ଖେଳ

ଖରାରେ କଠିନ ଅଭ୍ୟାସ ପରେ ଆଇସ୍‌ ବାଥ୍‌ର ମଜା ନେଲେ କୋହଲି

ଦୁବାଇ, ୩।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ…

5 years ago

ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଛନ୍ତି କ୍ରିସ୍‌ ଗେଲ୍‌; ଟପ୍‌-୫ରେ ୩ ଭାରତୀୟ

ନୂଆଦିଲ୍ଲୀ, ୩।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ…

5 years ago

ୟୁଏସ୍‌ ଓପନ୍‌ ଖେଳିବା ଲାଗି ୨୯ ଲକ୍ଷ ଟଙ୍କା ଦେଇ ଭଡ଼ା ଘରେ ରହିଲେ ଏହି ଟେନିସ ଖେଳାଳି

ନ୍ୟୁୟର୍କ, ୩।୯: ବିଶ୍ୱର ଶ୍ରେଷ୍ଠ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ତାଙ୍କ ଜ୍ୱାଜଲ୍ୟମୟ କ୍ୟାରିୟରରେ ପୁରସ୍କାର ବାବଦକୁ ୧୪ କୋଟି ଆମେରିକୀୟ ଡଲାର…

5 years ago

କରୋନା ଆକ୍ରାନ୍ତ ହେଲେ ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲ ଖେଳାଳି

ପ୍ୟାରିସ, ୩।୯: ଫ୍ରାନ୍ସର ଜଣାଶୁଣା ପ୍ରଫେଶନାଲ ଫୁଟ୍‌ବଲ କ୍ଲବ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ର ୩ଜଣ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ପିଏସ୍‌ଜି ପକ୍ଷରୁ…

5 years ago

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଜିଦ୍‌ ଧରିଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ…

5 years ago

ରାଇନାଙ୍କ ପ୍ରତ୍ୟାବର୍ତ୍ତନ ନେଇ ଟିମ୍‌ ମ୍ୟାନେଜମେଣ୍ଟ ନିଷ୍ପତ୍ତି ନେବ: ଶ୍ରୀନିବାସନ

ନୂଆଦିଲ୍ଲୀ, ୩।୮(ପି.ଟି.): ସୁରେଶ ରାଇନା ମୋ ପୁଅ ଭଳି। ତେବେ ମୁଁ ତାଙ୍କ ମାଲିକ ନୁହେଁ। ଏକଥା କହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମାଲିକ ଏନ୍‌…

5 years ago

କୋହଲି, ଧୋନୀ, ରୋହିତଙ୍କଠାରୁ ନେତୃତ୍ୱ ନେବାର କଳା ଶିଖିଛି: ରାହୁଲ

ନୂଆଦିଲ୍ଲୀ,୩।୯(ପି.ଟି.): ଭାରତୀୟ ଯୁବ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଫ୍ରାଞ୍ଚାଇଜ୍‌ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର ଅଧିନାୟକ ନିଯୁକ୍ତ କରାଯାଇଛି। ପ୍ରଥମଥର ପାଇଁ ତାଙ୍କ…

5 years ago

ମେସିଙ୍କ ଭବିଷ୍ୟତ ସମ୍ପର୍କରେ ବିଚାର ପାଇଁ ବାର୍ସିଲୋନାରେ ପହଞ୍ଚିଲେ ପିତା

ବାର୍ସିଲୋନା,୩।୯(ଏପି): ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ପିତା ଜର୍ଜ ଆର୍ଜେଣ୍ଟିନାରୁ ସିଧା ବାର୍ସିଲୋନାରେ ପହଞ୍ଚିଛନ୍ତି। ମେସିଙ୍କ ଭବିଷ୍ୟତ ସଂକ୍ରାନ୍ତରେ ଆଲୋଚନା କରିବାକୁ ସେ ବାର୍ସିଲୋନା କ୍ଲବର…

5 years ago

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦…

5 years ago

ମାଲିଙ୍ଗାଙ୍କ ସ୍ଥାନରେ ପ୍ୟାଟିନସନ

ଆବୁ ଧାବି, ୩।୯(ପି.ଟି.)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗାଙ୍କ ବଦଳ ଖେଳାଳିଭାବେ ଗତଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆନ ସ୍ପିଡ୍‌ଷ୍ଟର ଜେମ୍ସ ପ୍ୟାଟିନସନ। ମୁମ୍ବାଇ…

5 years ago