ଖେଳ

ପନ୍ତଙ୍କୁ ଓପନିଂ ପଠାଇବାର କାରଣ କହିଲେ ରୋହିତ

ଅହମ୍ମଦାବାଦ,୧୦।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ପାଇଁ ରୋହିତ ଶର୍ମାଙ୍କ ସହ ଓପନିଂ କରିବାକୁ ଓହ୍ଲାଇଥିଲେ ରିଷଭ ପନ୍ତ। ଟିମ୍‌ ମ୍ୟାନେଜମେଣ୍ଟର ଏଭଳି ନିଷ୍ପତ୍ତି ସଭିଙ୍କୁ…

5 years ago

‘ଧୋନୀ କିମ୍ବା କୋହଲିଙ୍କଠାରୁ ଇଣ୍ଡିଆ କ୍ୟାପ୍‌ ପାଇବା ସ୍ବପ୍ନ ଥିଲା’

ଅହମ୍ମଦାବାଦ,୧୦।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାଇଁ ପଦାର୍ପଣ କରିଥିଲେ ଅଲରାଉଣ୍ଡର ଦୀପକ ହୁଡା। ତାଙ୍କୁ ଇଣ୍ଡିଆ କ୍ୟାପ ପ୍ରଦାନ କରିଥିଲେ କିମ୍ବଦନ୍ତୀ…

5 years ago

‘ପୁଷ୍ପା’ ଗୀତରେ ନାଚିଲେ କୋହଲି, ଦେଖନ୍ତୁ ଭିଡିଓ

ଅହମଦାବାଦ୍‌,୧୦।୨: ଘରୋଇ ମାଟିରେ ଆଉ ଏକ ସିରିଜ କବଜା କରିଛି ଭାରତୀୟ ଦଳ। ଅହମଦାବାଦ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ୪୪ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି।…

5 years ago

ଦୁର୍ଘଟଣାରେ ଭାଙ୍ଗି ଯାଇଥିଲା ମୁଣ୍ଡର ୩୦ ହାଡ: ଏବେ ଅଲିମ୍ପିକ୍ସରେ ଜିତିଲେ ପଦକ

ବେଜିଂ,୧୦।୨: ଶୀତକାଳୀନ ଅଲିମ୍ପିକ୍ସରେ ପୁରୁଷ ଫ୍ରିଷ୍ଟାଇଲ ସ୍କିଙ୍ଗ ବିଗ୍‌ ଏୟାର ଇଭେଣ୍ଟରେ ଆମେରିକାର କଲବି ଷ୍ଟିଭେନ୍ସନ ରୌପ୍ୟ ପଦକ ଜିତିଛନ୍ତି। ୨୪ ବର୍ଷୀୟା ଅଲିମ୍ପିକ୍ସରେ ଖେଳିବା ଏବଂ…

5 years ago

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ମଧ୍ୟ ପ୍ରସ୍ତୁତି…

5 years ago

କୋହଲି ମାଲାମାଲ: ପାଇବେ ୧୨୫ ଗୁଣ ଅଧିକ ଟଙ୍କା

ନୂଆଦିଲ୍ଲୀ,୧୦।୨:ଆଇପିଏଲ୍‌ ୨୦୨୨ର ମେଗା ନିଲାମ ପାଇଁ ଗଣନା ଆରମ୍ଭ ହୋଇଛି। ଫେବୃଆରୀ ୧୨ ଏବଂ ୧୩ରେ, ବେଙ୍ଗାଲୁରୁରେ ବିସିସିଆଇ ଦ୍ୱାରା ନିଲାମ ଚାଲିଛି। ୧୫ଟି ଦେଶରୁ ମୋଟ…

5 years ago

ଇଡେନ୍‌ ଗାର୍ଡେନ୍ସ ନାମରେ ଝିଅ ନାଁ ରଖିଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର, କହିଲେ ଏମିତି

ନୂଆଦିଲ୍ଲୀ,୧୦।୨: ହୃଦୟ ଜିତିଛନ୍ତି ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ। ସେ ନିଜ ଝିଅଙ୍କ ନାମ ଐତିହାସିକ କ୍ରିକେଟ ମଇଦାନ ଇଡେନ ଗାର୍ଡେନ୍ସ ନାମରେ ରଖି…

5 years ago

ସିରିଜ କବ୍‌ଜା କଲା ଭାରତ

ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନ୍‌ରେ ପରାସ୍ତ କରିଛି । ଏହି ବିଜୟ ସହ…

5 years ago

ଟିମ୍‌ ଇଣ୍ଡିଆକୁ ୨୩୭ ରନ୍‌ରେ ରୋକି ଦେଲେ

ଅହମ୍ମଦାବାଦ,୯।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ୯ ଉଇକେଟ ହରାଇ ୨୩୭ ରନ୍‌ କରିବାକୁ ସକ୍ଷମ ହୋଇଛି। ଆମନ୍ତ୍ରଣ ପାଇ…

5 years ago

ଆଇପିଏଲ୍‌ ଅକ୍‌ଶନ ପୂର୍ବରୁ ବଡ଼ ଘୋଷଣା କଲା ବିସିସିଆଇ

ବାଙ୍ଗାଲୋର,୯।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୧୫ତମ ସଂସ୍କରଣ ଲାଗି ଅଷ୍ଟ୍ରେଲିଆ ଖେଳାଳିଙ୍କ ଉପଲବ୍ଧତା ଏବେ କିଛି କଣ୍ଡିଶନ ଉପରେ ନିର୍ଭର କରୁଛି। ସବୁଠୁ ଧନୀ ଲିଗ୍‌…

5 years ago