ସମ୍ବଲପୁର

ଓଲଟିଲା ବସ୍‌, ୧୦ରୁ ଅଧିକ ଆହତ

ସମ୍ବଲପୁର,୫ା୨: ସମ୍ବଲପୁର ଜିଲା ଚାରମାଳ ଥାନା ଅନ୍ତର୍ଗତ ନୂଆପଡ଼ା ଛକ ବୁଲାଣି ନିକଟରେ ସୋମବାର ଭୋର୍‌ରୁ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ,...

ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବୋହୂ ଗୁରୁତର

କୁଚିଣ୍ଡା,୩ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ସୋଲବଗା (ଭଟାଗୁଡ଼ା)ଠାରେ ଶନିବାର ଶ୍ୱଶୁରଙ୍କ ଟାଙ୍ଗିଆ ଚୋଟରେ ବିଧବା ବୋହୂ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆକ୍ରମଣକାରୀ ଶ୍ବଶୁର ହେଉଛନ୍ତି ଆମତୁନି ବାର୍ଲା(୭୦) ଏବଂ ଆହତ...

ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କଲେ ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସିଛନ୍ତି। ସେଠାରେ ସେ ବସନ୍ତପୁରଠାରେ ନୂତନଭାବେ ନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତିି।ଏହା ସହ ଅନ୍ୟ ୧୮ଟି ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି...

ସମ୍ବଲପୁର ଆଇଆଇଏମ୍‌ରେ ପହଞ୍ଚିଲେ ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ଅପରାହ୍ନରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଲେ। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଥିଲେ। ପରେ ସେଠାରୁ ପ୍ରଧାନମନ୍ତ୍ରୀ ମୋଦି...

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ସେଠାରୁ ସେ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମ୍ବଲପୁର ଗସ୍ତ କରିବେ। ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ  ଆଇଆଇଏମ ସମ୍ବଲପୁରର...

ପ୍ରଧାନମନ୍ତ୍ରୀଙ୍କ ଜନସଭା ପାଇଁ ପୋଲିସ ପକ୍ଷରୁ ଦିଶା ନିର୍ଦ୍ଦେଶ ଜାରି

ସମ୍ବଲପୁର,୩ା୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ରେମେଡ ପଡିଆରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ଗ୍ୟାରେଣ୍ଟି ସମାବେଶ ଆୟୋଜିତ ହେବ। ଏଥିରେ ପଶ୍ଚିମ ଓଡିଶାର ୧୧ ଜିଲାର ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେବେ ଏତେ ସଂଖ୍ୟାରେ...

ଆଜି ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩ା୨(ପ୍ରମୋଦ ବହିଦାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତରେ ଆସି ବସନ୍ତପୁରଠାରେ ନୂତନ ଭାବେ ନିର୍ମିତ ଆଇଆଇଏମ୍‌ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ୍‌ ଉଦ୍‌ଘାଟନ କରିବେ। ଏହାସହ ୬୮ ହଜାର ୧୬୦ କୋଟି ବ୍ୟୟ ଅଟକଳରେ ପ୍ରାୟ ୭ ପ୍ରକଳ୍ପ...

ସମ୍ବଲପୁର ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପନ

ସମ୍ବଲପୁର,୨ା୨(ବି.ଶଙ୍କର)- ସମ୍ବଲପୁର ମହୋତ୍ସବ-୨୦୨୪ ସକାଶେ ଶୁଭସ୍ତମ୍ଭ ସ୍ଥାପନ ଓ ଭୂମି ପୂଜନ କାର୍ଯ୍ୟକ୍ରମ ଅଇଁଠାପାଲିି ପିଏଚ୍‌ଡି ପଡିଆ (ବିର୍ସା ମଇଦାନ)ଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୮ରୁ ୧୪ ତାରିଖ ପର୍ଯ୍ୟନ୍ତ ମହୋତ୍ସବ ହେବ। ପଣ୍ଡିତ ସଦାଶିବ ତ୍ରିପାଠୀଙ୍କ ପୌରୋହିତ୍ୟରେ ଭୂମିପୂଜା...

ନୂଆରୂପ ପାଇବ ସମ୍ବଲପୁର ରେଳ ଷ୍ଟେଶନ

ସମ୍ବଲପୁର,୨ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ଷ୍ଟେଶନର ରୂପାନ୍ତରଣ ପ୍ରକଳ୍ପ କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦିତ ହୋଇଛି। ଫେବୃଆରୀ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁର ଗସ୍ତ ଅବସରରେ ଏହାର ଶିଳାନ୍ୟାସ କରିବେ ବୋଲି ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ...

୭ ଭାଷାରେ ନିର୍ମାଣ ହେବ ଜୟ ମା’ ସମଲେଇ ସିନେମା

ସମ୍ବଲପୁର,୨ା୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମହିମା ସାରା ଦେଶରେ ପ୍ରଚାର କରିବା ପାଇଁ ଜୟ ମା’ ସମଲେଇ ନାମରେ ୭ଟି ଭାଷାରେ ଚଳଚ୍ଚିତ୍ର ନିର୍ମାଣ କରାଯିବ। ଏଥିପାଇଁ ଓଡ଼ିଶାର ୩ ପ୍ରତିଷ୍ଠିତ ଚଳଚ୍ଚିତ୍ର ପ୍ରଯୋଜନାକାରୀ...

ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଉ

ସମ୍ବଲପୁର,୧ା୨(ବି.ଶଙ୍କର): ସମ୍ବଲପୁରୀ ଲୋକଗୀତ ରଙ୍ଗବତୀ ବିଶ୍ୱର କୋଣ ଅନୁକୋଣରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହି ଗୀତ ସମ୍ବଲପୁର ସମେତ ରାଜ୍ୟ ଓ ଦେଶର ଗୌରବକୁ ବୃଦ୍ଧି କରିଛି। କିନ୍ତୁ ପରିତାପର ବିଷୟ ରଙ୍ଗବତୀ ଗୀତର ଗାୟକ ପଦ୍ମଶ୍ରୀ ଜିତେନ୍ଦ୍ର...

ଶୁଭଶ୍ରୀଙ୍କ ରାଜନୀତିରେ ପ୍ରବେଶ ନେଇ ଭାଜପାରେ କନ୍ଦଳ

ସମ୍ବଲପୁର,୩୦ା୧(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଝିଅ ଶୁଭଶ୍ରୀଙ୍କ ରାଜନୈତିକ ମଇଦାନରେ ପ୍ରବେଶକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଭାଜପା ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀ ଅନ୍ନପୂର୍ଣ୍ଣା ବାରିକ ସମ୍ବଲପୁର ବିଧାନସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri