ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…
ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ ଅଫଗାନିସ୍ତାନ ବିପକ୍ଷ ଆଗାମୀ ଟି-୨୦ ସିରିଜ୍ରେ ତାଙ୍କୁ ଚୂଡ଼ାନ୍ତ ଏକାଦଶ (Playing 11)ରେ…
ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ
ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍। ଏହି ସିରିଜ୍ ପାଇଁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଭାରତୀୟ ଦଳ ପ୍ରସ୍ତୁତ ଥିବା ବେଳେ…
ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍ କରି ଚମକାଇଲେ, ଏଣିକି…
ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍ ଆଣ୍ଡ୍ ଫଲ୍’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ ଦର୍ଶକଙ୍କ ମଧ୍ୟରେ ଅଧିକ ଉତ୍ସାହ ଦେଖିବାକୁ ମିଳିଛି, କାରଣ ଭାରତୀୟ କ୍ରିକେଟ୍ ଦଳର…
ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ତେବେ ସିରିଜ ଆରମ୍ଭ ପୂର୍ବରୁ ସାମ୍ନାକୁ ଆସିଛି ଏକ ରୋଚକ…
ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ
ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନ୍କୁ ନେଇ ଚର୍ଚ୍ଚା ବଢ଼ିଛି। ବିଶେଷକରି ବୈଭବ ସୂର୍ଯ୍ୟବଂଶୀ ଭାରତୀୟ…
DRS କ୍ରେଡିଟ୍ ଚୋରି ଅଭିଯୋଗ ଆଣିଲେ ଇଶାନ୍, ବୈଭବଙ୍କ ଜବାବରେ ଚୁପ୍ ହୋଇଗଲେ କ୍ୟାପଟେନ୍!
ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ସାମିଲ ଥିଲେ। ବ୍ୟାଟିଂ ପାଇଁ ପୂର୍ବରୁ ଚର୍ଚ୍ଚିତ ହୋଇଥିବା ବୈଭବ ଏଥର…
ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର
ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ ପାଇଁ ନିଜର ଅନ୍ତର୍ଜାତୀୟ ଡେବ୍ୟୁ କରିସାରିଛନ୍ତି। କିନ୍ତୁ ଆଫଗାନିସ୍ତାନ ବିପକ୍ଷ ସିରିଜରେ ତାଙ୍କ…
ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍ଇଣ୍ଡିଆକୁ କନ୍ଦାଇଥିଲେ…
ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଏହି ଚୟନ ପ୍ରକ୍ରିୟା ଭୋଟିଂ ମାଧ୍ୟମରେ କରାଯାଉଛି। କାରଣ ଆଇସିସି ପ୍ରଶଂସକମାନଙ୍କ ପାଇଁ…
କମାଲ୍ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍ ନେଇ ରଚିଲେ ଇତିହାସ
ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର ବ୍ୟାଟରମାନଙ୍କୁ ନିଜ ସ୍ପିନ ଜାଲରେ ଏପରି ଭାବେ ଫସାଇଥିଲେ ଯେ ଖେଳ ମାତ୍ର…
ଟେଷ୍ଟ କ୍ରିକେଟ୍ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ
ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ କରିଛନ୍ତି। ପାକିସ୍ତାନର ଦ୍ୱିତୀୟ ଇନିଂସରେ ଅବଦୁଲ୍ଲା ଶଫିକଙ୍କ କ୍ୟାଚ ଧରି ରୁଟ ନିଜ…
ଦୁଲୀପ ଟ୍ରଫିରେ ଇଶାନ କିଶନଙ୍କ ଦଳ ଇଷ୍ଟ ଜୋନ ମାଲାମାଲ: ହାରିକି ବି ସାଉଥ ଜୋନ୍ ଉପରେ ଟଙ୍କା ବର୍ଷା, ଜାଣନ୍ତୁ କାହାକୁ ମିଳିଲା କେତେ…
ନୂଆଦିଲ୍ଲୀ , ୧୧।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହୋଇଥିଲେ ମଧ୍ୟ ପ୍ରଥମ ଇନିଂସ୍ରେ ବଡ଼ ଅଗ୍ରଣୀ ଯୋଗୁ ଇଷ୍ଟ ଜୋନ ଚାମ୍ପିଅନ ହୋଇଛି। ଫାଇନାଲରେ ଇଷ୍ଟ ଜୋନ ପ୍ରଥମ ଇନିଂସରେ ସାଉଥ ଜୋନ ବିପକ୍ଷରେ ୩୭୨…
ମ୍ୟାଚ ଜିତିବା ପରେ ଖୁସିରେ ଗଦ୍ଗଦ୍ ହୋଇଗଲେ ବୈଭବ, ଶାମିଙ୍କୁ ଦେଲେ ବଡ଼ ଉପହାର: ଦେଖିକି ଭାବପୂର୍ଣ୍ଣ ହୋଇଗଲେ…
ନୂଆଦିଲ୍ଲୀ , ୧୧।୯: ମ୍ୟାଚ ଜିତିବା ପରେ ପଡ଼ିଆରେ ହେଉଥିବା ସେଲିବ୍ରେଶନ ଯେତିକି ଖାସ, ତାଠାରୁ ଅଧିକ ସ୍ମରଣୀୟ ହୋଇଥାଏ ଡ୍ରେସିଂ ରୁମ୍ର ଖୁସିର ମୁହୂର୍ତ୍ତ। ଦୀର୍ଘ ୧୩ ବର୍ଷ ପରେ ଦୁଲୀପ ଟ୍ରଫି ଟାଇଟଲ ଜିତିବା ପରେ ଇଷ୍ଟ ଜୋନ…

