ସାଧାରଣତନ୍ତ୍ର ଦିବସ

ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ

ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି ଭଦ୍ରକର…

ଦାରିଙ୍ଗବାଡ଼ିରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ବିଡିଓ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ବ୍ଲକସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଏଥିରେ ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ତଥା ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ…

ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍‌ ଡ୍ରେସ୍‌ ରିହର୍ସାଲ

ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍‌ ଡ୍ରେସ୍‌ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା ବନ୍ଦ…

ଟୁଥ୍‌ପିକ୍‌ରେ ଜାତୀୟ ପତାକା ତିଆରି କଲେ ଶିକ୍ଷକ

ଅମୃତସର,୨୩।୧: ପଞ୍ଜାବ ଅମୃତସରର ସରକାରୀ ଶିକ୍ଷକ ବଲଜିନ୍ଦର ସିଂ ଟୁଥ୍‌ପିକ୍‌ ବ୍ୟବହାର କରି ଜାତୀୟ ପତାକା ତିଆରି କରିଥିବା କହିଛନ୍ତି। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏହାକୁ ତିଆରି କରିଥିବା କୁହନ୍ତି। ଏଥିପାଇଁ ସେ ୭୧,୦୦୦ଟି ଟୁଥ୍‌ପିକ୍‌ ବ୍ୟବହାର କରିଛନ୍ତି। ଆଉ…

୧୫ ଅଗଷ୍ଟ, ୨୬ ଜାନୁୟାରୀରେ ପତାକା ଉତ୍ତୋଳନରେ କ’ଣ ରହିଛି ପାର୍ଥକ୍ୟ

ସାଧାରଣତଃ ୧୫ ଅଗଷ୍ଟ ଓ ୨୬ ଜାନୁୟାରୀରେ ଭାରତର ଜାତୀୟ ପତାକାକୁ ସାରା ଦେଶରେ ଉତ୍ତୋଳନ କରାଯାଇଥାଏ। ହେଲେ ଏହି ୨ଦିନ ଭିନ୍ନ ଭିନ୍ନ ଭାବେ ପତାକା ଉତ୍ତୋଳନ କରାଯାଇଥାଏ। ଏବେ ପାଖେଇ ଆସିଲାଣି ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri