ଖେଳ

ପ୍ରଥମ ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ ଅଗ୍ରଣୀ

ସାଉଥାମ୍ପଟନ, ୧୦।୭-ସ୍ଥାନୀୟ ରୋଜ ବାଓଲ ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। କ୍ରେଗ୍‌ ବ୍ରାଥ୍‌ଓ୍ବେଟ ଅର୍ଦ୍ଧଶତକ…

6 years ago

ଅଟୋଗ୍ରାଫ୍‌ ମାଗିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ଗାଭାସ୍କର; ଏମିତି କରିଥିଲେ ନିଜର

ନୂଆଦିଲ୍ଲୀ, ୧୦।୭: ୧୯୪୯ ମସିହା ଆଜିର ଦିନରେ ବମ୍ବେରେ ଜନ୍ମଗ୍ରହଣ କରିଥିଲେ ଲିଟିିଲ୍‌ ମାଷ୍ଟର ସୁନିଲ ଗାଭାସ୍କର। ଆଜି ବି ସେ କ୍ରିକେଟ ଜଗତରେ ସକ୍ରିୟ ଅଛନ୍ତି।…

6 years ago

ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି ଦୂତି

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଧାବିକା ଦୂତି ଚାନ୍ଦ ନିଜର ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି। ଏନେଇ ସେ ନିଜର ସୋସିଆଲ ପୃଷ୍ଠା(ଫେସବୁକ୍‌)ରେ ଏକ ପୋଷ୍ଟ କରିଛନ୍ତି।…

6 years ago

୨୦୧୯ ବିଶ୍ୱକପ୍‌ ବିପର୍ଯ୍ୟୟ ଦୁଃଖଦ ଥିଲା: ଜାଡେଜା

ନୂଆଦିଲ୍ଳୀ,୧୦।୭: ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ ବିଶ୍ୱକପ୍‌ରେ ଭାରତ ସେମି ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଦାୟ ନେଇଥିଲା। ଏହି ବିପର୍ଯ୍ୟୟ ସବୁଠୁ ଦୁଃଖଦ ଥିଲା ବୋଲି ଭାରତୀୟ…

6 years ago

ସବୁଜ, ମେରୁନ୍‌ ଜର୍ସି ବଜାୟ ରଖିବ ଏଟିକେ ମୋହନ ବାଗାନ

କୋଲକାତା,୧୦।୭(ପି.ଟି.): ଏଟିକେ ମୋହନ ବାଗାନ ପୂର୍ବପରି ତା’ର ପ୍ରସିଦ୍ଧ ସବୁଜ ଓ ମେରୁନ୍‌ ଜର୍ସିକୁ ବଜାୟ ରଖିବାକୁ ନିଷ୍ପତ୍ତି ନେଇଛି। ଏହି ଜର୍ସି ମୋହନ ବାଗାନ ସହ…

6 years ago

ଆସନ୍ତାବର୍ଷ ଜୁନ୍‌ରେ ଏସିଆ କପ୍‌ ଆୟୋଜନ ସମ୍ଭାବନା

ନୂଆଦିଲ୍ଲୀ,୧୦।୭: ଚଳିତ ବର୍ଷ ଏସିଆକପ୍‌ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ ରହିବା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟ ଆସନ୍ତାବର୍ଷ ଜୁନ୍‌ରେ ଆୟୋଜନ କରିବାକୁ ଯୋଜନା ହେଉଛି ଓ ଏଥିପାଇଁ…

6 years ago

ହକି ଇଣ୍ଡିଆ ଅଧ୍ୟକ୍ଷ ପଦରୁ ମୁସ୍ତାକ ଅହମ୍ମଦଙ୍କ ଇସ୍ତଫା: ନିଗୋମବାମ୍‌ ଦାୟିତ୍ୱ ନେବେ

ହକି ଇଣ୍ଡିଆ ଅଧ୍ୟକ୍ଷ ପଦରୁ ମୁସ୍ତାକ ଅହମ୍ମଦଙ୍କ ଇସ୍ତଫା: ନିଗୋମବାମ୍‌ ଦାୟିତ୍ୱ ନେବେ ନୂଆଦିଲ୍ଳୀ,୧୦।୭(ପି.ଟି.): ହକି ଇଣ୍ଡିଆ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ମହମ୍ମଦ ମୁସ୍ତାକ ଅହମ୍ମଦ।…

6 years ago

୩୫ଜଣ ପିଲାଙ୍କର ହାର୍ଟ ସର୍ଜରୀ କରାଇବେ ଗାଭାସ୍କର

ମୁମ୍ବାଇ,୧୦।୭: ନିଜର ୭୧ତମ ଜନ୍ମ ଦିନରେ ସୁନୀଲ ଗାଭାସ୍କର ୩୫ ଜଣ ପିଲାଙ୍କର ହାର୍ଟ ସର୍ଜରୀ କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଖାରଘର ସ୍ଥିତ ସତ୍ୟସାଇ ସଞ୍ଜୀବନୀ ହସ୍ପିଟାଲ…

6 years ago

୭୧ ବର୍ଷରେ ସୁନୀଲ ଗାଭାସ୍କର

ମୁମ୍ବାଇ,୧୦।୭: ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ତାଙ୍କୁ ଶୁଭେଚ୍ଛା…

6 years ago

କ୍ରିକେଟର ଲିଟିଲ୍‌ ମାଷ୍ଟର: ଅଭିନୟ, ଗୀତରେ ବି ରଖିଥିଲେ ରୁଚି

ଲିଟଲ୍‌ ମାଷ୍ଟର ସୁନୀଲ ଗାଭାସ୍କର ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୯ ମସିହାରେ ଜୁଲାଇ ୧୦ରେ ସେ ମୁମ୍ବାଇରେ ଜନ୍ମ ଗ୍ରହଣ କରିଥିଲେ। ଅନେକ ରେକର୍ଡର…

6 years ago