ଖେଳ

୪୮,୩୯୦ କୋଟି ଟଙ୍କାରେ ବିକ୍ରି ହେଲା ଆଇପିଏଲ୍‌ ମିଡିଆ ରାଇଟ୍‌

ନୂଆଦିଲ୍ଲୀ,୧୪।୬: ଆଗାମୀ ୫ ବର୍ଷ ଲାଗି ଆଇପିଏଲ୍‌ର ପ୍ରସାରଣ ଅଧିକାର ନିଲାମ ପ୍ରକ୍ରିୟା ମଙ୍ଗଳବାର ଶେଷ ହୋଇଛି। ଭାରତରେ ଟିଭି ଓ ଡିଜିଟାଲ ସମେତ ପୂରା ଆଇପିଏଲ…

4 years ago

ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍‌ର ଟାର୍ଗେଟ୍‌

ବିଶାଖାପଟନମ୍‌,୧୪।୬: ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ୧୮୦ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଟସ୍‌ରେ ହାରିବା ପରେ ଟିମ୍‌…

4 years ago

ପୁଣି ଟସ୍‌ ହାରିଲେ ପନ୍ତ, ଚୂଡ଼ାନ୍ତ ଏକାଦଶରେ ପରିବର୍ତ୍ତନ ନାହିଁ…

ବିଶାଖାପଟନମ୍‌,୧୪।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ବି ଭାରତ ଅଧିନାୟକ ଋଷଭ ପନ୍ତ ଟସ୍‌ ହାରିଛନ୍ତି। ପୂର୍ବରୁ ଦୁଇ ମ୍ୟାଚ୍‌ରେ ମଧ୍ୟ ସେ ଟସ୍‌ ହାରିଥିଲେ।…

4 years ago

ଆଜି ଗୁରୁତ୍ୱପୂର୍ଣ୍ଣ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ଖେଳାଯିବ। ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍‌…

4 years ago

ପୂର୍ବତନ କ୍ରିକେଟରଙ୍କ ବଢ଼ିଲା ପେନ୍‌ସନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପୂର୍ବତନ କ୍ରିକେଟର (ମହିଳା ଓ ପୁରୁଷ) ଏବଂ ଅମ୍ପାୟରଙ୍କ ପେନ୍‌ସନ ବୃଦ୍ଧି କରିଛି। ଯେଉଁ ପ୍ରଥମ ଶ୍ରେଣୀ କ୍ରିକେଟରମାନେ ମାସକୁ…

4 years ago

ଇତିହାସ ରଚିଲେ ଜେମ୍ସ ଆଣ୍ଡରସନ୍‌: ୧୪୫ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ନଟିଂହାମ,୧୪।୬: ଇଂଲଣ୍ଡର ତାରକା ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ଦୁନିଆର ପ୍ରଥମ ଦ୍ରୁତ…

4 years ago

ଭାରତ ପାଇଁ ‘କର ବା ମର’ ମ୍ୟାଚ୍‌

ବିଶାଖାପଟନମ୍‌,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ବିଶାଖାପଟନମ୍‌ରେ ଖେଳାଯିବ। ଆଜି ଅର୍ଥାତ୍‌ ମଙ୍ଗଳବାର ଅନୁଷ୍ଠିତ ହେବାକୁ…

4 years ago

ବାରବାଟୀରେ ହାରିଲା ଟିମ୍‌ ଇଣ୍ଡିଆ

କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ଟିମ୍‌ ଇଣ୍ଡିଆକୁ ହରାଇ ଦେଇଛି। ଏହି ବିଜୟ…

4 years ago

ବାରବାଟୀରେ ୧୪୮ ରନ୍‌ରେ ଅଟକିଲା ଭାରତ

କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା…

4 years ago

ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ଗାଙ୍ଗୁଲି ମ୍ୟାଚ୍‌ ପୂର୍ବରୁ…

4 years ago