ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍ରେ ଶନିବାରଠାରୁ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨ ଆରମ୍ଭ ହେବ। ଏଥିରେ…
ଦୋହା,୧୮ା୧୧: କାତାର ବିଶ୍ୱକପ୍ ରବିବାର ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ଏକ ବଡ଼ ଘୋଷଣା କରାଯାଇଛି। ଷ୍ଟାଡିୟମରେ ବିୟର ବିକ୍ରି ହେବ ନାହିଁ ବୋଲି ବିଶ୍ୱ…
ନୂଆଦିଲ୍ଲୀ,୧୮।୧୧: ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍ରେ ଲମ୍ବା ଡିଆଁ ମାରିଛନ୍ତି ଭାରତୀୟ ଦଳର ଦ୍ରୁତ ବୋଲର୍ ଅର୍ଶଦୀପ ସିଂହ। ୨୦୨୨ ବିଶ୍ୱକପ୍ରେ ସେ ନିଜ ବୋଲିଂରେ ବେଶ ପ୍ରଭାବିତ…
ନୂଆଦିଲ୍ଲୀ,୧୮।୧୧: ୬ ଥର ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନ ତଥା ଅଲିମ୍ପିକ ବିଜେତା ଏମ୍ସି ମେରି କମ୍ ଭାରତୀୟ ଅଲିମ୍ପିକ ସଂଘ (ଆଇଓଏ)ର ଆଥେଲେଟ୍ସ କମିଶନର ଅଧ୍ୟକ୍ଷ…
ନୂଆଦିଲ୍ଲୀ,୧୮।୧୧: ଟି୨୦ ବିଶ୍ୱକପ୍ରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳରେ ପରିବର୍ତ୍ତନ କରାଯାଉ ବୋଲି ଚର୍ଚ୍ଚା ହେଉଛି। ବିଶେଷକରି ଟି୨୦ ଫର୍ମାଟରେ ଦଳରେ ନୂଆ ଅଧିନାୟକ ନିଯୁକ୍ତିକୁ…
ଦେଖିବାକୁ ମିଳୁଛି କ୍ରୀଡ଼ା ଆସୋସିଏଶନଗୁଡ଼ିକରେ ରାଜନୈତିକ ଦଳ ପରି ଲଢ଼େଇ ଚାଲିଛି। ଆସୋସିଏଶନଗୁଡ଼ିକରେ ରାଜନୈତିକ ଦଳର ନେତାମାନେ ହସ୍ତକ୍ଷେପ କରୁଛନ୍ତି। କିନ୍ତୁ ଲୋଧା କମିଶନ କିଛି ନିୟମାବଳୀ…
ଫୁଟବଲ ଖେଳର ଆବେଗ ମାନବଜାତିକୁ କୈଶୋର ଅବସ୍ଥାରୁ ମୃତ୍ୟୁ ପର୍ଯ୍ୟନ୍ତ ଆବଦ୍ଧ କରି ରଖିବାରେ ସକ୍ଷମ ହୋଇଛି। ଊନବିଂଶ ଶତାବ୍ଦୀର ଷଷ୍ଠ ଦଶକରୁ ଆଜି ପର୍ଯ୍ୟନ୍ତ ଫୁଟବଲ…
ୱେଲିଂଟନ,୧୮।୧୧: ୱେଲିଂଟନରେ ପ୍ରବଳ ବର୍ଷା ହେତୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ବାତିଲ କରାଯାଇଛି। ବର୍ଷା ଯୋଗୁ ଟସ ମଧ୍ୟ ପଡିପାରି ନ ଥିଲା।…
ଓ୍ବେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଓ୍ବେଲିଂଟନରେ ଉଭୟ ଦଳ ମୁହାଁମୁହିଁ ହେବେ। ଟି-୨୦ ବିଶ୍ୱକପରେ…
କାନବେରା,୧୮ା୧୧(ପି.ଟି): ସର୍ବିଆର ନୋଭାକ୍ ଜୋକୋଭିଚଙ୍କୁ ମିଳିଛି ଅଷ୍ଟ୍ରେଲିଆ ଭିଜା। ଗୁରୁବାର ଏହି ସୂଚନା ମିଳିବା ସହିତ ସେ ଆସନ୍ତା ବର୍ଷର ଅଷ୍ଟ୍ରେଲିଆନ ଓପନରେ ଅଂଶଗ୍ରହଣ କରିବା ଆପାତତଃ…