ସମ୍ବଲପୁର

ନଗଦ ଟଙ୍କା ଅଭାବ, ଲୋକେ ହଇରାଣ

ସମ୍ବଲପୁର,୧୮ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ୍‌ ଶୋଭାଯାତ୍ରା ସମୟରେ ଘଟିଥିବା ସାମ୍ପ୍ରଦାୟିକ ହିଂସା ଘଟଣାକୁ ନେଇ ଜିଲାରେ ୫ଦିନ ହେଲା ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଏହାସହ କର୍ଫ୍ୟୁ ମଧ୍ୟ ଲଗାଯାଇଛି। ଏଥିଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିିଛି। ବିଶେଷ...

ତଦନ୍ତର ତଥ୍ୟ ଲୁଚାଉଛି କ୍ରାଇମ୍‌ବ୍ରାଞ୍ଚ

ସମ୍ବଲପୁର,୧୬ା୩(ବ୍ୟୁରୋ): ଜାନୁୟାରୀ ୨୯ରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ନବ କିଶୋର ଦାସଙ୍କୁ ଝାରସୁଗୁଡ଼ା ଜିଲା ଗାନ୍ଧୀଛକଠାରେ ସ୍ଥାନୀୟ ଫାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଅତି ନିକଟରୁ ସର୍ଭିସ ବନ୍ଧୁକରେ ଗୁଳିକରି ହତ୍ୟା କରିଥିଲେ।...

ଡିଜିପି କହୁଛନ୍ତି ଶାନ୍ତି, ଚାଲିଛି ଜଳାପୋଡ଼ା

ସମ୍ବଲପୁର,୧୭ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଉପଲକ୍ଷେ ଗତ ବୁଧବାର ସମ୍ବଲପୁର ସହରରେ ବାଇକ୍‌ ଶୋଭାଯାତ୍ରାବେଳେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୁକ୍ରବାର ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ଚାଲିଥିବାବେଳେ ପୁଣି ପଥରମାଡ଼, ପୋଡ଼ାଜଳା, ଭଙ୍ଗାରୁଜା ସମେତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଫଳରେ...

ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡକୁ ନେଇ ସହରରେ ଶୁକ୍ରବାର ରାତି ୧୨ଟାରୁ କଫ୍ୟୁ ଲାଗୁ କରାଯାଇଥିଲା। ବର୍ତ୍ତମାନ ଏହାକୁ କୋହଳ କରାଯାଇଛି। ସୋମବାର ସକାଳ ୭ଟା ୩୦ରୁ ପୂର୍ବାହ୍ନ ୧୧.୩୦ ଏବଂ ଅପରାହ୍ନ ୩ଟା ୩୦ରୁ...

ସମ୍ବଲପୁରରେ ଆଉ ୨ ଦିନ ସ୍କୁଲ ବନ୍ଦ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁର ଜିଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଛୁଟି ଅବଧିକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ସୋମବାର ଏବଂ ମଙ୍ଗଳବାର ୨ ଦିନ...

ଅକଥନୀୟ ଦୁର୍ଦ୍ଦଶା ଭୋଗିଲେ ଜନସାଧାରଣ

ସମ୍ବଲପୁର,୧୬ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଶୋଭାଯାତ୍ରା ଓ ବାଇକ୍‌ ରାଲି ସମୟରେ ଘଟିଥିବା ହିଂସା ଘଟଣାକୁ ନେଇ ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ସହରରେ କର୍ଫ୍ୟୁ ଲଗାଯାଇଛି। ଏହାସହ ଆଉ ୪୮ଘଣ୍ଟା ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଫଳରେ ସମ୍ବଲପୁର...

ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି

ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ...

ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆଣିଲେ ଆମ୍ବୁଲାନ୍ସ କର୍ମଚାରୀ

ସୁନ୍ଦରଗଡ଼, ୧୫।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଜଣେ ଗୁରୁତର ମହିଳାଙ୍କୁ ୨କିମି ଷ୍ଟ୍ରେଚରରେ ବୋହି ଆଣି ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସର କର୍ମଚାରୀ। ଜିଲାର ବାଲିଶଙ୍କର ବ୍ଲକ ତଳସରା ଥାନା ଅଧିନସ୍ଥ ନିମ୍‌ଡିହି ଗ୍ରାମର ସମରା କମାରଙ୍କ ଝିଅ ବାସନ୍ତୀ (୨୬)...

ସମ୍ବଲପୁର ସହରରେ କର୍ଫ୍ୟୁ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ...

ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି ।...

ବାହାରିଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା: ନଜର ରଖୁଛି ଡ୍ରୋନ୍‌

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ସହରରେ କଡ଼ା ସୁରକ୍ଷା ଭିତରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନ କରାଯାଇଛି। ସା ସମୟରେ ଏହି ଶୋାଭାଯାତ୍ରା ଧନକଉଡ଼ାଠାରୁ ବାହାରିଛି। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ଥିବା ବେଳେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ...

୪୮ ଘଣ୍ଟା ପାଇଁ ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁର,୧୩।୪(ବ୍ୟୁରୋ) ସମ୍ବଲପୁର ଜିଲାରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri