ରାୟଗଡା

ଚଢ଼ାଉ ସତ୍ତ୍ୱେ ବନ୍ଦ ହେଉନି ଗଞ୍ଜେଇ କାରବାର

ରାୟଗଡ଼ା(ସ୍ବ.ପ୍ର)/ରାୟଗଡା ଅଫିସ୨୫ା୪: ରାୟଗଡା ସହରଦେଇ ବ୍ୟବସାୟୀମାନେ ଗଞ୍ଜେଇ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ତଥା ରାଜ୍ୟ ବାହାରକୁ ଚୋରାଚାଲାଣ କରୁଥିବା ବେଳେ ସେମାନଙ୍କର ଅବକାରୀ ତଥା ସ୍ଥାନୀୟ ପୋଲିସକୁ ତିଳେମାତ୍ର ଭୟ ନ ଥିବା ଭଳି ଜଣାପଡୁଛି। ଜିଲାରେ ନିୟମିତ...

ନିଜ ସର୍ଭିସ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କଲେ ସେକେଣ୍ଡ ଇନ୍‌ କମାଣ୍ଡର

ରାୟଗଡ଼ା,୨୫।୪(ସ୍ବ.ପ୍ର.)- ରାୟଗଡ଼ା ସହର ସ୍ଥିତ ସିଆରପିଏଫ ଚତୁର୍ଥ ବାଟାଲିୟନଠାରେ କାର୍ଯ୍ୟରତ ସେକେଣ୍ଡ ଇନ୍‌ କମାଣ୍ଡ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି। ସେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ଆତ୍ମହତ୍ୟା କରିବାର କାରଣ...

କାଗଜ କଲମରେ ସୀମିତ ନିର୍ଦ୍ଦେଶନାମା

ରାୟଗଡ଼ା, ୨୩।୪: (ସ୍ବ.ପ୍ର.) ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ ରାଜ୍ୟ ସରକାର ଏକକ ବ୍ୟବହୃତ ପ୍ଲାଷ୍ଟିକ ଓ ପଲିଥିନ୍‌ ବ୍ୟାନ ନେଇ ଘୋଷଣା କରିଥିଲେ। ଏହା ମଧ୍ୟରେ ୩ବର୍ଷ ବିତି ଯାଇଥିଲେ ସୁଦ୍ଧା ସେ ସବୁର...

ସପ୍ତଗିରିଙ୍କୁ ରିପିଟ୍‌ କରିପାରେ କଂଗ୍ରେସ

ରାୟଗଡ଼ା, ୨୨।୪: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡିକ ପକ୍ଷରୁ ଏବେଠୁ ଜୋରଦାର ପ୍ରସ୍ତୁତି ଚାଲିଲାଣି। ଏକଦା କଂଗ୍ରେସର ଗଡ଼ ଥିଲା ରାୟଗଡ଼ା ଜିଲା ଓ କୋରାପୁଟ ସଂସଦୀୟ କ୍ଷେତ୍ର । ଦେଶ ସ୍ବାଧୀନ ହେବା ପରେ...

ମହୁଲ ଗୋଟାଳିଙ୍କୁ ମିଳୁନି ଉପଯୁକ୍ତ ମୂଲ୍ୟ

ରାୟଗଡ଼ା,୨୧ା୪(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ଗରିବ ଆଦିବାସୀମାନେ ଋତୁକାଳୀନ ପୁଲ ଓ ଫଳକୁ ବିକ୍ରି କରି ନିଜ ପରିବାରର ଗୁଜରାଣ ମେଣ୍ଟାନ୍ତି। ସେମାନେ ଦିନତମାମ କଷ୍ଟ କରି ଏସବୁ ସଂଗ୍ରହ କରୁଥିଲେ ମଧ୍ୟ ଉଚିତ ମୂଲ୍ୟ ପାଉନାହାନ୍ତି। ସରକାର ଉଚିତ ପଦକ୍ଷେପ...

କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା

ଟିକିରି, ୨୦।୪: (ଡି.ଏନ୍‌.ଏ.) ରାୟଗଡ଼ା ଜିଲା କାଶୀପୁର ବ୍ଳକ ମାଣ୍ଡିବିସି ପଞ୍ଚାୟତ ଜଲାଖୁରା ଗ୍ରାମରେ ପୁଣିଥରେ ଜନନୀ ଯନ୍ତ୍ରଣାର ଦୁଃଖ ଦେଖିବାକୁ ମିଳିଛି। ବସନ୍ତ ନାୟକଙ୍କ ସ୍ତ୍ରୀ ସୁଶୀଳା ଗର୍ଭବତୀ ଥିବାବେଳେ ମଙ୍ଗଳବାର ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ଏହା ପରେ...

ରାୟଗଡ଼ାରେ ବିଶ୍ୱ ହିନ୍ଦୁ ପରିଷଦର ବନ୍ଦ ସଫଳ

ରାୟଗଡ଼ା(ସ୍ବ.ପ୍ର)/ରାୟଗଡ଼ାଅଫିସ/ ମୁନିଗୁଡ଼ା/ଚନ୍ଦ୍ରପୁର/ ବିଷମକଟକ/ଗୁଣପୁର (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଚାଲିଥିବା ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ଆକ୍ରମଣ କରାଯିବାରୁ ବହୁ ଲୋକ ଆହତ ହୋଇଥିଲେ। ଏହାର ପ୍ରତିବାଦରେ ରାୟଗଡା ସମେତ ଓଡିଶାର ୧୪ ଜିଲାରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ...

ଫେରିଯିବ ଟଙ୍କା: ଏମ୍‌ପି, ବିଧାୟକଙ୍କ ଉଦ୍‌ବେଗ

ରାୟଗଡା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୧୯।୪: ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଡିଏମ୍‌ଏଫ ଟ୍ରଷ୍ଟ ବୋର୍ଡ଼ର ୮ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖଣିଜ ସମ୍ପଦରେ ଭରା ରାୟଗଡାକୁ ମିଳୁଥିବା ଜିଲା ଖଣିଜ ପାଣ୍ଠି ଅନୁଦାନ ଖର୍ଚ୍ଚ ହୋଇ ପାରୁନାହିଁ। ଖଣି...

ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା

ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ...

କୁକୁର କାମୁଡାରେ ୧୭ ଜଣ ଆହତ

ରାୟଗଡା ଅଫିସ,୧୪।୪: କୁକୁର କାମୁଡାରେ ୧୭ ଜଣ ଶିକାର ହୋଇଛନ୍ତି। ରାୟଗଡାର ଜିସିଡ଼ି ପଡିଆ ଆଖପାଖ ଅଞ୍ଚଳ ଏବଂ ସ୍ଥାନୀୟ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରୋଡ଼ରେ ଏହି ଘଟଣା ଦେଖିବାକୁ ମିଳିଛି। କୁକୁର କାମୁଡାରେ ଆହତ ହୋଇଥିବା ୧୭...

ଯାଞ୍ଚବେଳେ ସନ୍ଦେହ ଘେରରେ ପ୍ରାର୍ଥୀଙ୍କ ସାର୍ଟିଫିକେଟ୍‌

ରାୟଗଡ଼ା (ସ୍ବ.ପ୍ର.)/ ରାୟଗଡ଼ା ଅଫିସ ,୧୪।୪: ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରେ ଦ୍ୱିତୀୟ ପର୍ଯ୍ୟାୟ ସାର୍ଟିଫିକେଟ୍‌ ଯାଞ୍ଚବେଳେ ସନ୍ଦେହ ଘେରରେ ଜଣେ ପ୍ରାର୍ଥୀ। ସେ ହେଲେ ବିଷମକଟକ ବ୍ଲକ ଘଣ୍ଟିଖାଲ ଗ୍ରାମର ରବି ହିଆଲ। ଡାକ ବିଭାଗର ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରି...

ଆଜି ବିଷୁବ ମିଳନ, ରାୟଗଡ଼ା ଉତ୍ସବମୁଖର

ରାୟଗଡ଼ା,୧୪।୪(ସ୍ବ.ପ୍ର.): ରାୟଗଡ଼ାରେ ଓଡ଼ିଆ ନବବର୍ଷ ଧୁମଧାମରେ ପାଳନ କରାଯିବ। ନୂଆବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏଠାରେ ଓଲିଉଡ୍‌ କଳାକାରଙ୍କ ସମେତ ରାଜ୍ୟର ଅନେକ ନାମୀ ଗାୟକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri