ଖେଳ

ବିଜୟ ହଜାରେ ଟ୍ରଫି: ବିହାର ଖେଳାଳି କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ, ୨୪।୨ (ପି.ଟି.)-ବିଜୟ ହଜାରେ ଟ୍ରଫିରେ ବିହାରର ଜଣେ ଖେଳାଳି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ଦଳର ଅନ୍ୟ ଖେଳାଳିମାନଙ୍କର କୋଭିଡ୍‌ ଟେଷ୍ଟ କରାଯାଇଛି। କରୋନା…

6 years ago

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଥରଙ୍ଗା

କଲମ୍ବୋ, ୨୪।୨(ପି.ଟି.)-ଶ୍ରୀଲଙ୍କାର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ୧୫ବର୍ଷ କ୍ୟାରିୟରରେ କିଛି ସମୟ ଦଳର…

6 years ago

ଓସିଏ ଆନ୍ତଃଜିଲା ୧୯ ବର୍ଷରୁ କମ୍‌ କ୍ରିକେଟ: ଭୁବନେଶ୍ୱର ‘ଏ’ ଚାମ୍ପିୟନ

ଭୁବନେଶ୍ୱର, ୨୪।୨ (କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ‘ଏ’ ଚାମ୍ପିୟନ ହୋଇଛି। ମଙ୍ଗଳବାର…

6 years ago

ଜାତୀୟ ଲେଗ୍‌ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ମଥୁରାରେ ମଙ୍ଗଳବାର ଉଦ୍‌ଯାପିତ ୯ମ ଜାତୀୟ ଲେଗ୍‌ କ୍ରିକେଟରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ଚନ୍ଦନ ରାୟଙ୍କ ନେତୃତ୍ୱାଧୀନ ଓଡ଼ିଶା ଫାଇନାଲରେ…

6 years ago

ଉଲ୍ଲେଖନୀୟ ପ୍ରଦର୍ଶନ ସତ୍ତ୍ୱେ ଏହି କ୍ରିକେଟରଙ୍କୁ ଦିନିକିଆ-ଟି୨୦ ଟିମ୍‌ରେ ମିଳୁନି ଜାଗା, କାହିଁକି ବୋଲି ପ୍ରଶ୍ନ ଉଠାଇଲେ ଗମ୍ଭୀର

ନୂଆଦିଲ୍ଲୀ,୨୩।୨: ଉଲ୍ଲେଖନୀୟ ପ୍ରଦର୍ଶନ ସତ୍ତ୍ୱେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଅଣଦେଖା କରାଯାଉଛି। ଦିନିକିଆ ଏବଂ ଟି୨୦ ଅନ୍ତରାଷ୍ଟ୍ରୀୟ ଟିମ୍‌ରୁ ବାହାର କରାଯାଇଛି। ଏବେର ଫର୍ମକୁ ଦେଖିଲେ…

6 years ago

ଦିବାରାତ୍ର ଟେଷ୍ଟ ପୂର୍ବରୁ ଏମିତି କହିଲେ କୋହଲି

ଅହମ୍ମଦାବଦ୍‌, ୨୩।୨ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିବା ହେଲେ ଭାରତୀୟ ଦଳକୁ ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍‌ର ବଳକା…

6 years ago

ଆଇପିଏଲ୍‌ ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌! ଏଭଳି ହେଉଛିି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୨: ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ବେଶ୍‌ ଲୋକପ୍ରିୟ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନର। ସେ ନିଜ ଦମ୍‌ରେ ମ୍ୟାଚ୍‌ର କାୟା ପରିବର୍ତ୍ତିତ କରିଦେଇଥାନ୍ତି। ହେଲେ ସେ…

6 years ago

ଶତକ ମାରିବା ପରେ ଖୁସି ହେବା ବଦଳରେ ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର: କାରଣ ଜାଣିଲେ…

ନୂଆଦିଲ୍ଲୀ,୨୩।୨: ଗତ ଜାନୁୟାରୀରେ ଭାରତୀୟ ଅଲରାଉଣ୍ଡର ବ୍ରଦର୍ସ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁନାଲ ପାଣ୍ଡା ବାପାଙ୍କୁ ହରାଇଛନ୍ତି। ଉଭୟ ବାପା ହିମାଶୁଂ ପାଣ୍ଡ୍ୟାଙ୍କ ବେଶ ନିକଟତର ଥିଲେ।…

6 years ago

କ୍ରିକେଟକୁ ଅଲବିଦା କହିଲେ ୨୦୧୧ ବିଶ୍ୱକପ୍‌ ହିରୋ

କଲମ୍ବୋ, ୨୩।୨ : ୨୦୧୧ ବିଶ୍ୱକପ୍‌ ହିରୋ ତଥା ଶ୍ରୀଲଙ୍କା ଦଳର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୫…

6 years ago

ମଦ, ତମାଖୁ ବିଜ୍ଞାପନ କରିବେ ନାହିଁ ଅଷ୍ଟ୍ରେଲିଆ ଖେଳାଳି

ସିଡନୀ,୨୩।୨: ଆଇପିଏଲ ୧୪ତମ ସିଜନ ଆରମ୍ଭ ପୂର୍ବରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏମ) ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ୍‌ର ପରବର୍ତ୍ତୀ ସିଜିନ୍‌ରେ ଅଷ୍ଟ୍ରେଲୀୟ ଖେଳାଳିମାନେ ଜୁଆ, ଫାଷ୍ଟଫୁଡ,…

6 years ago