ନୂଆଦିଲ୍ଲୀ,୧୪।୯: ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶହିଦ ଆଫ୍ରିଦି ଭାରତୀୟ କ୍ରିକେଟର୍ ବିରାଟ କୋହଲିଙ୍କୁ ଅନ୍ତର୍ଜାତୀୟ କ୍ରିକେଟର୍ରୁ ଅବସର ନେବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ବିରାଟ କେବଳ…
ଦୁବାଇ,୧୪।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟର ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ କରିଛି। ଏଥିରେ ଭାରତ ସିମର ରେଣୁକା ସିଂ ୫ ସ୍ଥାନ ପଦୋନ୍ନତି…
ନୂଆଦିଲ୍ଲୀ,୧୪।୯: ଟି୨୦ ବିଶ୍ୱକପ୍ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ। ସେପ୍ଟେମ୍ବର ୨୦ରୁ ଏହି ସିରିଜ ଆରମ୍ଭ ହେବ। ତେବେ ଏହା ପୂର୍ବରୁ ଅଷ୍ଟ୍ରେଲିଆ…
ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ପାକିସ୍ତାନୀ କ୍ରିକେଟର ନସିମ ଶାହାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର…
ନୂଆଦିଲ୍ଳୀ,୧୪ା୯(ପି.ଟି.): ବିସିସିଆଇ ପକ୍ଷରୁ ଦାଖଲ କରାଯାଇଥିବା ପିଟିସନ୍ ଉପରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ବିସିସିଆଇ କାର୍ଯ୍ୟକର୍ତ୍ତାଙ୍କ ଦାୟିତ୍ୱ ଅବଧି ବୃଦ୍ଧି କରିବା ଉପରେ ଶୁଣାଣି କରିବା ସହିତ…
ନୂଆଦିଲ୍ଳୀ,୧୪ା୯(ପି.ଟି.): ଏସିଆ କପ ଟି ୨୦ କ୍ରିକେଟ ଟୁର୍ନାମେଣ୍ଟରେ ଭାରତୀୟ ଦଳ ଅତ୍ୟନ୍ତ ଦୟନୀୟ ପ୍ରଦର୍ଶନ ସହିତ ସୁପର-୪ ପର୍ଯ୍ୟାୟରୁ ବିଦାୟ ନେଇଥିଲା। ଭାରତୀୟ ଦଳର ଏହି…
ଭୁବନେଶ୍ୱର, ୧୪ା୯(କ୍ରୀଡ଼ା ପ୍ରତିନିଧି): ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଆନୁକୂଲ୍ୟରେ କଟକରେ ଚାଲିଥିବା ସୁପର କପ୍ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ତୃତୀୟ କ୍ୱାର୍ଟର ଫାଇନାଲରେ…
ଭୁବନେଶ୍ୱର, ୧୪ା୯(କ୍ରୀଡ଼ା ପ୍ରତିନିଧି): ଅକ୍ଟୋବର ୧୧ରୁ ୩୦ ପର୍ଯ୍ୟନ୍ତ ଭାରତର ୩ଟି ଭେନ୍ୟୁରେ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ ଅନୁଷ୍ଠିତ ହେବ। ଭାଗ ନେବାକୁ…
ଲାହୋର,୧୩।୯: ଭାରତ ବନାମ ପାକିସ୍ତାନ ମ୍ୟାଚ୍ରେ ହାତରେ ତ୍ରିରଙ୍ଗା ଧରିଥିଲେ ଶାହିଦ ଆଫ୍ରିଦିଙ୍କ ଝିଅ। ଏନେଇ ଏହି ପାକିସ୍ତାନର ପୂର୍ବତନ ଅଧିନାୟକ ଲାଇଭ୍ ଟିଭିରେ କହିଛନ୍ତି। ଏସିଆ…
ନୂଆଦିଲ୍ଲୀ,୧୩।୯: ଦୀର୍ଘ ଏକ ମାସର ବିଶ୍ରାମ ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ନିକଟରେ ଖେଳାଯାଇଥିବା ଏସିଆ କପ୍ ଟୁର୍ନାମେଣ୍ଟରେ…