ସମ୍ବଲପୁର

ଗୋଟିଏ ମଞ୍ଚରେ ଜୟନାରାୟଣ ଓ ଗିରିଶ

ସମ୍ବଲପୁର,୭ା୪ (ଭବାନୀ ଶଙ୍କର ଭୋଇ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷିତ ହେବା ପରେ ଏବେ ସେ ଭାଜପାର ନୂଆପୁରୁଣା ନେତା ଓ କର୍ମୀଙ୍କୁ ଏକଜୁଟ କରି ଦଳକୁ ଅଧିକ ସଂଗଠିତ କରିବା ପାଇଁ...

ଇକୋ ଟୁରିଜମ୍‌ରେ ସର୍ବାଧିକ ରାଜସ୍ବ ଆଦାୟ

ସମ୍ବଲପୁର,୭ା୪(ପ୍ରମୋଦ ବହିଦାର)ସମ୍ବଲପୁର ଜିଲା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଡେବ୍ରିଗଡ଼ ଅଭୟାରଣ୍ୟ କେବଳ ବନ୍ୟପ୍ରାଣୀ ଓ ଜଙ୍ଗଲ ସଂରକ୍ଷଣରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି ତା’ ନୁହେଁ, ବର୍ତ୍ତମାନ ଏହା ଏକ ପର୍ଯ୍ୟଟନ ହବ୍‌ରେ ପରିଣତ ହୋଇଛି। ପର୍ଯ୍ୟଟନ ହବ୍‌...

ପ୍ରଚାର ମଇଦାନରେ ଧର୍ମେନ୍ଦ୍ର-ବବି, ନା ନ ନେଇ କଲେ ଟାର୍ଗେଟ

ସମ୍ବଲପୁର,୫।୪: ଓଡ଼ିଶା ରାଜନୀତିର ହଟସ୍ପଟ ପାଲଟିଥିବା ସମ୍ବଲପୁରରେ ଆରମ୍ଭ ହେଲା ଲଢ଼େଇ। ଭୋଟ ପାଇଁ ମଇଦାନରେ ଦୁଇ ହେଭିୱେଟ। ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ(ବବି ଦାସ) ଓ ଭାଜପାର ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ...

୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି...

ସମ୍ବଲପୁରରେ ରାସେଶ୍ୱରୀ, ରୋହିତଙ୍କ ଆସନ ଅଙ୍କ ଛିଣ୍ଡୁନି

ସମ୍ବଲପୁର,୪ା୪ (ଭବାନୀ ଶଙ୍କର ଭୋଇ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ବାରାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ସମ୍ବଲପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ଭରସା କରି ପୁନର୍ବାର...

୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବ ସମ୍ବଲପୁର ବିଶ୍ୱବିଦ୍ୟାଳୟ

କଟକ,୩ା୪(କାର୍ତ୍ତିକ ସାହୁ):ସମ୍ବଲପୁର ବିଶ୍ୱବିଦ୍ୟାଳୟର ତ୍ରୁଟି ପାଇଁ ଜଣେ ଛାତ୍ରଙ୍କ ବୃତ୍ତିଗତ ଜୀବନ ୧୦ ବର୍ଷ ନଷ୍ଟ ହୋଇଛି। ଏନେଇ ହାଇକୋର୍ଟରେ ରୁଜୁ ମାମଲାର ବିଚାର କରି ବିଚାରପତି ଏସ୍‌. କେ. ପାଣିଗ୍ରାହୀ ସମ୍ପୃକ୍ତ ଛାତ୍ରଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ...

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରସନ୍ନ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର):ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ହେବା ପରେ ମଙ୍ଗଳବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି।...

କୌଣସି ଶକ୍ତି ଭାଜପାର ବିଜୟକୁ ରୋକିପାରିବ ନାହିଁ: ଜୟନାରାୟଣ

ସମ୍ବଲପୁର,୩୧ା୩(ବି.ଶଙ୍କର)୨୦୧୯ ସାଧାରଣ ନିର୍ବାଚନ ପରେ ସମ୍ବଲପୁର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଅନ୍ତର୍ଦ୍ଧାନ ହୋଇଯାଇଥିଲେ। ସାଧାରଣ ନିର୍ବାଚନ ଆଉ ପ୍ରାୟ ଦୁଇମାସ ବାକି ଥିବାବେଳେ ପୁଣି ସେ ଦୃଷ୍ଟିଗୋଚର ହୋଇଛନ୍ତି। ବିଭିନ୍ନ ଗଣମାଧ୍ୟମରେ ସେ ୨୦୨୪...

ବବିଙ୍କ ସମ୍ମୁଖରେ ଟିକେଟ ଦାବିକଲେ ରାସେଶ୍ୱରୀଙ୍କ ସମର୍ଥକ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ପ୍ରଥମେ ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ବିଜେଡି ପ୍ରାର୍ଥୀ ଭାବେ ଦଳର ସାଙ୍ଗଠନିକ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। କିଛିବର୍ଷ ପୂର୍ବରୁ ଯୁଯୁମୁରା ବ୍ଲକର ସନାତନପାଲିରେ ଫୁଲଚାଷ...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ ଟିକେଟ୍‌ ମିଳିବା ପରେ ସେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri