ଖେଳ

କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂ କରୋନା ପଜିଟିଭ

  ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୧।୫(ପି.ଟି.): କିମ୍ବଦନ୍ତୀ ଭାରତୀୟ ଧାବକ ମିଲ୍‌ଖା ସିଂ କରୋନା ସଂକ୍ରମଣର ଶିକାର ହୋଇଛନ୍ତି। ସେ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଫଳରେ ଚଣ୍ଡିଗଡ଼ସ୍ଥିତ ତାଙ୍କ…

5 years ago

ରିଦ୍ଧିମାନଙ୍କ ଷ୍ଟାଣ୍ଡବାଇ ଭରତ

ନୂଆଦିଲ୍ଲୀ, ୨୧।୫- ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଟୁର୍‌ ପାଇଁ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଷ୍ଟାଣ୍ଡବାଇ ଭାବେ ଆନ୍ଧ୍ର ପ୍ରଦେଶର କେ.ଏସ. ଭରତଙ୍କୁ ଚୟନ କରାଯାଇଛି। ରିଦ୍ଧିମାନ…

5 years ago

ଟପ୍ସରେ ସାମିଲ ହେଲେ ଅର୍ଜୁନ, ଅରବିନ୍ଦ, ସୀମା ଓ ସୁମିତ୍‌

ନୂଆଦିଲ୍ଲୀ, ୨୧ା୫ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ର କୋର୍‌ ଗ୍ରୁପ୍‌ରେ ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ରୋୟର ଅର୍ଜୁନ ଲାଲ୍‌ ଜାଟ୍‌, ଅରବିନ୍ଦ…

5 years ago

କୃଷ୍ଣକାୟ ଖେଳାଳିଙ୍କ ପାଇଁ ବାଟ ବନ୍ଦ କରି ଦେଇଥିଲେ ଗ୍ରେମ ସ୍ମିଥ

ଜୋହାନ୍ସବର୍ଗ, ୨୦।୫ : ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବୋର୍ଡର ଡିରେକ୍ଟର ଗ୍ରେମ ସ୍ମିଥଙ୍କ ନାମରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପୂର୍ବତନ ସାଥି ଖେଳାଳି…

5 years ago

ଅଗଷ୍ଟ ୨୮ରୁ ଆରମ୍ଭ ହେବ ସିପିଏଲ

କିଙ୍ଗ୍‌ ଷ୍ଟନ, ୨୦।୫ : ଆସନ୍ତା ଅଗଷ୍ଟ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ)ର ୨୦୨୧ତମ ସିଜନ। ଏହାର ଫାଇନାଲ ମ୍ୟାଚ୍‌…

5 years ago

ଡବ୍ଲ୍ୟୁଟିସି ଫାଇନାଲରେ ଯୋଗଦେବେ ଦର୍ଶକ

ସାଉଥାମ୍ପଟନ, ୨୦।୫ : ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ପାଇଁ ଷ୍ଟାଡିୟମ ମଧ୍ୟରେ ଦର୍ଶକଙ୍କୁ ଅନୁମତି…

5 years ago

ସୁନ୍ଦରଙ୍କ ପାଇଁ ବାପାଙ୍କ ବଳିଦାନ

ଚେନ୍ନାଇ,୨୦।୧୮: କରୋନା ଯୋଗୁ କ୍ରିକେଟରଙ୍କ ଜୀବନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ଖେଳାଳିଙ୍କୁ କଠିନ ବାୟୋ ବବୁଲରେ ରହିବାକୁ ପଡୁଛି। କରୋନା ଯୋଗୁ ଭାରତୀୟ କ୍ରିକେଟର ୱାଶିଂଟନ ସୁନ୍ଦରଙ୍କୁ…

5 years ago

ଖୁସି ଖବର: ଭାରତୀୟ ଦଳର କୋଚ ହେବେ ରାହୁଲ ଦ୍ରାଭିଡ

ନୂଆଦିଲ୍ଲୀ,୨୦।୫:ଭାରତୀୟ କ୍ରିକେଟ ଦଳ ଆଗାମୀ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ରାହୁଲ ଦ୍ରାଭିଡ ଶ୍ରୀଲଙ୍କା ଗସ୍ତରେ ଟିମ ଇଣ୍ଡିଆର କୋଚିଂ ଦାୟିତ୍ୱ…

5 years ago

ନିଜ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋଲେସ୍‌ନିକୋଭ୍‌

ବୁଦାପେଷ୍ଟ(ହଙ୍ଗେରୀ),୨୦ା୫(ଏପି)-  କ୍ରମାଗତ ଦ୍ୱିତୀୟ ଦିବସରେ ରୁଷୀୟ ସନ୍ତରଣକାରୀ କ୍ଲିମେଣ୍ଟ କୋଲେସ୍‌ନିକୋଭ ୫୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ନିଜ ନାମରେ ଥିବା ବିଶ୍ୱ ରେକର୍ଡରେ ଉନ୍ନତି ଆଣିଛନ୍ତି। ୨୦ ବର୍ଷୀୟ…

5 years ago

ବଲ୍‌ ଟ୍ୟାମ୍ପରିଂ ମାମଲା:ଅଷ୍ଟ୍ରେଲୀୟ ବୋଲରଙ୍କ ସଫେଇରେ କ୍ଲାର୍କ ଅସନ୍ତୁଷ୍ଟ

ମେଲବୋର୍ନ,୨୦।୫(ପି.ଟି.)- ୨୦୧୮ ସ୍ୟାଣ୍ଡ ପେପର ତଥା ବଲ୍‌ ଟ୍ୟାମ୍ପରିଂ ମାମଲାରେ ଅଷ୍ଟ୍ରେଲୀୟ ବୋଲରମାନେ ଦେଇଥିବା ସ୍ପଷ୍ଟୀକରଣ ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କଙ୍କୁ ସନ୍ତୁଷ୍ଟ କରିପାରିନାହିଁ। ଦକ୍ଷିଣ ଆଫ୍ରିକା…

5 years ago