ସମ୍ବଲପୁର

ତୀରନ୍ଦାଜୀରେ ଯୁଯୁମୁରାର ଭଉଣୀଭାଇଙ୍କ ସଫଳତା

ସମ୍ବଲପୁର,୨୧। ୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ବିଶାଖାପଟନମଠାରେ ଆୟୋଜିତ ବାଳିକା ଓ ବାଳକ ତୀରନ୍ଦାଜୀ ପ୍ରତିଯୋଗିତାରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଭଉଣୀଭାଇଙ୍କ ସମେତ ୩ଜଣ ସଫଳତା ହାସଲ କରିଛନ୍ତି। ସେମାନେ ହେଲେ ରିକର୍ଭ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୭୭ ହାସଲ କରିଥିବା...

ରାସ୍ତାରୋକୋରୁ ଓହରିଲା ଭାଜପା, ଭାଙ୍ଗିଲା ଡିଭାଇଡର

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଛକରେ ପୋଲିସ ଅନୁମୋଦନକ୍ରମେ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତା ମଝିରେ କଂକ୍ରିଟ ଡିଭାଇଡର କରି ଛକ ରାସ୍ତା ବନ୍ଦ କରିଦିଆଯାଇଥିଲା। ଯାତ୍ରୀଙ୍କ ସମସ୍ୟାକୁ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ବିଜେଡି ପକ୍ଷରୁ ଏହାକୁ...

ପଥର ଖଣିରେ ଚାଲିଛି ବେଆଇନ ବ୍ଲାଷ୍ଟିଂ

ଜମନକିରା,୧୭ା୧(ଡି.ଏନ.ଏ.): ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ କୁଇଲାରିଯୋର ପଥର ଖଣିରେ ଗତ କିଛିମାସ ହେବ ବେଆଇନ ଭାବେ ପଥର ବ୍ଲାଷ୍ଟିଂ ଓ କ୍ରଶିଂ ଚାଲିଛି। ପ୍ରଶାସନ ଏ ଦିଗରେ ପଦକ୍ଷେପ ନ ନେଲେ ଅଞ୍ଚଳବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ...

ଜେଲରେ ଓକିଲଙ୍କୁ ଭେଟିଲେ ଓଲା ପ୍ରତିନିଧି

ସମ୍ବଲପୁର,୧୪।୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଘଟଣାରେ ୩୦ ଓକିଲଙ୍କ ସମେତ ୮ କିନ୍ନର ଓ ଜଣେ ସାଧାରଣ...

ମକର ସଂକ୍ରାନ୍ତିରେ କାଇଟ୍‌ ଫେଷ୍ଟିଭାଲ୍‌

ସମ୍ବଲପୁର,୧୩ା୧(ବ୍ୟୁରୋ) ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କାଇଟ୍‌ ଫେଷ୍ଟିଭାଲ୍‌ – ୨୦୨୩ ପାଳନ କରାଯିବ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏଥିରେ ସାମିଲ ହେବାକୁ ଖବରଦାତା ସମ୍ମିଳନୀରେ ଆୟୋଜକ ସମ୍ବଲପୁର ୟୁଥ୍‌ ଅନୁଷ୍ଠାନ ପକ୍ଷରୁ ନିବେଦନ କରାଯାଇଛି।...

ଷ୍ଟାଡିୟମ ସୁରକ୍ଷାରେ ବାଉଁଶ ବାଡ଼

ସମ୍ବଲପୁର,୧୩ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ରେ ସମ୍ବଲପୁର ଗସ୍ତରେ ଆସିଥିବାବେଳେ ବିଜୁ ଯୁବ ବାହିନୀ ସମାବେଶରେ ଯୋଗଦେଇ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଉନ୍ନତି ପାଇଁ ୩ କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ। ଇତିମଧ୍ୟରେ ୩ବର୍ଷ ବିତିଯାଇଥିଲେ ବି ଟଙ୍କା...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ପୂର୍ବବର୍ଷ ଅପେକ୍ଷା ୧ଲକ୍ଷରୁ ଅଧିକ ପକ୍ଷୀ ଆସିଥିବା ରିପୋର୍ଟରୁ ଜଣାପଡିଛି। ଗତବର୍ଷ...

ହୀରାକୁଦ ଜଳଭଣ୍ଡାରରେ ପକ୍ଷୀଗଣନା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ଅନୁକୂଳ ପାଗ ଯୋଗୁ ବିଶେଷଜ୍ଞ ଟିମ୍‌କୁ ପକ୍ଷୀଗଣନା କରିବା ସହଜ ହୋଇଥିଲା। ଜାନୁୟାରୀ ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ। ବିଗତବର୍ଷ ଅପେକ୍ଷା...

ଶିକାରୀଙ୍କ ବିଦ୍ୟୁତ୍‌ ଫାଶରେ ହାତୀ ମୃତ

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ହାତିବାରି-ବନ୍ଦେର ସଂରକ୍ଷିତ ଜଙ୍ଗଲରୁ ରବିବାର ସକାଳେ ଏକ ଦନ୍ତା ହାତୀର ମୃତହେଦ ଠାବ ହୋଇଥିଲା। ବନ ବିଭାଗ ହାତୀର ମୃତଦେହ ଜବତ କରିଥିଲା। ଖବରପାଇ ଘଟଣାସ୍ଥଳରେ ଭୁବନେଶ୍ୱରରୁ ଏସ୍‌ଟିଏଫ ଟିମ୍‌ ସହ ସମ୍ବଲପୁର...

ହୀରାକୁଦରେ ପକ୍ଷୀଗଣନା ଶେଷ

ସମ୍ବଲପୁର,୮ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ । ବିଗତ ବର୍ଷ ଅପେକ୍ଷା ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରକୁ ଅଧିକ ପକ୍ଷୀ ଆସିଥିବା ଆଶା କରାଯାଉଛି।...

ବାପାଙ୍କୁ ହତ୍ୟା ଅଭିଯୋଗ: ପୁଅ ଅଟକ

ସମ୍ବଲପୁର,୭ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ବାସୁପାଲି ଗ୍ରାମରେ ଶୁକ୍ରବାର ପୁଷ୍ପପୁନି ଦିନରେ ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁଅଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି...

ରୟତି ଜମି ଦଖଲ କରି ପଥର ଖନନ

ସମ୍ବଲପୁର,୬ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ଅଞ୍ଚଳରେ ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦଖଲ କରି ପଥର ଖନନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ତହସିଲ ଅନ୍ତର୍ଗତ ଜାମଟାଲ ଗ୍ରାମର ଚାଷୀ ବୃନ୍ଦାବନ ବଗର୍ତ୍ତିଙ୍କ ଅଭିଯୋଗକ୍ରମେ, ହାରିବାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri