ସାଧାରଣତନ୍ତ୍ର ଦିବସ

ପରାକ୍ରମ ଦେଖିଲା ସାରା ଦୁନିଆ…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ଭାରତ ପକ୍ଷରୁ ନିଜର ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଛି। ଭାରତୀୟ ସେନାର ସର୍ବଶ୍ରେଷ୍ଠ ତଥା ଶକ୍ତିଶାଳୀ ଯୁଦ୍ଧ ଉପକରଣ ପ୍ରଦର୍ଶିତ ହୋଇଛି।...

ମୁଣ୍ଡରେ ଉତ୍ତରାଖଣ୍ଡ ଟୋପି-ବେକରେ ମଣିପୁର ଗାମୁଛା, ଗୋଟିଏ ତୀରରେ ଦୁଇ ଶିକାର…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି। ଏଥିରେ ଉତ୍ତରାଖଣ୍ଡର ରାଜ୍ୟର ଜାତୀୟ ଫୁଲ ବ୍ରହ୍ମକମଳ ଅଙ୍କିତ ହୋଇଛି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ...

ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୁଣ୍ଡରେ...

କୃଷକ ଆନ୍ଦୋଳନ: ହରିୟାଣାରେ ହାଇ ଆଲର୍ଟ

ଚଣ୍ଡିଗଡ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଟ୍ରାକ୍ଟର ପରେଡ୍‌ ବେଳେ ଦିଲ୍ଲୀରେ ଘଟିଥିବା ହିଂସାକୁ ନେଇ ପଡୋଶୀ ହରିୟାଣାରେ ହାଇ ଆଲର୍ଟ ଜାରି କରାଯାଇଛି। ହରିୟାଣା ଡିଜିପି ମନୋଜ ଯାଦବ ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି କରିଛନ୍ତି।...

କୃଷକଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୬ା୧- ଦିଲ୍ଲୀ ଛାଡ଼ି ସୀମାକୁ ଫେରି ଆସିବାକୁ କୃଷକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ନୂଆ ଚାଷୀ ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତ ନଭେମ୍ବରଠାରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରଖିବାକୁ କହିଛନ୍ତି। ହିଂସା କଦାପି...

ସାଧାରଣତନ୍ତ୍ର ପରେଡ : ଅଯୋଧ୍ୟାର ରାମ ମନ୍ଦିରର ମଡେଲ ଦେଖି ଛିଡ଼ା ହେଲେ ଭକ୍ତ

ନୂଆଦିଲ୍ଲୀ,୨୬ା୧- ଦେଶର ୭୨ତମ ସାଧାରଣତନ୍ତ୍ର ପରେଡରେ ଦେଖିବାକୁ ମିଳିଛି ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ମଡେଲ। ଏହା ଦେଖି ମଙ୍ଗଳବାର ସକାଳେ ରାଜପଥରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଦର୍ଶକମାନେ ଛିଡ଼ା ହୋଇ ତାଳି...

ଟ୍ରାକ୍ଟର ରାଲିରେ ଅଘଟଣ: କୃଷକ ମୃତ

ନୂଆଦିଲ୍ଲୀ,୨୬ା୧- ନୂଆ କୃଷି ଆଇନ ବିରୋଧରେ ଚାଷୀଙ୍କ ଦ୍ୱାରା ମଙ୍ଗଳବାର ଦିଲ୍ଲୀରେ ଆୟୋଜିତ ଟ୍ରାକ୍ଟର ରାଲିରେ ଘଟିଛି ଅଘଟଣ। ସେଣ୍ଟ୍ରାଲ ଦିଲ୍ଲୀଠାରେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ଏ ନେଇ ସ୍ପଷ୍ଟ କରିଛି ସ୍ଥାନୀୟ ପୋଲିସ।...

ସାଧାରଣତନ୍ତ୍ର ଦିବସରେ ଇତିହାସ ରଚିଲେ ଦୁଇ ଆଇଏଏଫ୍‌ ମହିଳା ପାଇଲଟ୍‌

ନୂଆଦିଲ୍ଲୀ,୨୬ା୧- ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଦୁଇ ମହିଳା ପାଇଲଟ୍‌ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗ ନେଇ ଇତିହାସ ରଚିଛନ୍ତି। ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭଓ୍ବନ କାନ୍ଥ ପ୍ରଥମ ମହିଳା ଫାଇଟର ପାଇଲଟ ଭାବେ ପରେଡରେ ଭାଗ ନେଇଥିଲେ। ଆଇଏଏଫ୍‌ ଟାବ୍ଲେୟୁ...

ସାଧାରଣତନ୍ତ୍ର ଦିବସରେ ମୋଦି ପିନ୍ଧିଲେ କମଳା ରଙ୍ଗର ପଗଡ଼ି: କ’ଣ ଏହାର କାରଣ

ନୂଆଦିଲ୍ଲୀ,୨୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଓ ସ୍ୱାଧିନତା ଦିବସରେ ପଗଡି ବାନ୍ଧିବାର ପରମ୍ପରାକୁ ବଜାୟ ରଖିଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସ ଅବସରରେ ସେ କମଳା ରଙ୍ଗର ପଗଡି ପିନ୍ଧିଥିବା ଦେଖାଯାଇଛି । ୭୨ ତମ...

ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜପଥରେ ପହଞ୍ଚି ପତାକା ଉତ୍ତୋଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ ନାହାନ୍ତି । ସାରା ବିଶ୍ୱରେ ବ୍ୟାପିଥିବା ମହାମାରୀ କାରଣରୁ ଏପରି ହୋଇଛି...

ସାଧାରଣତନ୍ତ୍ର ଦିବସର ଶୋଭା ବଢ଼ାଇବ ରାମ ମନ୍ଦିର ମେଢ଼

ନୂଆଦିଲ୍ଲୀ,୧୧।୧୨: ପ୍ରତ୍ୟେକ ବର୍ଷ ଜାନୁୟାରୀ ୨୬ ତାରିଖ ତଥା ସାଧାରଣତନ୍ତ୍ର ଦିବସ ପୂରା ଦେଶରେ ବେଶ ଧୂମଧାମରେ ପାଳନ କରାଯାଏ। ଏଥି ନେଇ ମାସେ ଆଗରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି। କିନ୍ତୁ ଆସନ୍ତା ବର୍ଷର ସାଧାରଣତନ୍ତ୍ର ଦିବସ ଦେଶବାସୀଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri