ଖେଳ

କୁକ୍‌ଙ୍କୁ ବହିଷ୍କାର କରିବ କୁସ୍ତି ମହାସଂଘ

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ଅନ୍‌ଲାଇନ୍‌ ସେସନରେ ଅଂଶଗ୍ରହଣ କରିବା ଲାଗି ରାଜି ନ ହେବାରୁ ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମହିଳା…

6 years ago

ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସ୍କ୍ବାଶ ଖେଳାଳି ରନିମଙ୍କ ଅବସର

କାଇରୋ, ୨୬ା୬ (ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ସ୍କ୍ବାଶ ଖେଳାଳି ଇଜିପ୍ଟର ରନିମ୍‌ ଏଲ୍‌. ଓ୍ବିଲିଲି ଗୁରୁବାର ଅବସର ଘୋଷଣା କରିଛନ୍ତି। କୌଣସି କ୍ରୀଡ଼ାରେ ବିଶ୍ୱର ନମ୍ବର ଓ୍ବାନ…

6 years ago

୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ : ନିଖିଲ ଚାମ୍ପିୟନ, ବିକାଶ ରନର୍ସଅପ୍‌

ଭୁବନେଶ୍ୱର, ୨୬।୬(କ୍ରୀଡ଼ା ପ୍ରତିନିଧି):ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା, ବାହାର ରାଜ୍ୟ ଏବଂ ବିଦେଶର…

6 years ago

୨୩୩ ବର୍ଷ ଇତିହାସରେ କନ୍ନର ଏମ୍‌ସିସିର ପ୍ରଥମ ମହିଳା ସଭାପତି

ଲଣ୍ଡନ, ୨୫ା୬ (ପି.ଟି.): ଇଂଲଣ୍ଡର ମେରିଲବୋନ କ୍ରିକେଟ କ୍ଲବ(ଏମସିସି)ର ଦୀର୍ଘ ୨୩୩ ବର୍ଷର ଇତିହାସରେ ପୂର୍ବତନ ଅଧିନାୟିକା କ୍ଲେୟାର କନ୍ନର ଏହାର ପ୍ରଥମ ମହିଳା ସଭାପତି ଭାବେ…

6 years ago

ମହିଳା ଅବତାରରେ କେମିତି ଦେଖାଯାଉଛନ୍ତି ସିଏସ୍‌କେ ତାରକା ଧୋନୀ-ରାଇନା

ଚେନ୍ନାଇ, ୨୫।୬- ବର୍ତ୍ତମାନ ସୋସିଆଲ ମିଡିଆରେ ଜେଣ୍ଡର ସ୍ବାପ୍‌ ଜରିଆରେ କ୍ରିକେଟର୍‌ଙ୍କ ‘ଫିମେଲ ଭର୍ସନ’ ବା ମହିଳା ଅବତାର ରୂପ ଦେଖିବାକୁ ମିଳୁଛି। ବିଭିନ୍ନ ଷ୍ଟାର୍‌ କ୍ରିକେଟର୍‌ଙ୍କ…

6 years ago

ଲମ୍ବା ବିରତି ପରେ ଟ୍ରେନିଂ ଆରମ୍ଭ କଲେ ରୋହିତ୍‌

ମୁମ୍ବାଇ, ୨୫।୬- ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ଉପଅଧିନାୟକ ରୋହିତ୍‌ ଶର୍ମା ଦୀର୍ଘ ଦିନର ବିରତି ପରେ ଶେଷରେ ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନା ଭାଇରସ…

6 years ago

ଭାରତର ସର୍ବଶ୍ରେଷ୍ଠ ମ୍ୟାଚ୍‌ ବିଜେତା ଭାବେ କେଉଁ ଖେଳାଳିଙ୍କ ନାମ କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୨୫।୩- କପିଳ ଦେବଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ଲାଗି ୧୯୮୩ ମସିହାରେ ଦିନିକିଆ ବିଶ୍ୱକପ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ଏହି ସ୍ମରଣୀୟ ବିଶ୍ୱକପ୍‌ ଜିତିବାର…

6 years ago

୨୦୧୮ ପାଇଁ ଚାନୁ ପାଇବେ ଅଜୁର୍ନ ପୁରସ୍କାର

ନୂଆଦିଲ୍ଲୀ,୨୫।୬(ପି.ଟି.): ଡୋପିଂ ଅଭିଯୋଗରୁ ମୁକ୍ତ ହୋଇଥିବା ଭାରୋତ୍ତୋଳିକା ସଞ୍ଜିତା ଚାନୁ ଶେଷରେ ୨୦୧୮ ପାଇଁ ସମ୍ମାନଜନକ ଅର୍ଜୁନ ପୁରସ୍କାର ହାସଲ କରିବା ନିଶ୍ଚିତ ହୋଇଛି। ୨ଥର ରାଜ୍ୟଗୋଷ୍ଠୀ…

6 years ago

ମହିଳା ସ୍ପିଡ୍‌ ଚେସ୍‌: ପୂର୍ବତନ ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ବୈଶାଳୀ

ଚେନ୍ନାଇ,୨୫।୬(ପି.ଟି.): ଫିଡେ ଚେସ୍‌.କମ୍‌ ମହିଳା ସ୍ପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଯୁବ ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ବୈଶାଳୀ ବିପର୍ଯ୍ୟୟ ଘଟାଇ ଏକ ବଡ଼ ବିଜୟ ହାସଲ କରିଛନ୍ତି। ଚାମ୍ପିୟନଶିପ୍‌ର…

6 years ago

୧୯୮୩ ବିଶ୍ୱକପ୍‌ ବିଜେତା ଦଳର ଖେଳାଳିଙ୍କୁ କେତେ ଟଙ୍କା ମିଳିଥିଲା ଜାଣନ୍ତି କି

୧୯୮୩, ଜୁନ ୨୫ରେ ସେତେବେଳର କ୍ରିକେଟ ଜଗତର ବାଦଶାହା ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରି ବିଶ୍ବ ବିଜେତାର ମୁକୁଟ ପିନ୍ଧିଥିଲା ଟିମ ଇଣ୍ଡିଆ। ଆଉ ଏହା ଥିଲା ଭାରତର…

6 years ago