ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୧୦।୪: ଆଇପିଏଲ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି ବିବେଚନା କରାଯାଏ। ସେ ଛକା ମାରି ଲକ୍ଷ୍ନୌ ସୁପରଜାଏଣ୍ଟସର ବିଜୟକୁ ସିଲ କରିଥିଲା।…
ପର୍ପଲ-ଅରେଞ୍ଜ୍ କ୍ୟାପ୍ ରେସ୍ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍ ପରେ…
ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି ରୋମାଞ୍ଚକର ମ୍ୟାଚରେ LSG ଶେଷ ବଲରେ KKRକୁ ୩ ଉଇକେଟରେ ପରାସ୍ତ କରିଥିଲା।…
IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ ଟେଷ୍ଟ ବିଜୟର ଶେଷ ଜୀବିତ ଖେଳାଳି ଥିଲେ। ଜଣେ କ୍ରିକେଟର ଭାବରେ ତାଙ୍କ…
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ବୈଭବ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)…
ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ
ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ ଅରୁଣ ଜେଟଲି ଷ୍ଟାଡିୟମରେ ଏପରି କିଛି ଘଟିଥିଲା, ଯେଉଁଠାରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ…
ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକ ହାସଲ କରି ଦଳକୁ ୨୧୦ ରନର ବିଶାଳ ସ୍କୋରରେ ପହଞ୍ଚାଇବାରେ ସାହାଯ୍ୟ…
ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍ଅପ୍! ଖୁବ୍ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା
ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍ଅପ୍ ହୋଇଯାଇଛି। ଉଭୟ ଖୁବ୍ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ଉଭୟଙ୍କ ପରିବାର ପକ୍ଷରୁ କିଛି କୁହାଯାଇ ନାହିଁି।…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍ କରିଥିଲେ । ଯେଉଁଥିରେ ଗୋଟିଏ ଚୌକା ଏବଂ ୫ଟି ଛକା ଥିଲା। ବର୍ତ୍ତମାନ…
ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା
ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି ଘଟିଥିଲା। ଏହି ବାମହାତୀ ବ୍ୟାଟସମ୍ୟାନ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୧୪ ବଲରେ ୩୯…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି। ଏହି ଖବର ପ୍ରକାଶ ପାଇବା ପରେ କ୍ରିକେଟ ଜଗତରେ ହଲଚଲ ସୃଷ୍ଟି ହୋଇଛି।…
ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…
ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ ଧୋଇ ହୋଇଯାଇଛି । ଏହି ମ୍ୟାଚ୍ ବାତିଲ ହେବା ପରେ, ଶ୍ରେୟସ ଆୟରଙ୍କ…
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର ଯଶପ୍ରୀତ୍ ବୁମ୍ରାଙ୍କ ନାମ ସ୍ଥାନ ପାଇଛି। ଟି୨୦ ବିଶ୍ୱକପ୍ରେ ଭଲ ପ୍ରଦର୍ଶନ ପାଇଁ…
Archives


