ଖେଳ

‘କୁମିନ୍ସଙ୍କୁ ନେତୃତ୍ୱ ଦେବାର ସମୟ ଆସିଯାଇଛି’

ମେଲବୋର୍ନ,୨୧।୧୧: ପେସର ପାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ନେତୃତ୍ୱ ଦେବାର ସମୟ ଆସିଯାଇଛି। ଏଭଳି କହିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ। ଶୁକ୍ରବାର…

5 years ago

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ କରିବାକୁ…

5 years ago

ଡେବ୍ୟୁ ଟେଷ୍ଟରେ ମୁଣ୍ଡରେ ଲାଗିଲା ବଲ୍‌: ହସ୍ପିଟାଲ୍‌ରେ ଏହି କ୍ରିକେଟର୍‌

ଗଲ,୨୧।୧୧: ୱେଷ୍ଟଇଣ୍ଡିଜ ଦଳ ୨ ଟେଷ୍ଟ ସିରିଜ ପାଇଁ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସିରିଜର ପ୍ରଥମ ଟେଷ୍ଟ ଦୁଇ ଦେଶ ମଧ୍ୟରେ ଆଜିଠାରୁ ଗଲରେ ଆରମ୍ଭ ହୋଇଛି…

5 years ago

ସମୁଦ୍ର ମଝିରେ ଗର୍ଲଫେଣ୍ଡଙ୍କୁ ମୁଦି ପିନ୍ଧାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୧।୧୧: ଟି -୨୦ ବିଶ୍ୱକପ ୨୦୨୧ ଶେଷ ହୋଇଛି। ଏହାର କିଛି ଦିନ ପରେ ଇଂଲଣ୍ଡ କ୍ରିକେଟର ସାମ ବିଲିଙ୍ଗସ ତାଙ୍କ ଗର୍ଲଫ୍ରେଣ୍ଡ ସାରା କେଣ୍ଟଲିଙ୍କ ସହ…

5 years ago

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେଉଁଠି, କେମିତି ଦେଖିବେ ମ୍ୟାଚ୍‌

କୋଲକତା,୨୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି କୋଲକତାରେ ଖେଳାଯିବ। ଭାରତୀୟ ଦଳ ତିନି ମ୍ୟାଚ ବିଶିଷ୍ଟ ସିରିଜ ଜିତିସାରିଛି। ଏବେ ସିରିଜ୍‌…

5 years ago

ସିନ୍‌ଙ୍କ ଚମତ୍କାର କାରନାମା: ମାତ୍ର ୩୬ ରନ୍‌ରେ ନେଲେ ୧୦ ଉଇକେଟ

କେପ୍‌ଟାଉନ୍‌,୨୧।୧୧: ଭାରତର ମହାନ ସ୍ପିନର୍‌ ଅନିଲ କୁମ୍ବଲେ ଟେଷ୍ଟ ମ୍ୟାଚ୍‌ର ଗୋଟିଏ ଇନିଂସରେ ୧୦ ଉଇକେଟ ନେଇଥିବା ସ୍ମୃତି ଆଜିବି ସମସ୍ତଙ୍କ ହୃଦୟରେ ସତେଜ ରହିଛି। ୧୯୯୯ରେ…

5 years ago

କ୍ରିକେଟର୍‌ ଟିମ୍‌ ପେନ୍‌ଙ୍କ ଖରାପ କାର୍ଯ୍ୟ ଦେଖି ମୁହଁ ଖୋଲିଲେ ସ୍ତ୍ରୀ

ସିଡନୀ,୨୨।୧୧: ଆଶେସ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆର ଉଇକେଟ କିପର ତଥା ପୂର୍ବତନ ଅଧିନାୟକ ଟିମ ପେନ୍‌ଙ୍କୁ ଝଟ୍‌କା ଲାଗିଛି। ପେନ୍‌ଙ୍କ ନାଁରେ ଜଣେ ଯୁବତୀଙ୍କୁ ତାଙ୍କ ଅଶ୍ଳୀଳ…

5 years ago

ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଡ୍ରାଭିଡ୍‌

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଐତିହାସିକ ଇଡେନ ଗାର୍ଡେନ ଷ୍ଟାଡିୟମରେ…

5 years ago

ଛକା ମାରିବାରୁ ବ୍ୟାଟରଙ୍କ ଉପରକୁ ଫୋପାଡ଼ିଲେ ବଲ

ଢାକା,୨୦।୧୧: ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ବାଂଲାଦେଶ ବ୍ୟାଟର ଅଫିଫ ହୋସେନ ଆହତ ହୋଇଛନ୍ତି। ହେଲେ ତାଙ୍କ ଆହତ ହେବାର କାରଣ ସାଧାରଣ ନ…

5 years ago

‘ଆଶା କରୁଛି, ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବି’

ଚେନ୍ନାଇ,୨୦।୧୧: ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବାକୁ ଚାହେଁ। କିନ୍ତୁ ଏଥିଲାଗି ବର୍ଷେ ଲାଗିବ କି ୫ ବର୍ଷ ସମୟ ଲାଗିବ କହିହେବ ନାହିଁ। ଆଇପିଏଲ ଭବିଷ୍ୟତ ଉପରେ…

5 years ago