ସମ୍ବଲପୁର

ପର୍ଯ୍ୟଟନର ସହର ସମ୍ବଲପୁର

ଓଡ଼ିଶାର ସମ୍ବଲପୁର ଜିଲ୍ଲାରେ ତ ଅନେକ ଦର୍ଶନୀୟ ସ୍ଥାନ ରହିଛି, ହେଲେ ତନ୍ମଧ୍ୟରୁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ, ଚିପିଲିମାର ମା’ ଘଣ୍ଟେଶ୍ୱରୀ ଓ ହୀରାକୁଦ ଜଳଭଣ୍ଡାରର ରହିଛି କିଛି ଭିନ୍ନ ଆକର୍ଷଣ… ମା’ ସମଲେଶ୍ବରୀ ପୀଠଟି ସମ୍ବଲପୁର...

ଅଜଣା ରୋଗ ଉଜାଡୁଛି ଧାନ ଫସଲ

ସମ୍ବଲପୁର, ୨୩।୪: (ବ୍ୟୁରୋ) ସମ୍ବଲପୁର ଜିଲାର ହୀରାକୁଦ ଜଳଭଣ୍ଡାର ସେଚାଞ୍ଚଳରେ ଚାଷ ହୋଇଥିବା ରବି ଧାନ ଫସଲରେ ଚଳିତବର୍ଷ ଅଜଣା ରୋଗପୋକ ଉପଦ୍ରବ ଦେଖାଦେଇଛି ା ଧାନ ଗଛରୁ ବାହାରୁଥିବା କେଣ୍ଡା ଧୀରେ ଧୀରେ ଲାଲ ପଡି ଯାଉଥିବା ବେଳେ...

ସମ୍ବଲପୁରରେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧି ବୃଦ୍ଧି

ସମ୍ବଲପୁର ୨୨।୪(ବ୍ୟୁରୋ): ସମ୍ବଲପୁରରେ ଧିରେ ଧିରେ ସ୍ଥିତିରେ ସୁଧାର ଆସୁଛି। ତେବେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧିକୁ ପୁଣି ବୃଦ୍ଧି କରାଯାଇଛି । ଇଣ୍ଟରନେଟ ସେବା କଟକଣା ପୁଣି ୮ ଘଣ୍ଟା ବଢଛି । ୨୨ ତାରିଖ ସା...

ନେଟ୍‌ସେବା ବନ୍ଦ: ଗ୍ରାହକଙ୍କ ଡେଟା କ୍ଷତି

ସମ୍ବଲପୁର, ୨୨।୪: (ବ୍ୟୁରୋ) ସମ୍ବଲପୁର ଜିଲାରେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହିଂସାତ୍ମକ ଘଟଣା ଘଟିଥିଲା। ତେଣୁ ଜିଲା ପ୍ରଶାସନର ଅନୁରୋଧକ୍ରମେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏପ୍ରିଲ ୧୩ ତାରିଖଠାରୁ ମୋବାଇଲ, ବ୍ରଡ୍‌ବ୍ୟାଣ୍ଡ ଓ ବିଭିନ୍ନ...

ମସ୍‌ଜିଦରେ ହେବ ସାମୂହିକ ନମାଜ ପାଠ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼ ଓ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡ଼ିଥିଲା। ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଶାନ୍ତି ଫେରିନାହିଁ। କର୍ଫ୍ୟୁ ଲାଗିଥିବା ବେଳେ ମୋବାଇଲ ନେଟ୍‌ସେବା ବନ୍ଦ ରହିଛି। ରମ୍‌ଜାନ...

କର୍ଫ୍ୟୁ: ଇଦ୍‌ଗାରେ ହେବନାହିଁ ନମାଜପାଠ

ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ସହରରେ ଉପୁଜିଥିବା ଅଶାନ୍ତ ପରିବେଶ ଯୋଗୁ କର୍ଫ୍ୟୁ ଲଗାଯାଇଥିବାବେଳେ ନେଟ୍‌ସେବା ବନ୍ଦ କରି ଦିଆଯାଇଛି। ୭ଦିନ ହେଲା ଜିଲାରେ ନେଟ୍‌ସେବା ବନ୍ଦ ହୋଇଥିବା ବେଳେ ଗୁରୁବାର କେବଳ ବ୍ରଡ୍‌ବ୍ୟାଣ୍ଡ ଓ ଲିଜ୍‌ଲାଇନ ଉପରେ ସାମୟିକ ଭାବେ...

ନେଟ୍‌ସେବା ବନ୍ଦ: ଛାତ୍ରୀଛାତ୍ର ହଇରାଣ

ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ନାଗରିକ କଲ୍ୟାଣ ସମିତି ସଦସ୍ୟମାନେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇଙ୍କୁ ଭେଟି ଦାବି ପତ୍ର ଦେଇଛନ୍ତି। ସମ୍ବଲପୁରରେ ହୋଇଥିବା ହିଂସା ଘଟଣା ପରେ ସହର ଅଶାନ୍ତ ହୋଇପଡିଛି। ନେଟ୍‌ସେବା ବନ୍ଦ...

ଶାନ୍ତି ଫେରୁଛି, ନେଟ୍‌ ସେବା କୋହଳ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡିଥିଲା। ଏହା ପରଠାରୁ ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ...

ସମ୍ବଲପୁରରେ ୟୁପି ପୋଲିସ ଟିମ୍‌କୁ ନେଇ ଚର୍ଚ୍ଚା

ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ...

୧୪ ଜିଲାରେ ବନ୍ଦ ଶାନ୍ତିପୂର୍ଣ୍ଣ

ସମ୍ବଲପୁର(ବ୍ୟୁରୋ)/ନବରଙ୍ଗପୁର(ବି.ପ୍ର.),୨୦ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ ଓ ୧୪ ତାରିଖରେ ସୃଷ୍ଟ ସାମ୍ପ୍ରଦାୟିକ ହିଂସାର ପ୍ରଭାବ ଏବେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାକୁ ବ୍ୟାପିଛି। ଭାଜପା ସମର୍ଥନରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ...

ଭାଜପା ନେତାଙ୍କୁ ସମ୍ବଲପୁର ମନା

ସମ୍ବଲପୁର,୧୯।୪(ବ୍ୟୁରୋ):ସମ୍ବଲପୁର ଜିଲା ପ୍ରବେଶକୁ ଭାଜପା ନେତାଙ୍କୁ ମନା। ଏଭଳି ଘଟଣା ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ବଲପୁରରେ ସାମ୍ପ୍ରଦାୟିକ ଦଙ୍ଗା ଘଟଣା ନେଇ କର୍ଫ୍ୟୁ ଲାଗିବା ଓ ଆଇନଶୃଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ଅନନ୍ୟା ଦାସ ସମ୍ବଲପୁରରେ ରାଜନୈତିକ କାର୍ଯ୍ୟକ୍ରମ...

ନଗଦ ଟଙ୍କା ଅଭାବ, ଲୋକେ ହଇରାଣ

ସମ୍ବଲପୁର,୧୮ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ୍‌ ଶୋଭାଯାତ୍ରା ସମୟରେ ଘଟିଥିବା ସାମ୍ପ୍ରଦାୟିକ ହିଂସା ଘଟଣାକୁ ନେଇ ଜିଲାରେ ୫ଦିନ ହେଲା ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଏହାସହ କର୍ଫ୍ୟୁ ମଧ୍ୟ ଲଗାଯାଇଛି। ଏଥିଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିିଛି। ବିଶେଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri