ବସ୍‌ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି।...

ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୫।୫: ପୋଲିିସ ଏଏସଆଇଙ୍କ ଘର ଚୋରି। ପ୍ରାୟ ୧୭ ଭରି ସୁନା, ଅଧା କେଜି ରୁପା ସହିତ ନଗଦ ୫୦ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣାଟି ଘଟିଛି ରାୟଗଡ଼ା ସହରରେ। ରାୟଗଡ଼ା ସହରର...

ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର

ବିଷମ କଟକ,୫ା୫(ଡି.ଏନ୍‌.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ...

ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ

ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍‌ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା...

ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍‌ଘାଟିତ

ବିଷମକଟକ,୩।୫(ଡି.ଏନ୍‌.ଏ.): ରାୟଗଡା ଜିଲା ବିଷମକଟକରେ ମଙ୍ଗଳବାର ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ବିଷମକଟକ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମିତ ଏହି କାଫେକୁ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ...

ଶ୍ରମିକଙ୍କ ଦୁଃଖ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଧାୟକ ମକରନ୍ଦ

ରାୟଗଡ଼ା,୧।୫(ସ୍ବ.ପ୍ର.): ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ସୋମବାର ସରକାରଙ୍କ ଉପରେ ଖୋଲାଖୋଲି ବର୍ଷିଛନ୍ତି। ମଞ୍ଚ ଉପରେ ନିଜର ଅଭିଭାଷଣ ରଖି ରାଜ୍ୟ ଓ କେନ୍ଦ୍ର ସରକାର ସମେତ ଜିଲା ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ...

ବଜ୍ରପାତରେ ଶିଶୁଙ୍କ ସମେତ ୨ ନାବାଳକ ଗୁରୁତର

ଟିକିରି,୩୦ା୪(ଡି.ଏନ୍‌.ଏ.): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଝୋଡିଆ ସାହିରେ ରବିବାର ଝଡ଼ବର୍ଷା ହୋଇଥିଲେ। ସେତିକିବେଳେ ବଜ୍ରପାତ ଘଟି ଆଦିବାସୀ ସାହି ପଛପଟେ ଗଛମୂଳେ ଖେଳୁଥିବା ୩ ବର୍ଷିୟ ଶିଶୁ ଓ ୨ଜଣ ନାବାଳକ ଗୁରୁତର ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri