ସାଧାରଣତନ୍ତ୍ର ଦିବସ

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ...

କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କେସିଙ୍ଗା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଉପଜିଲାପାଳ ସୁଶାନ୍ତ ସିଂ ଯୋଗଦେଇ ସହରର ବିକାଶ, ପାନୀୟଜଳ, ରାସ୍ତାଘାଟ, ଡ୍ରେନ୍‌, ବିଜୁଳି...

ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

ତୁରୁମୁଙ୍ଗାରେ ପତାକା ଉତ୍ତୋଳନ କଲେ ବିଧାୟକ, ଜଗନ୍ନାଥ ପାଟଣାରେ ବ୍ଲକ ଅଧ୍ୟକ୍ଷ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମ ଓ ତୁରୁମୁଙ୍ଗାସ୍ଥିତ ହାଇସ୍କୁଲ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତୁରୁମୁଙ୍ଗାଠାରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ସଦର ମହକୁମା ପୋଲିସ ଟ୍ରେନିଂ ପଡିଆରେ ରବିବାର ୭୧ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ...

କର୍ଲାମୁଣ୍ଡାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କର୍ଲାମୁଣ୍ଡା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ହସ୍ପିଟାଲ ପଡ଼ିଆଠାରେ କର୍ଲାମୁଣ୍ଡା ସଦର ପଞ୍ଚାୟତ ପକ୍ଷରୁ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଯୋଗଦେଇ...

ବଡ଼ବିଲରେ ଜାତୀୟ ପତାକା ଉତ୍ତୋଳନ କଲେ ତହସିଲଦାର

ବଡ଼ବିଲ,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଜାତୀୟ ଦିବସ ପାଳନ ସମିତି ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ...

ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଜଗନ ମୋହନ...

ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ

ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି...

ଦାରିଙ୍ଗବାଡ଼ିରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ବିଡିଓ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ବ୍ଲକସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଏଥିରେ ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ତଥା ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି।...

ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା...

ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍‌ ଡ୍ରେସ୍‌ ରିହର୍ସାଲ

ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍‌ ଡ୍ରେସ୍‌ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri