ଖେଳ

ଇଂଲଣ୍ଡ କୋଚିଂ ଷ୍ଟାଫ୍‌ରେ ଆଝାର ମେହମୁଦ୍‌: ଇଂଲଣ୍ଡ ଟି୨୦ ଦଳ ଘୋଷିତ

ଲଣ୍ଡନ,୨୦।୮(ପି.ଟି.): ଆସନ୍ତା ୨୮ତାରିଖରୁ ଆରମ୍ଭ ହେବାକୁ ଥିବା ପାକିସ୍ତାନ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଆୟୋଜକ ଇଂଲଣ୍ଡ ଏକ ଭିନ୍ନ ପ୍ରକାର ରଣନୀତି…

5 years ago

ଆଇପିଏଲ୍‌ ଟାଇଟଲ ରାଇଟ୍‌: ଡ୍ରିମ୍‌ ୧୧ର ୨୦୨୧,୨୦୨୨ ବିଡ୍‌କୁ ବିସିସିଆଇର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଳୀ,୨୦।୮(ପି.ଟି.): ୨୦୨୦ ପାଇଁ ଜଣାଶୁଣା ଫାଣ୍ଟାସୀ ଗେମିଂ ପ୍ଲାଟଫର୍ମ ଡ୍ରିମ୍‌ ୧୧ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ସ୍ପୋନ୍‌ସରଶିପ୍‌ ଅଧିକାର ହାସଲ କରିଛି। ଆଇପିଏଲ୍‌ର ୨୦୨୦…

5 years ago

କ୍ୱାର୍ଟର ଫାଇନାଲରେ ନାଗାଲ

ପ୍ରାଗ୍‌(ଚେକ୍‌ ରିପବ୍ଲିକ), ୨୦।୮(ପି.ଟି.)- ଭାରତର ଶୀର୍ଷସ୍ଥାନୀୟ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ପ୍ରାଗ୍‌ ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ…

5 years ago

ଫିଟ୍‌ନେସ ଚିନ୍ତାରେ କ୍ରିକେଟ ପ୍ରତିଭା: ନଦୀ ବାଲିରେ ଦୌଡ଼, କିଲାପଡ଼ିଆରେ ୱାର୍ମଅପ

କଟକ ଅଫିସ,୨୦ା୮- ଖେଳ ପଡ଼ିଆରେ ବି କରୋନା କଟକଣା ଲାଗିଛି। ଗତ ମାର୍ଚ୍ଚ ୨୨ରୁ ଏ ପର୍ଯ୍ୟନ୍ତ ଖେଳାଳିମାନେ ପଡ଼ିଆକୁ ଓହ୍ଲାଇ ନାହାନ୍ତି। ଅଭ୍ୟାସ ବନ୍ଦ ଯୋଗୁଁ…

5 years ago

କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌

ବାର୍ସିଲୋନା, ୨୦।୮(ଏପି)- ନେଦରଲାଣ୍ଡ୍ସର ରୋନାଲ୍ଡ କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌ ନିଯୁକ୍ତ ହୋଇଛନ୍ତି। ବୁଧବାର ଏହା କ୍ଲବ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଚାମ୍ପିୟନ୍ସ ଲିଗ୍‌ର କ୍ୱାର୍ଟର…

5 years ago

୨୦୨୩ ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ ଚାହାନ୍ତି ଏହି ଅଷ୍ଟ୍ରେଲୀୟ ଖେଳାଳି

ମେଲବୋର୍ନ, ୧୯।୮(ପି.ଟି.)- କୋରୋନ ଭାଇରସ ସଂକ୍ରମଣ ଜନିତ ବ୍ରେକ୍‌ ଯୋଗୁ ଅଷ୍ଟ୍ରେଲିଆର ସୀମିତ ଓଭର କ୍ରିକେଟ ଅଧିନାୟକ ଆରୋନ ଫିଞ୍ଚ୍‌ ୨୦୨୩ ଆଇସିସି ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ…

5 years ago

ଶାହରୁଖ ଖାନଙ୍କ ଦଳକୁ ଜିତାଇଲେ ନାରିନ୍‌

ନୂଆଦିଲ୍ଲୀ, ୧୯।୮: କରୋନା ମହାମାରୀ ମଧ୍ୟରେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିସାରିଛି। ଏବେ ଟି୨୦ କ୍ରିକେଟ୍‌ ଲିଗ୍‌ ମଧ୍ୟ ଆରମ୍ଭ ହୋଇଯାଇଛି। ଆସନ୍ତା ସେପ୍ଟେମ୍ବରରେ ବିଶ୍ୱର…

5 years ago

ଧୋନୀଙ୍କ ପାଇଁ ବିଦାୟୀ ମ୍ୟାଚ୍‌ ଆୟୋଜନ କରିପାରେ ବିସିସିଆଇ

ନୂଆଦିଲ୍ଲୀ, ୧୯।୮: ଭାରତୀୟ କ୍ରିକେଟ୍‌ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଅଗଷ୍ଟ ୧୫ ତାରିଖ ସନ୍ଧ୍ୟାରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ ନେଇ…

5 years ago

ଆଇପିଏଲ୍‌ର ମୁଖ୍ୟ ପ୍ରାୟୋଜକ: ଡିଏଲ୍‌ଏଫ୍‌ରୁ ଡ୍ରିମ୍‌ ୧୧

ନୂଆଦିଲ୍ଲୀ, ୧୯।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି ୟୁଏଇରେ ଅନୁଷ୍ଠିତ ହେବ। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ…

5 years ago

ଚେତନ ଚୌହାନଙ୍କ ପରେ ଆଉ ଜଣେ କ୍ରିକେଟର୍‌ଙ୍କ ବିୟୋଗ

ବେଙ୍ଗାଲୁରୁ, ୧୯।୮: ରବିବାର ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ବିୟୋଗ ଘଟିଥିଲା। ଏହାର ୪ଦିନ ନ ବିତୁଣୁ ଆଉ ଜଣେ କ୍ରିକେଟର୍‌ ମୃତ୍ୟୁବରଣ କରିଛନ୍ତି। ସେ…

5 years ago