ନୂଆଦିଲ୍ଲୀ, ୯ା୫ : ଚଳିତ ବର୍ଷ ଆଇପିଏଲ ଭାରତରେ ହୋଇପାରିବ ନାହିଁ। ଆଉ ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ୍ ପାଇଁ ଏତେ ଶୀଘ୍ର ସ୍ଲଟ ଖୋଜିବା ସମ୍ଭବ ନୁହେଁ।…
ଗାନ୍ଧୀନଗର,୯।୫: ରାଜସ୍ଥାନ ରୟାଲ୍ସର ଦ୍ରୁତ ବୋଲର ଚେତନ ସକରିଆଙ୍କ ବାପା କରୋନାରେ ମୃତ୍ୟୁବରଣ କରିଛନ୍ତି। ଚେତନଙ୍କ ବାପା କିଛି ଦିନ ହେବ ଭବନଗରରେ କରୋନା ସହ ଲଢେଇ…
ପ୍ୟାରିସ୍, ୯ା୫ (ଏପି.)-ପ୍ୟାରିସ୍ ସେଣ୍ଟ ଜର୍ମେନ (ପିଏସ୍ଜି) ବ୍ରାଜିଲର ଷ୍ଟାର ଫୁଟ୍ବଲ ଖେଳାଳି ନେମାରଙ୍କ ସହ ଏହାର ଚୁକ୍ତି ମିଆଦକୁ ଆହୁରି ୩ବର୍ଷ ବୃଦ୍ଧି କରିଛି। ଅର୍ଥାତ୍…
ନୂଆଦିଲ୍ଲୀ, ୯ା୫ (ପି.ଟି.)- କୋଭିଡ୍ ବିରୋଧରେ ଚାଲିଥିବା ଲଢେଇରେ ସାମିଲ ହୋଇଛନ୍ତି ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ସଂକ୍ରମିତ ରୋଗୀଙ୍କୁ ଶଯ୍ୟା ସହ ଅକ୍ସିଜେନ ସିଲିଣ୍ଡର…
ବେଙ୍ଗାଲୁରୁ, ୯ା୫ (ପି.ଟି.)-କୋଲକାତା ନାଇଟ ରାଇଡର୍ସ (କେକେଆର୍) ପେସ୍ ବୋଲର ପ୍ରସିଦ୍ଧ କ୍ରିଷ୍ଣା କରୋନା ସଂକ୍ରମିତ ହୋଇଥିବା କୋଭିଡ୍ ଟେଷ୍ଟରୁ ଜଣାପଡ଼ିଛି। ସେ ତାଙ୍କ ହୋମ୍ ଟାଉନ୍…
ଲଣ୍ଡନ,୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ବାକି ମ୍ୟାଚ୍ ୟୁନାଇଟେଡ କିଙ୍ଗ୍ଡମ (ୟୁକେ)ରେ ଆୟୋଜନ ହେବା ଉଚିତ ବୋଲି ପୂର୍ବତନ ଇଂଲଣ୍ଡ କ୍ରିକେଟର କେଭିନ୍ ପିଟରସନ କହିଛନ୍ତି।…
ନୂଆଦିଲ୍ଲୀ, ୯ା୫(ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ତଥା କୋଚ୍ ଏମ୍.କେ. କୌଶିକ୍ଙ୍କର ଶନିବାର ଦେହାନ୍ତ ହୋଇଯାଇଛି। କରୋନାରେ ପୀଡ଼ିତ ହେବା ପରେ ସେ ଗତ ୩ ସପ୍ତାହ…
ଲଣ୍ଡନ,୯।୫(ପି.ଟି.): ଇଂଲିଶ ଚାମ୍ପିୟନ୍ସ ଲିଗ୍ ଫାଇନାଲ ଏବେ ଇଂଲଣ୍ଡରେ ଆୟୋଜନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ତୁର୍କୀ କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଇଂଲଣ୍ଡକୁ ରେଡ୍ ଲିଷ୍ଟରେ…
ନୂଆଦିଲ୍ଲୀ,୯।୫(ପି.ଟି.): ଏକ ମାରାଥନ ଗସ୍ତରେ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ୟୁନାଇଟେଡ କିଙ୍ଗ୍ଡମ (ୟୁକେ) ଯିବ। ଜୁନ୍ ୨ରେ ଦଳ ଇଂଲଣ୍ଡ ଯାତ୍ରା ଆରମ୍ଭ…
ନୂଆଦିଲ୍ଳୀ,୯।୫(ପି.ଟି.): କୋଭିଡ୍-୧୯ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଭାରତୀୟ ମହିଳା ହକି ଦଳର ଖେଳାଳିମାନେ। ଅଧିନାୟିକା ରାନୀ ରାମପଲ, ଅନ୍ୟ ୬ଜଣ ଖେଳାଳିଙ୍କ ସମେତ ଦୁଇଜଣ ସପୋର୍ଟ…