ଖେଳ

ପ୍ରଶଂସକଙ୍କ ପାଇଁ ଖୁସି ଖବର: ଦଳକୁ ଖୁବ୍‌ଶୀଘ୍ର ଫେରିବେ ରାହୁଲ

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଖୁସି ଖବର ଆସିଛି। ଦଳର ଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଦଳକୁ ଖବଶୀଘ୍ର ଫେରିବାକୁ ପ୍ରସ୍ତୁତ ହେଉଛନ୍ତି।…

3 years ago

ବିଶ୍ୱର ଦ୍ୱିତୀୟ ବୃହତ ଖେଳ ପାଲଟିଲା ଆଇପିଏଲ୍‌ 

ନୂଆଦିଲ୍ଲୀ,୧୧।୭: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଏଣ୍ଟରପ୍ରାଇଜ୍‌ ମୂଲ୍ୟ ପ୍ରାୟ ୧.୩ ଲକ୍ଷ କୋଟି ହୋଇଛି। ଏଥିସହ ବ୍ରାଣ୍ଡ ମୂଲ୍ୟ ୨୬,୬୦୦ କୋଟି ଟଙ୍କାରେ ପହଞ୍ଚିଛି। ଫଳରେ ଆଇପିଏଲ୍‌…

3 years ago

ଦିନିକିଆ ବିଶ୍ୱକପ ୨୦୨୩: ଇଡେନ ଗାର୍ଡେନ୍ସରେ ଖେଳାଯିବାକୁ ଥିବା ସେମିଫାଇନାଲର ଟିକେଟ୍‌ ମୂଲ୍ୟ କେତେ ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୭: ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ ୨୦୨୩ ମ୍ୟାଚର ଟିକେଟ୍‌ ମୂଲ୍ୟକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ଏହି ଅପେକ୍ଷାର ସମାପ୍ତ ଘଟିଛି।…

3 years ago

ନିଆରା ରେକର୍ଡ: ପିତାଙ୍କ ପରେ ପୁଅ ବିପକ୍ଷରେ ଖେଳିବେ କୋହଲି

ଡୋମିନିକା,୧୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଜୁଲାଇ ୧୨ରେ ଡୋମିନିକାରେ ଆରମ୍ଭ ହେବ। ଏହି ସିରିଜରେ ସମସ୍ତଙ୍କ…

3 years ago

ରୋହିତ ଶର୍ମାଙ୍କ ସମର୍ଥନରେ ବାହାରିଲେ ହରଭଜନ

ନୂଆଦିଲ୍ଲୀ,୧୧।୭: ଭାରତୀୟ ମହାନ ଅଧିନାୟକ ସୁନୀଲ ଗାଭାସ୍କରଙ୍କ ସମେତ  ପୂର୍ବତନ କ୍ରିକେଟର ରୋହିତ ଶର୍ମାଙ୍କ ଅଧିନାୟକତ୍ୱକୁ ସମାଲୋଚନା କରିଛନ୍ତି। କିନ୍ତୁ ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂ…

3 years ago

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଅନେକ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୧୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଜୁଲାଇ ୧୨ରୁ ଆରମ୍ଭ ହେବ। ଏହି ଗସ୍ତରେ ଦୁଇଟି ଟେଷ୍ଟ ବ୍ୟତୀତ…

3 years ago

ଫାଓ ଲିଗ୍‌: କିଶୋର କ୍ଲବ ବିଜୟୀ

କଟକ, ୧୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଓ ଲିଗର ସୋମବାର ଖେଳାଯାଇଥିବା ଏକ ମ୍ୟାଚରେ କିଶୋର କ୍ଲବ ୩-୧ ଗୋଲରେ ଚାନ୍ଦ କ୍ଲବକୁ ପରାସ୍ତ କରିଛି।…

3 years ago

ଉତ୍ତରାଞ୍ଚଳର ନେତୃତ୍ୱ ନେବେ ନୀତୀଶ

ନୂଆଦିଲ୍ଲୀ, ୧୧ା୭ : ପୁଡୁଚେରୀରେ ଦେଓଧର ଟ୍ରଫି ଜୁଲାଇ ୨୪ରୁ ଆରମ୍ଭ ହେବ। ଏଥିରେ ଦିଲ୍ଲୀର ବାମହାତୀ ବ୍ୟାଟର ନୀତୀଶ ରାଣା ଉତ୍ତରାଞ୍ଚଳ ଦଳର ନେତୃତ୍ୱ ନେବେ।…

3 years ago

ଅଲିମ୍ପିକ କ୍ୱାଲିଫାୟର୍ସ ଆୟୋଜନ କରିବ ପାକିସ୍ତାନ

କରାଚୀ, ୧୧ା୭: ପାକିସ୍ତାନ ପ୍ରାୟ ୧୯ବର୍ଷ ବ୍ୟବଧାନରେ ଏକ ଅନ୍ତର୍ଜାତୀୟ ହକି ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ଆସନ୍ତାବର୍ଷ ପ୍ରଥମ ଭାଗରେ ଅଲିମ୍ପିକ କ୍ୱାଲିଫାଇଂ ରାଉଣ୍ଡ ଆୟୋଜନ…

3 years ago

ନଟ୍‌ ୟେଟ୍‌ ଏଫ୍‌ସି ଚାମ୍ପିୟନ୍‌

ଭୁବନେଶ୍ୱର, ୧୧।୭(ସରୋଜ ଜେନା): ଓଡ଼ିଶା ଫୁଟ୍‌ବଲ୍‌ କ୍ଲବ(ଓଏଫ୍‌ସି) ପକ୍ଷରୁ ଆୟୋଜିତ ସିକ୍ସ ଏ ସାଇଡ୍‌ ଫୁଟସାଲ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ନଟ୍‌ ୟେଟ୍‌ ଏଫ୍‌ସି।…

3 years ago