ଖେଳ

ଏତେ ସୁନ୍ଦରୀ ସ୍ତ୍ରୀ ଥାଇ ଜଣେ ଡିପ୍ରେସନ୍‌କୁ କେମିତି ଯାଇପାରିବ: କୋହଲିଙ୍କୁ ଏହି କ୍ରିକେଟର୍‌ଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧।୩: ପୂର୍ବତନ ଭାରତୀୟ ଉଇକେଟ କିପର ଫାରୁଖ ଇଞ୍ଜିନିୟର ବିରାଟ କୋହଲିଙ୍କ ଡିପ୍ରେସନକୁ ନେଇ ମଜା ଉଡାଇଛନ୍ତି। ଯଦି ତୁମର ସ୍ତ୍ରୀ ଏତେ ସୁନ୍ଦର ତେବେ ତୁମେ…

6 years ago

ଓଡ଼ିଶାରେ ହେବ ଆଇଡବ୍ଲ୍ୟୁଏଲ୍‌: ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୧।୩ (ପି.ଟି.)- ହିରୋ ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ୨୦୨୦-୨୧ ଓଡ଼ିଶାରେ ଆୟୋଜନ ହେବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ ରବିବାର ସ୍ପଷ୍ଟ କରାଯାଇଛି।…

6 years ago

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ରୋହିତ, ଅଶ୍ୱିନ, ଅକ୍ଷରଙ୍କ ଉନ୍ନତି

ଦୁବାଇ,୧।୩(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ଓପନର ରୋହିତ ଶର୍ମା କ୍ୟାରିୟର ଶ୍ରେଷ୍ଠ ଅଷ୍ଟମ ସ୍ଥାନ ଅଧିକାର କରିଛନ୍ତି।…

6 years ago

ସ୍ବର୍ଣ୍ଣ ସହ ଭିନେଶଙ୍କ ପ୍ରତ୍ୟାବର୍ତ୍ତନ

କିଭ୍‌ (ୟୁକ୍ରେନ୍‌), ୧।୩(ପି.ଟି.)- ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ୍‌ ଏଠାରେ ଚାଲିଥିବା ଆଉଟଷ୍ଟାଣ୍ଡିଂ ୟୁକ୍ରେନିଆନ ରେସଲର୍ସ ଆଣ୍ଡ୍‌ କୋଚେସ ମେମୋରିଆଲ ଟୁର୍ନାମେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ…

6 years ago

ଓଡ଼ିଶା ଓମେନ୍ସ ଲିଗ୍‌ ଉଦ୍‌ଘାଟିତ: ଉଦ୍‌ଘାଟନୀ ମ୍ୟାଚ୍‌ରେ ସ୍ପୋର୍ଟ୍ସ ହଷ୍ଟେଲର ବୃହତ୍‌ ବିଜୟ

ଭୁବନେଶ୍ୱର,୧।୩(ସ୍ପୋର୍ଟ୍ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା…

6 years ago

ଇଣ୍ଡିଆନ ସୁପର ଲିଗ୍‌: ଗୋଆକୁ ପ୍ଲେ ଅଫ୍‌ ଟିକେଟ, ହାଇଦ୍ରାବାଦ୍‌ ଆଉଟ୍‌

ମାର୍ଗାଓ,୧।୩: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସେସନରେ ଏଫ୍‌ସି ଗୋଆ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। ଅନ୍ୟପଟେ ହାଇଦ୍ରାବାଦ୍‌ ଏଫ୍‌ସିକୁ ଟୁର୍ନାମେଣ୍ଟରୁ ବିଦାୟ ନେବାକୁ ପଡିଛି।…

6 years ago

ବିଜୟ ହଜାରେ ଟ୍ରଫି: ଉତ୍ତରପ୍ରଦେଶଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର,୧।୩(ସ୍ପୋର୍ଟ୍ସ ବ୍ୟୁରୋ): ବିଜୟ ହଜାରେ ଟ୍ରଫିରେ ଓଡ଼ିଶା ଆଉ ଏକ ପରାଜୟ ବରଣ କରିଛି। ବେଙ୍ଗାଲୁରୁର ଜଷ୍ଟ କ୍ରିକେଟ ଏକାଡେମୀ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ଓଡ଼ିଶାକୁ…

6 years ago

ଆଇପିଏଲ ଭେନ୍ୟୁ ଉପରେ ଆପତ୍ତି ଉଠାଇଲେ ହାଇଦ୍ରାବାଦ, ରାଜସ୍ଥାନ, ପଞ୍ଜାବ

ମୁମ୍ବାଇ,୧।୩ : ଆଗାମୀ ଆଇପିଏଲ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚୂଡ଼ାନ୍ତ କରିଥିବା ୬ଟି ଭେନ୍ୟୁ ଉପରେ ଆପତ୍ତି ଉଠାଇଛନ୍ତି ରାଜସ୍ଥାନ ରୟାଲ୍ସ, ପଞ୍ଜାବ…

6 years ago

ଥମୁନି ଆରସିବି ବ୍ୟାଟ୍ସମ୍ୟାନଙ୍କ ଶତକ ଧାରା

ବାଙ୍ଗାଲୋର,୧।୩ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓପନର ତଥା କର୍ନାଟକ ବ୍ୟାଟ୍ସମ୍ୟାନ ଦେବଦତ୍ତ ପାଡିକଲ ଏବେ ଚମତ୍କାର ଫର୍ମରେ। ଚଳିତ ବିଜୟ ହଜାରେ ଟ୍ରଫିରେ ଜାରି…

6 years ago

ଇଣ୍ଡିଆନ ସୁପର ଲିଗ୍‌: ଲିଗ୍‌ ଓ୍ବିନର୍ସ ଶିଲ୍ଡ ଜିତିଲା ମୁମ୍ବାଇ

ଭୁବନେଶ୍ୱର,୧।୩: ଚଳିତ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ମୁମ୍ବାଇ ସିଟ୍‌ ଏଫ୍‌ସି ୨-୧ ଗୋଲରେ ଏଟିକେ ମୋହନବାଗାନ(ଏଟିକେଏମ୍‌ବି)କୁ ପରାସ୍ତ କରିଛି। ଏଥି ସହ ମୁମ୍ବାଇ…

6 years ago