ସମ୍ବଲପୁର

ଭିମ୍‌ସାର ଡାକ୍ତରୀ ଛାତ୍ରୀଛାତ୍ରଙ୍କ ପାଇଁ ଅଡୁଆ

ସମ୍ବଲପୁର,୨୦ା୫(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାର ମେଡିକାଲ କଲେଜ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ବେପରୁଆ ନୀତି ଯୋଗୁ ପିଲାଙ୍କ ଭବିଷ୍ୟତ ଅଡୁଆରେ ପଡିବା ଭୟ ରହିଛି। ସେମାନଙ୍କୁ ପାସ୍‌ ସାର୍ଟିଫିକେଟ ସହ ଡାକ୍ତର ସ୍ବୀକୃତି...

ସମ୍ବଲପୁରରେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଟିମ୍‌

ସମ୍ବଲପୁର,୨୦ା୫(ବ୍ୟୁରୋ): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍‌ ଶୁକ୍ରବାର ସମ୍ବଲପୁରରେ ପହଞ୍ଚିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଏହି ଟିମ୍‌ ବିଭିନ୍ନ ସ୍ଥାନ ପରିଦର୍ଶନ ସହ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ସନ୍ଧ୍ୟା ୭ଟାରେ...

କାରାଗାରରେ ଗାମୁଛା ବାନ୍ଧି ଝୁଲିପଡ଼ିଲେ

ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରର ଜଣେ କଏଦୀ ରବିବାର ପାଇଖାନାକୁ ଶୌଚ ହେବାକୁ ଯାଇ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଦର ଥାନା ତକବା ଗ୍ରାମର ଧରଣୀଧର ମହାନନ୍ଦ(୪୫)। ଏ ନେଇ ଧନୁପାଲି ପୋଲିସ ଏକ...

ମାଲିକଙ୍କୁ ନ ଜଣାଇ ଖୋଳିଦେଉଛନ୍ତି ଚାଷଜମି

ଜମନକିରା,୧୪ା୫(ଡି.ଏନ.ଏ.): ମାଲିକଙ୍କୁ ନ ଜଣାଇ ରାତାରାତି ଖୋଳିଦିଆଯାଉଛି ଚାଷଜମି। ଜମନକିରା ବ୍ଲକ ଅଞ୍ଚଳରେ ଓସିସି (ଓଡ଼ିଶା କନଷ୍ଟ୍ରକଶନ କମ୍ପାନୀ)ର ଏଭଳି ମନମୁଖୀ କାର୍ଯ୍ୟକୁ ଚାଷୀମାନେ ବିରୋଧ କରିବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକ...

ବନ୍ଦ ଘରୁ ମା’ ଓ ଝିଅପୁଅଙ୍କ ମୃତଦେହ ଠାବ

ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ଗଅନ୍ତିଆପଡ଼ାରେ ଶନିବାର ଏକ ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି। ବନ୍ଦ ଘରୁ ପୋଲିସ ମା’ ସହ ପୁଅ ଓ ଝିଅଙ୍କ ମୃତଦେହ ଠାବ କରିଛି। ମୃତକମାନେ ହେଲେ ମାଆ ସାଜିଆ ପରବିନ...

ବିଜେଡି ବିଜୟ ଉତ୍ସବ ବେଳେ ଭାଜପା କର୍ମୀଙ୍କୁ ଛୁରାମାଡ଼

ସମ୍ବଲପୁର,୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ବିଜୟୀ ହେବା ପରେ ବିଭିନ୍ନ ସ୍ଥାନରେ ସମର୍ଥକ, ଦଳୀୟ କର୍ମୀମାନେ ବିଜୟ ଉତ୍ସବ ମନାଇଥିଲେ। ଝାରସୁଗୁଡ଼ା ଜିଲା ବଡମାଲ ଥାନା ଶ୍ରୀପୁରା ଗ୍ରାମରେ ଶନିବାର ବିଜୟ ଉତ୍ସବ ସମୟରେ ବିଜେଡି...

ବନ୍ଦ ଘରୁ ମିଳିଲା ୩ ମୃତଦେହ

ସମ୍ବଲପୁର,୧୩ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଘର ଭିତରୁ ଶନିବାର ସନ୍ଧ୍ୟାରେ ୩ ଜଣଙ୍କର ମୃତଦେହ ମିଳିଛି। ମୃତକମାନେ ହେଲେ ମା ସଜିଆ ପରବୀନ (୩୨), ପୁଅ...

ସାମ୍ପ୍ରଦାୟିକ ହିଂସା ଘଟଣାକୁ ମାସେ ପୂରିଲା

ସମ୍ବଲପୁର,୧୩।୫(ବ୍ୟୁରୋ):ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ଼ ସାଙ୍ଗକୁ ପୋଡ଼ାଜଳା ଆକ୍ରମଣ ଭଳି ସାମ୍ପ୍ରଦାୟିକ ହିଂସା ଘଟଣାକୁ ଶୁକ୍ରବାର ଏକମାସ ପୂରିଛି। ହେଲେ ସେଦିନର ଦୃଶ୍ୟ ଲୋକଙ୍କ ମନରୁ ଲିଭି ନାହିଁ। ପରିସ୍ଥିତି ସ୍ବାଭାବିକ ହୋଇଥିଲେ...

ଶୁଣ୍ଢରେ ଟେକି କଚାଡି ଦେଲା ଦନ୍ତା

ସମ୍ବଲପୁର,୧୦ା୫(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ମୁଣ୍ଡେର ସଂରକ୍ଷିତ ଜଙ୍ଗଲକୁ ଜାଲେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଜଣେ ବ୍ୟକ୍ତି ହାତୀ ଅକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମୁଣ୍ଡେର ଗ୍ରାମର ରାଜୁ ନାଏକ (୫୦)। ମାନେଶ୍ୱର ସହରାଞ୍ଚଳ ପ୍ରାଥମିକ...

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର...

ଇଟାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ଜମନକିରା,୮।୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ନୂଆଁଡିହି ଗ୍ରାମରେ ଏକ ଅଘଟଣ ଘଟିଛି। ସ୍ବାମୀ ଏକ ଇଟାରେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଛନ୍ତି। ଏହି ଘଟଣାରେ ଜମନକିରା ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ସୋମବାର...

ଥାନାରେ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କୁଚିଣ୍ଡା,୮ା୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ମନ୍ତ୍ରୀମୁଣ୍ଡା ପ୍ରାଥମିକ ସ୍କୁଲ ଶିକ୍ଷକ ପୃଥ୍ବୀରାଜ ମହାନନ୍ଦ(୪୩) ଓରଫ ମଣ୍ଟୁଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାର ଇତିମଧ୍ୟରେ ୩୬ ଘଣ୍ଟା ବିତିଲାଣି। ହେଲେ ଶିକ୍ଷକଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ଏଭଳି ହତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri