ଖେଳ

କ୍ୟାପଟେନ ବଦଳାଇଲା ନାହିଁ କ୍ୟାପିଟାଲ୍ସ

ଦୁବାଇ,୧୬।୯: ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ନେତୃତ୍ୱ ନେବେ। ଏ ନେଇ ଗୁରୁବାର ଫ୍ରାଞ୍ଚାଇଜ ପକ୍ଷରୁ…

4 years ago

ଅଧିନାୟକ ପଦ ଛାଡ଼ିବେ କୋହଲି

ନୂଆଦିଲ୍ଲୀ,୧୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପରେ ସେ ଟି୨୦ ଫର୍ମାଟର ଅଧିନାୟକ ପଦରୁ ଇସ୍ତଫା…

4 years ago

ପୁରୁଣା ଫର୍ମକୁ ଆସିଲେ ଶହେ କ’ଣ, ୩୦୦ରନ୍‌ କରିଦେବେ କୋହଲି: କପିଲ ଦେବ

ନୂଆଦିଲ୍ଲୀ,୧୬।୯: ଦୀର୍ଘ ସମୟ ଧରି ଶତକ ମାରିନାହାନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଇଂଲଣ୍ଡ ଗସ୍ତ ବେଳେ ସେ ଭଲ ବ୍ୟାଟିଂ କରିଥିଲେ ହେଁ ଶତକ କରିପାରିନଥିଲେ।…

4 years ago

ପାକିସ୍ତାନ ବୋଲର୍‌ଙ୍କ ବୟାନବାଜି: ଟି-୨୦ ବିଶ୍ୱକପ୍‌ରେ ଆମେ ଭାରତକୁ ଏଭଳି ହରାଇବାକୁ ଚାହୁଁଛୁ

ନୂଆଦିଲ୍ଲୀ,୧୬।୯: ଅନ୍ତର୍ଜାତୀୟ ମୁକାବିଲା ପୂର୍ବରୁ ପାକିସ୍ତାନ ଟିମ୍‌ର ଖେଳାଳିମାନେ ବୟାନବାଜି କରିଥାନ୍ତି। ହେଲେ ଦିନିକିଆ କିମ୍ବା ଟି-୨୦ ବିଶ୍ୱକପ୍‌ରେ ସେମାନେ ଭାରତକୁ ପରାସ୍ତ କରିପାରିନାହାନ୍ତି। ଏପରିକି ଅଭ୍ୟାସ…

4 years ago

ଆଇପିଏଲ୍‌ରେ ଏହି ‘ବିରାଟ’ କାରନାମା କରିବେ କୋହଲି; ଏବେ ଯାଏ ଧୋନୀ-ରୋହିତ-ରାଇନା-କାର୍ତ୍ତିକ ହିଁ…

ନୂଆଦିଲ୍ଲୀ,୧୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ବିରାଟ କୋହଲି ଆଇପିଏଲ୍‌ର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌। ସେ ଆଇପିଏଲ୍‌ ପ୍ରଥମ ସିଜିନରୁ ଆର୍‌ସିବି ସହ ଜଡ଼ିତ ଅଛନ୍ତି। ଲଗାତାର…

4 years ago

ଶ୍ରୀଲଙ୍କାକୁ ଲାଗିପାରେ ବଡ଼ ଝଟକା: ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବାଦ୍‌ ପଡ଼ିପାରେ ଏହି ପ୍ରମୁଖ କ୍ରିକେଟର୍‌

ନୂଆଦିଲ୍ଲୀ, ୧୬।୯: ଆଗାମୀ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିପାରେ। କାରଣ ଦଳର ପ୍ରମୁଖ ଖେଳାଳି କୁଶଲ ପେରେରା ଆହତ ହୋଇଛନ୍ତି।…

4 years ago

ହାଇଦ୍ରାବାଦ୍‌ ଦଳରେ ଟେଷ୍ଟ ସ୍ପେଶାଲିଷ୍ଟ

ହାଇଦ୍ରାବାଦ୍‌,୧୫।୯: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରି ଆଗାମୀ ଘରୋଇ ସିଜନରେ ହାଇଦ୍ରାବାଦ୍‌ ପାଇଁ ଖେଳିବେ। ଏଥି ପୂର୍ବରୁ ୫ ବର୍ଷ ଧରି ସେ ହାଇଦ୍ରାବାଦ ଛାଡ଼ି…

4 years ago

ବାଦ୍‌ ପଡ଼ିଲେ ମନିକା

ନୂଆଦିଲ୍ଲୀ,୧୫।୯: ଦୋହାରେ ସେପ୍ଟେମ୍ବର ୨୮ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆନ୍‌ ଟେବୁଲ ଟେନିସ ଚାମ୍ପିୟନଶିପରୁ ବାଦ୍‌ ପଡ଼ିଛନ୍ତି ଭାରତର ମନିକା ବାତ୍ରା। ରାଷ୍ଟ୍ରୀୟ ଶିବିରରେ ଯୋଗ ଦେଇନଥିବାରୁ…

4 years ago

କୋହଲିଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୫।୯: ଆଇସିସି ସର୍ବଶେଷ ଟି -୨୦ ମାନ୍ୟତା ପ୍ରକାଶ କରିଛି। ଦକ୍ଷିଣ ଆଫ୍ରିକା-ଶ୍ରୀଲଙ୍କା ଏବଂ ବାଂଲାଦେଶ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି -୨୦ ସିରିଜ ପରେ ଏହି ର଼୍ୟାଙ୍କିଙ୍ଗରେ ବଡ଼…

4 years ago

ତେନ୍ଦୁଲକର ଆଉଟ୍‌ ହେବା ପରେ ‘ଦେବଦାସ’ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ

ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନାଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍‌ ଅନେକ ଫାଇନାଲ ହାରିବା ପରେ…

4 years ago