ସମ୍ବଲପୁର

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ ଟିକେଟ୍‌ ମିଳିବା ପରେ ସେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି।...

ସମ୍ବଲପୁରରେ ବିଗ୍‌ ଫାଇଟ୍‌

ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ ଗତ ରବିବାର ଭାଜପା ଓଡିଶାର ୧୮ ଏମ୍‌ପି ପ୍ରାର୍ଥୀଙ୍କ...

ରଙ୍ଗଖେଳରୁ ଯୁବକଙ୍କୁ ହତ୍ୟା: ୨ ବିଜେଡି ନେତା ଗିରଫ

କୁଚିଣ୍ଡା,୨୮ା୩(ବିରଞ୍ଚତ୍ ଦର୍କା)ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଉଚ୍ଚକାପାଟ ପଞ୍ଚାୟତ କେଛୁପାଣି(ହରିଜନପଡ଼ା)ଠାରେ ମଙ୍ଗଳବାର ହୋଲି ଅବସରରେ ରଙ୍ଗଖେଳରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସେ ହେଲେ କେଛୁପାଣିର ଚିନ୍ମୟ ହାତୀ (୨୮)। ପୋଲିସ ହତ୍ୟା ଅଭିଯୋଗରେ ବାଉଁଶଲଗା ପଞ୍ଚାୟତ ବାଦପଡ଼ାର ବିଜେଡି...

ସମ୍ବଲପୁରରେ ବୋମା ମାଡ଼ ପରେ ଉତ୍ତେଜନା

ସମ୍ବଲପୁର,୨୬।୩: ପୁଣି ଅସାନ୍ତ ହୋଇପଡିଛି ସମ୍ବଲପୁର। ମଙ୍ଗଳବାର ସନ୍ଧ୍ୟାରେ ପୀରବାବା ଛକ ନିକଟସ୍ଥ ରାସ୍ତା ପାର୍ଶ୍ୱରେ ଏକ ବୁଲେଟ(ବାଇକ୍‌) ଛିଡ଼ା ହୋଇଥିଲା। ସେତିକିବେଳେ କେତେକ ଦୁର୍ବୃତ୍ତ ବୁଲେଟ୍‌ ଉପରକୁ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ। ବୋମା ମାଡ଼ରେ ୨ଜଣ...

ହୋଲି ପାଇଁ ସମ୍ବଲପୁର ଆସୁଥିଲା ବହୁ ପରିମାଣର କଫ ସିରପ: ଜବତ କଲା ପୋଲିସ

ସମ୍ବଲପୁର,୨୫।୩(ପ୍ରମୋଦ ବହିଦାର): ସମ୍ବଲପୁର ପୋଲିସ ଏକ ବଡ଼ ଧରଣର କଫ ସିରପ ର଼୍ୟାକେଟର ପର୍ଦ୍ଦାଫାଶ କରିବାରେ ସକ୍ଷମ ହୋଇଛି। ସଦର ଥାନା ପୋଲିସ ନିଲଡୁଙ୍ଗରିରୁ ୪୫ଟି ପେଟିରେ ୧୮୦ ମିଲିଲିଟର ବିଶିଷ୍ଟ ପ୍ରାୟ ୧୦ ହଜାର ୮ଶହ(୧୦୮୦ ଲିଟର) ନିଷିଦ୍ଧ...

ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର...

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ...

କେଜରିୱାଲଙ୍କ ଗିରଫକୁ ଆପ୍‌ର ବିରୋଧ

ସମ୍ବଲପୁର,୨୨ା୩(ପ୍ରମୋଦ ବହିଦାର): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀଙ୍କୁ ଆମ ଆଦ୍‌ମୀ ପାର୍ଟି (ଆପ୍‌) ସମ୍ବଲପୁର ଶାଖା ପକ୍ଷରୁ ବିରୋଧ କରାଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ଆପ୍‌ ଏହାକୁ ଗଣତନ୍ତ୍ରର...

ରାଜନୀତିରୁ ହେଲେ ସଫଳ ଚାଷୀ: ଆକର୍ଷଣ ପାଲଟିଛି ଷ୍ଟ୍ରବେରି ଚାଷ

କୁଚିଣ୍ଡା,୨୨ା୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଉପାନ୍ତ ଝାରମାଲ ଗ୍ରାମର ପୂର୍ବତନ ଜିଲା ପରିଷଦ ସଭ୍ୟା ତଥା ଏସ୍‌ଏଚ୍‌ଜି ସଦସ୍ୟା ଲୀନା ମାଝିଙ୍କୁ ଷ୍ଟ୍ରବେରି ଚାଷ ସ୍ବତନ୍ତ୍ର ପରିଚୟ ଦେବା ସହ ସ୍ବାବଲମ୍ବୀ କରାଇଛି। କୁଚିଣ୍ଡା ଉପଖଣ୍ଡ ଲଙ୍କା...

‘କିଡ୍‌ସ ଷ୍ଟାର ଫେସ୍‌ ଅଫ୍‌ ଛତିଶଗଡ଼’ ଟାଇଟଲ୍‌ ହାସଲ କଲେ ସିଦ୍ଧି

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ଛତିଶଗଡ଼ର ରାୟପୁରଠାରେ ଅୟୋଜିତ ‘କିଡ୍‌ସ ଷ୍ଟାର ଫେସ ଅଫ୍‌ ଛତିଶଗଡ଼’ ଫ୍ୟାଶନ ପ୍ରତିଯୋଗିତାରେ ଟାଇଟଲ ହାସଲ କରି ସମ୍ବଲପୁର ପାଇଁ ଗୌରବ ଆଣିଛନ୍ତି ସିଦ୍ଧି ସମ୍ପୂର୍ଣ୍ଣା ନାୟକ। ପିଲାଟି ବେଳୁ ନୃତ୍ୟ ଓ ମଡେଲିଂ ପ୍ରତି ଆଗ୍ରହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri