ଖେଳ

କୋହଲି ନୁହଁନ୍ତି ଏହି ଦୁଇ ମହାନ ଅଧିନାୟକଙ୍କ ମିଶ୍ରଣ ହେଉଛନ୍ତି ରୋହିତ ଶର୍ମା: ଇରଫାନ୍‌

ନୂଆଦିଲ୍ଲୀ,୧୩।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଗୋଟିଏ ପଟେ ଅଧିନାୟକ ବିରାଟ କୋହଲିଙ୍କ ଦଳ ଆର୍‌ସିବି ଗୋଟିଏ ବି ଟାଇଟଲ ଜିତିବାରେ ବିଫଳ ହୋଇଥିବା ବେଳେ ରୋହିତ ଶର୍ମାଙ୍କ…

5 years ago

ଏହି ଖେଳାଳିଙ୍କୁ ୧୦ କୋଟି ଟଙ୍କାର ଚିୟରଲିଡର୍‌ କହିଲେ ସେହ୍ବାଗ

ଆଇପିଏଲ୍‌ ୨୦୨୦ ଶେଷ ହେବା ପରେ ଅନେକ କ୍ରିକେଟ ବିଶେଷଜ୍ଞ ଏହି ସିଜିନର ହିରୋ ଏବଂ ଶୂନ ଖେଳାଳିଙ୍କ ଉପରେ ନିଜର ମତ ରଖିଛନ୍ତି। ପୂର୍ବତନ ଭାରତୀୟ…

5 years ago

ରୋହିତଙ୍କ ୨୬୪ ରନ୍‌ ପାଳିରେ ଖୁସି ନ ଥିଲେ ଏହି ବ୍ୟକ୍ତି

ଭାରତୀୟ କ୍ରିକେଟ ଦଳର ଏକଦିବସୀୟ ଏବଂ ଟି-୨୦ ଦଳର ଉପଅଧିନାୟକ ରୋହିତ ଶର୍ମା ଆଜିର ଦିନରେ ଏକଦିବସୀୟ ମ୍ୟାଚ୍‌ରେ ୨୬୪ରନ୍‌ର ପାଳି ଖେଳି ଇତିହାସ ରଚିଥିଲେ। ଏହି…

5 years ago

ଦ୍ୱିତୀୟ ଥର ନିର୍ବନ୍ଧ କଲେ ଏହି କ୍ରିକେଟର: ପ୍ରଥମ ସ୍ତ୍ରୀଙ୍କଠାରୁ ଅଛନ୍ତି ୫ ସନ୍ତାନ

ଆଫଗାନିସ୍ତାନ କ୍ରିକେଟ ଦଳର ତିନୋଟି ଫର୍ମାଟର ଅଧିନାୟକ ଅସଗର ଆଫଗାନ ନିଜ ଜୀବନର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। କାବୁଲର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଅଫଗାନ…

5 years ago

ମହିଳା ଆଙ୍କରଙ୍କ ଓଢଣୀ ଟାଣିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଆଇପିଏଲ୍‌ ୨୦୨୦ ଶେଷ ହୋଇଛି। ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ୍‌ ହୋଇଛି। ଚଳିତ ଟୁର୍ନାମେଣ୍ଟରେ ଅନେକ ଖେଳାଳି ନିଜର ସ୍ବତନ୍ତ୍ର ଛାପ ଛାଡିବାରେ ସକ୍ଷମ…

5 years ago

ମୁମ୍ବାଇ ବିମାନବନ୍ଦରରେ କୃନାଲ ପାଣ୍ଡ୍ୟା ଅଟକ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା କୃନାଲ ପାଣ୍ଡ୍ୟାଙ୍କୁ ଦୁବାଇରୁ ପ୍ରତ୍ୟାବର୍ତ୍ତନ ପଥରେ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ରେଭିନ୍ୟୁ…

5 years ago

ଅଷ୍ଟ୍ରେଲିଆରେ ପହଞ୍ଚତ୍ଲା ଭାରତ

ସିଡ୍‌ନୀ : ଅଷ୍ଟ୍ରେଲିଆ ଟୁର୍‌ରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଗୁରୁବାର ସିଡ୍‌ନୀଠାରେ ପହଞ୍ଚତ୍ଛି। ସିରିଜ ଆରମ୍ଭ ପୂର୍ବରୁ ଦଳର ସମସ୍ତ ସଦସ୍ୟ ବାଧ୍ୟତାମୂଳକ ୧୪ ଦିନ…

5 years ago

ଟି୨୦ ବିଶ୍ୱକପ୍‌: ସଫଳ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ

ଦୁବାଇ,: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଆନୁକୂଲ୍ୟରେ ୨୦୨୧ ପୁରୁଷ ଟି୨୦ ବିଶ୍ୱକପ୍‌ ଭାରତରେ ଆୟୋଜନ ହେବାକୁ ଯାଉଛି। ୧୬ଟି ଦଳକୁ ନେଇ ହେବାକୁ ଥିବା ଏହି…

5 years ago

ଦିନିକିଆରେ ବୁମ୍‌ରାଙ୍କ ଅସଲ ପରୀକ୍ଷା

ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଯଶପ୍ରୀତ୍‌ ବୁମ୍‌ରାଙ୍କ ପ୍ରଦର୍ଶନ ଅତ୍ୟନ୍ତ ପ୍ରଭାବୀ ରହିଥିଲା। ମାତ୍ର ତାଙ୍କର ଅସଲ ପରୀକ୍ଷା ଆଗକୁ ଆସୁଛି।…

5 years ago

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ବିମାନ ବନ୍ଦରରେ ଅଟକାଇଲା ପୋଲିସ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟାଙ୍କୁ ଗୁରୁବାର ମୁମ୍ବାଇ ବିମାନବନ୍ଦରରେ ରାଜସ୍ବ ଇଣ୍ଟେଲିଜେନ୍ସ (ଡିଆରଆଇ) ଅଧିକାରୀମାନେ ଅଟକାଇଥିଲେ। ଅଜ୍ଞାତ ସୁନା ଏବଂ କିଛି ମୂଲ୍ୟବାନ ସାମଗ୍ରୀ ଥିବା ସନ୍ଦେହରେ…

5 years ago