ଖେଳ

ସରକାରଙ୍କ ହସ୍ତକ୍ଷେପ: ବାସନ୍ଦ ବିପଦରେ ଦକ୍ଷିଣ ଆଫ୍ରିକା କ୍ରିକେଟ

କେପ୍‌ ଟାଉନ,୧୫।୧୦(ଏପି): ଦକ୍ଷିଣ ଆଫ୍ରିକା କ୍ରିକେଟ ଏବେ ବାସନ୍ଦଜନିତ ବିପଦର କଳା ବାଦଲ ମଧ୍ୟରେ ରହିଛି। ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡର ବିଭିନ୍ନ ମାମଲାରେ ବୁଧବାର ସରକାର…

5 years ago

ଟୋକିଓ ଅଲିମ୍ପିକ୍‌ କୋଟା: ମହିଳା ଆର୍ଚରଙ୍କ ସମ୍ମୁଖରେ ବଡ଼ ଚ୍ୟାଲେଞ୍ଜ: ଦୀପିକା

ନୁଆଦିଲ୍ଲୀ,୧୫।୧୦ (ପି.ଟି.): ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସର ଫୁଲ୍‌ କୋଟା ହାସଲ କରିବା ପାଇଁ ଭାରତୀୟ ମହିଳା ତୀରନ୍ଦାଜ ବଡ଼ ଚ୍ୟାଲେଞ୍ଜ ତଥା କଷ୍ଟକର…

5 years ago

ଜନ୍‌ ରିଡ୍‌ଙ୍କ ପରଲୋକ

ଅକ୍‌ଲାଣ୍ଡ,୧୫।୧୦(ପି.ଟି.): ନ୍ୟୁଜିଲାଣ୍ଡର ସବୁଠାରୁ ବୟସ୍କ କ୍ରିକେଟର ତଥା ପୂର୍ବତନ ଅଧିନାୟକ ଜନ୍‌ ରିଡ୍‌ ୯୨ ବର୍ଷରେ ପରଲୋକ ଗମନ କରିଛନ୍ତି। ଏ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ…

5 years ago

ଡେନମାର୍କ ଓପନରେ ଶ୍ରୀକାନ୍ତଙ୍କ ବିଜୟ ଅଭିଯାନ

ଓଡେନ୍‌ସେ(ଡେନ୍‌ମାର୍କ), ୧୫।୧୦(ପି.ଟି.)- ଦୀର୍ଘ ୭ ମାସର ବ୍ୟବଧାନପରେ ଡେନମାର୍କ ଓପନ ସହ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏଥିରେ ଭାଗ ନେଇଥିବା ଭାରତର କିଡାମ୍ବି ଶ୍ରୀକାନ୍ତ…

5 years ago

ଜ୍ୟୋତ୍ସ୍ନା କ୍ୱାର୍ଟର ଫାଇନାଲରେ

କାଇରୋ, ୧୫।୧୦- ଭାରତର ଆଗଧାଡ଼ିର ସ୍କ୍ବାଶ୍‌ ତାରକା ଜ୍ୟୋତ୍ସ୍ନା ଚିନ୍ନାପ୍ପା ଇଜିପ୍ଟିଆନ ଓପନ ସ୍କ୍ବାଶ୍‌ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗତ ୬ ମାସ ମଧ୍ୟରେ…

5 years ago

ପଞ୍ଜାବ ପାଇଁ କର ଅବା ମର

ଶାରଜା, ୧୫।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଗୁରୁବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ପଞ୍ଜାବ ଏପର୍ଯ୍ୟନ୍ତ…

5 years ago

ଦିଲ୍ଲୀ କ୍ୟାପିଟାଲ୍ସର ୬ଷ୍ଠ ବିଜୟ

ଦୁବାଇ, ୧୫।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୧୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ…

5 years ago

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ୍‌ କ୍ରିକେଟ୍‌ ଷ୍ଟାଡିୟମରେ…

5 years ago

ପଦ ଛାଡ଼ିଲେ ମିସ୍‌ବା-ଉଲ୍‌-ହକ୍‌

ଲାହୋର,୧୪।୧୦: ମିସ୍‌ବା-ଉଲ୍‌-ହକ୍‌ ପାକିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ ଚୟନକର୍ତ୍ତା ପଦରୁ ଓହରି ଯାଇଛନ୍ତି। ପାକିସ୍ତାନ ଦଳର ମୁଖ୍ୟ କୋଚ୍‌ ଭାବେ ନିଜ ଦାୟିତ୍ୱ ଉପରେ ଅଧିକ ଧ୍ୟାନ…

5 years ago

ଗୋଟିଏ ବଲ୍‌ରେ ୨ଥର ଆଉଟ୍‌ ହେଲେ ଏହି ବ୍ୟାଟ୍ସମ୍ୟାନ; ଦେଖନ୍ତୁ ଭିଡିଓ

ଦୁବାଇ, ୧୪।୧୦: ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ସିଜନର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ୨୦ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ମାତ୍‌ ଦେଇଥିଲା। ମ୍ୟାଚ୍‌ରେ ପ୍ରଥମେ…

5 years ago