ନୂଆଦିଲ୍ଲୀ, ୮।୯: ଭାରତୀୟ ଓପନର ଶୀଖର ଧାଓ୍ବନ ତାଙ୍କ ପତ୍ନୀ ଆୟେଶା ମୁଖାର୍ଜୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ୮ ବର୍ଷର ବିବାହ ସମ୍ପର୍କ ଶେଷ ହୋଇଥିବା ସୂଚନା ଦେଇଛନ୍ତି…
ଲଣ୍ଡନ,୭।୯: ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ସମ୍ଭବତଃ ଟି୨୦ ବିଶ୍ୱକପ୍ ଅଭିଯାନର ଅଂଶବିଶେଷ ହୋଇପାରିବେ ନାହିଁ। କାରଣ ଅଲରାଉଣ୍ଡରଙ୍କ ବ୍ୟକ୍ତିଗତ ନିଷ୍ପତ୍ତିକୁ ଆଗ୍ରାଧ୍ୟକାର ଦେଉଥିବା କହିଛନ୍ତି…
ଲଣ୍ଡନ,୭।୯: ଇଂଲଣ୍ଡ ବିପକ୍ଷରେ ଖେଳୁଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ର ଚତୁର୍ଥ ମୁକାବିଲା ଜିତି ୨-୧ରେ ଅଗ୍ରଣୀ ହାସଲ କରିଛି ଭାରତ। ସିରିଜର ପଞ୍ଚମ ତଥା…
ନୂଆଦିଲ୍ଲୀ,୭।୯: ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ପ୍ରଶଂସିତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଉଭୟ ଇନିଂସରେ ସେ…
ମାଞ୍ଚେଷ୍ଟର,୭।୯: ଓଭାଲ ଟେଷ୍ଟରେ ପରାଜୟ ପରେ ଓଲ୍ଡ ଟ୍ରାଫର୍ଡଠାରେ ଖେଳାଯିବାକୁ ଥିବା ୫ମ ତଥା ଅନ୍ତିମ ଟେଷ୍ଟ ଲାଗି ଇଂଲଣ୍ଡ ଦଳ ଦଳରେ ବଡ଼ ପରିବର୍ତ୍ତନ କରିଛି। …
ନୂଆଦିଲ୍ଲୀ,୭।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ପଞ୍ଚମ ଦିନରେ ଟିମ୍ ଇଣ୍ଡିଆ ଓପନର୍ ରୋହିତ ଶର୍ମା ଫିଲ୍ଡିଂ କରି ନ ଥିଲେ। କାରଣ ବ୍ୟାଟିଂ କରୁଥିବା ସମୟରେ…
ଓଭାଲ,୭।୯: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ରବି ଶାସ୍ତ୍ରୀଙ୍କ ଉପରେ ବିସିସିଆଇ ରାଗିଛି। ନିକଟରେ କୋହଲି ଶାସ୍ତ୍ରୀଙ୍କ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମକୁ ମଧ୍ୟ ଯାଇଥିଲେ।…
ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍କୋର୍ଟ(ଏସ୍ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା…
ଓଭାଲ୍,୭।୯: ଓଭାଲ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୭ ରନ୍ରେ ପରାସ୍ତ କରିଛି। ଖେଳର ପଞ୍ଚମ ଦିନରେ ଭାରତୀୟ ବୋଲରମାନେ ଓଭାଲ ପିଚରେ ଚମତ୍କାର ବୋଲିଂ କରି ଜୋ…
ଓଭାଲ୍,୭।୯:ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ୧୫୭ ରନ୍ରେ ପରାସ୍ତ କରି ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍କୁ ୨-୧ରେ ଆଗୁଆ ରହିଛି। ଏହି ବିଜୟ…