ସମ୍ବଲପୁର

ଦୁର୍ନୀତି ପାଇଁ ଶିକ୍ଷକଙ୍କ ଜମାଖାତାରେ ଟଙ୍କା

ସମ୍ବଲପୁର,୭ା୪(ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବ୍ୟାଗ କିଣା ଟଙ୍କାକୁ ହରିଲୁଟ କରିବାକୁ ଯୋଜନା କରାଯାଉଛି। ଧନକଉଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିବା ପରେ ଏହି ଘଟଣା ପଦାକୁ ଆସିଛି। କେବଳ ଧନକଉଡା ନୁହେଁ ଜିଲାର ଅଧିକାଂଶ ବ୍ଲକରେ...

ବ୍ୟବହାରିକ ଜ୍ଞାନ ସଂଗ୍ରହ, ରାଗିଂମୁକ୍ତ କ୍ୟାମ୍ପସ୍‌ କର

ସମ୍ବଲପୁର,୫ା୪(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ ଛାତ୍ରୀଛାତ୍ରଙ୍କ ସହ କ୍ଲାସରୁମରେ ଆଲୋଚନା କରିଥିଲେ। କଲେଜରେ ଥିବା ସମସ୍ୟା, ହଷ୍ଟେଲ ପାଇଁ କରାଯାଇଥିବା କଡା ନିୟମ ଗୁଡିକ ସମ୍ପର୍କରେ...

ତହସିଲଦାରଙ୍କୁ ଦୁର୍ବ୍ୟବହାର: ଜେଲ ଗଲେ ଭାଜପା ନେତା

ସମ୍ବଲପୁର,୫।୪(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ସମଲେଇ ଯୋଜନାରେ ଉଚ୍ଛେଦ ସମୟରେ ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କୁ ଦୁର୍ବ୍ୟବହାର ମାମଲାରେ ପୋଲିସ ଭାଜପା ନେତା ମୋହନ ଦାସଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ସକାଳୁ ରାମଜୀ...

ବର୍ଜ୍ୟବସ୍ତୁରୁ ଆୟ କରୁଛି ଏସ୍‌ଏମସି

ସମ୍ବଲପୁର,୩ା୪(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ମାଇକ୍ରୋ କମ୍ପୋଷ୍ଟ ପ୍ଳାଣ୍ଟ ଆରମ୍ଭ କରାଯାଇଥିଲା। ପ୍ରାୟ ୩ ବର୍ଷରେ ଏସ୍‌ଏମସି ଅଧୀନ ବିଭିନ୍ନ ଅଞ୍ଚଳରେ ମୋଟ ୯ ଗୋଟି ପ୍ଳାଣ୍ଟ କାର୍ଯ୍ୟକ୍ଷମ ରହିଛି। ଏଭଳି ପରିସ୍ଥିତିରେ ଠେମରା...

ଦୀପାଳିଙ୍କ ଖଣ୍ଡାବୁଲା ଭିଡିଓ ଭାଇରାଲ

ସମ୍ବଲପୁର, ୧।୪ (ବ୍ୟୁରୋ): ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଶୁକ୍ରବାର ଏହା ଘୋଷଣା ହେବା ପରେ ଦୀପାଳି ଓ ତାଙ୍କ ସମର୍ଥକଙ୍କ...

ନବାଗତଙ୍କୁ ଦାୟିିତ୍ୱ ନେଇ ଚର୍ଚ୍ଚା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲା ପର୍ଯ୍ୟବେକ୍ଷକ ଭାବେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ନିଯୁକ୍ତି ପାଇବା ପରେ ଜିଲା ବିଜେଡି ଶିବିର ଚଳଚଞ୍ଚଳ ହୋଇପଡିଛି। ଏପ୍ରିଲ ୭ରେ ବବି ସମ୍ବଲପୁର ଗସ୍ତରେ ଆସିବା...

ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା, ୪ ଆହତ

ସମ୍ବଲପୁର ଅଫିସ,୩୧ା୩: ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାର ବଡ଼ଧରା ଗାଁରୁ ଏକ ବରଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରୁଥିଲେ। ତେବେ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା ଘଟି...

ମାନ୍ଦାବସ୍ଥାରେ ନିଯୁକ୍ତିରେ ଆଇଆଇଏମ୍‌କୁ ସଫଳତା

ସମ୍ବଲପୁର,୨୯।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା ଚାଲିଥିବା ବେଳେ ସମ୍ବଲପୁର ଆଇଆଇଏମ୍‌କୁ ଚଳିତ ଶିକ୍ଷାବର୍ଷରେ ସଫଳତା ମିଳିଛି। ଛାତ୍ରୀଛାତ୍ରଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ କମ୍ପାନୀରେ ଶତପ୍ରତିଶତ ନିଯୁକ୍ତି ମିଳିଛି। ଦୁଇ ଛାତ୍ରୀ ଆଭା ମାଲହୋତ୍ରାଙ୍କୁ ବାର୍ଷିକ ସର୍ବାଧିକ ୬୪ ଲକ୍ଷ ୧୬...

ଗାଡ଼ି ଚଲାଉଥିଲେ ପୁଅ: ତଣ୍ଡ ଗଣିଲେ ବାପା

ସମ୍ବଲପୁର,୨୮। ୩(ବ୍ୟୁରୋ): ରାଜ୍ୟ ସରକାର ବେଆଇନ ନାବାଳକ ବାଇକ ଚଳାଇବା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଏ ନେଇ ସମ୍ବଲପୁର ଜିଲା ହୀରାକୁଦ ଥାନା ହୀରାକୁଦ-ରେମେଡ ରାସ୍ତା ଓ ଧନୁପାଲି ଥାନା ସରଲାକାନିରେ ପୋଲିସ ଓ ପରିବହନ...

ବଡରମା ଘାଟିରେ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଜମନକିରା,୨୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡରମା ଘାଟି ଉପରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର-ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଏବେ...

ସୁଧୁରିବ ଦୁର୍ବଳ ସଂଗଠନ

ସମ୍ବଲପୁର,୨୮ା୩ (ବ୍ୟୁରୋ): ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ସମେତ ଅନ୍ୟ ୩ ଜିଲାରେ ଯାଜପୁର ବିଧାୟକ ତଥା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି। ପ୍ରଣବଙ୍କ ନିଯୁକ୍ତି ପରେ ସମ୍ବଲପୁର...

ବିନା କାମରେ ଟଙ୍କା ଉଠୁଛି

ସମ୍ବଲପୁର,୨୪ା୩(ବ୍ୟୁରୋ): ରୋଜଗାର ସୃଷ୍ଟି କରି ଦାଦନ ଶ୍ରମିକ ଚାଲାଣ ରୋକିବା ପାଇଁ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିମ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଏହି ଯୋଜନାରେ ଶ୍ରମିକ, ଗରିବ ଶ୍ରେଣୀର ଲୋକମାନେ ଲାଭ ପାଉନାହାନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri