ଖେଳ

ଜର୍ମାନୀରେ ୩ ମାସ ଫସି ରହିବା ପରେ ଭାରତ ଫେରିଲେ ଆନନ୍ଦ

ଚେନ୍ନାଇ,୩୦।୫(ପି.ଟି.): ଶେଷରେ ପୂର୍ବତନ ବିଶ୍ୱ ଚେସ୍‌ ଚାମ୍ପିୟନ ବିଶ୍ୱନାଥନ୍‌ ଆନନ୍ଦ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। କୋଭିଡ୍‌-୧୯ ମହାମାରୀ କାରଣରୁ ଲାଗୁ ଥିବା ଯାତ୍ରା କଟକଣା ପାଇଁ ସେ…

6 years ago

ସେପ୍ଟେମ୍ବରରେ ଆୟୋଜନ ହେବ ଇଟାଲିଆନ୍‌ ଓପନ୍‌

ମିଲାନ,୩୦।୫(ଏଏଫ୍‌ପି): ଆସନ୍ତା ସେପ୍ଟେମ୍ବରରେ ରୋମ୍‌ରେ ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଆୟୋଜନ ହେବ। ଏହି ଏଟିପି ଓ ଡବ୍ଲ୍ୟୁଟିଏ ରୋମ କ୍ଲେ- କୋର୍ଟ ଟୁର୍ନାମେଣ୍ଟ ଆୟୋଜନ ନେଇ…

6 years ago

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ…

6 years ago

ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ମେ’ ୨୯ ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ଏଭରେଷ୍ଟ ଆରୋହଣକାରୀ ଯୋଗବ୍ୟାସ ଭୋଇଙ୍କ ସହିତ କେସିଙ୍ଗାର ପର୍ବତାରୋହୀ ହରେଶ ବଗର୍ତ୍ତୀ…

6 years ago

ଅଲିମ୍ପିକ ସଂହତି ପାଣ୍ଠି କମିଟିରେ ଅଧୀପ

କଟକ ଅଫିସ,୩୦ା୫: ଇଣ୍ଡିଆନ ଅଲିମ୍ପିକ ଆସୋସିଏଶନ(ଆଇଓଏ)ର ଅଲିମ୍ପିକ ସଂହତି ପାଣ୍ଠି କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଓଡ଼ିଶାର ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଅଧୀପ ଦାସ। ଆଇଓଏ…

6 years ago

ଫର୍ମୁଲା ଓ୍ବାନ୍‌ ଟିମ୍‌ ବିକ୍ରି କରିପାରେ ଓ୍ବିଲିୟମ୍ସ

ଲଣ୍ଡନ, ୩୦ା୫ (ଏଏଫ୍‌ପି):ଆର୍ଥିକ ସଙ୍କଟ ଦୃଷ୍ଟିରୁ ଓ୍ବିଲିୟମ୍ସ ଏହାର ଫର୍ମୁଲା ଓ୍ବାନ୍‌ ଟିମ୍‌ ବିକ୍ରି କରିବା ଲାଗି ବିଚାର କରୁଛି। ୨୦୧୯ ବର୍ଷ ଶେଷରେ ଓ୍ବିଲିୟମ ଗ୍ରାଁପ୍ରି…

6 years ago

ଜୁନ୍‌ରେ ଟେନିସ୍‌କୁ ଫେରିବେ ମୁରେ

  ଲଣ୍ଡନ, ୩୦ା୫ (ଏଏଫ୍‌ପି)-ଇଞ୍ଜୁରି ସମସ୍ୟାରୁ ମୁକ୍ତି ପାଇଛନ୍ତି ବ୍ରିଟିଶ ଟେନିସ୍‌ ଖେଳାଳି ଆଣ୍ଡି ମୁରେ। ୟୁନାଇଟେଡ୍‌ କିଙ୍ଗଡମ୍‌ ନ୍ୟାଶନାଲ ହେଲ୍‌ଥ ସର୍ଭିସ ଚ୍ୟାରିଟି ପାଇଁ ତାଙ୍କ…

6 years ago

ଧାବିକା କିରଣଜିତ୍‌ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩୦ା୫ (ପି.ଟି.):ଗତବର୍ଷ ଟାଟା ଷ୍ଟିଲ୍‌ କୋଲକାତା ୨୫କେ ରେସ୍‌ରେ ଭାରତୀୟଙ୍କ ମଧ୍ୟରେ ପ୍ରଥମ ହୋଇଥିବା ଲଙ୍ଗ୍‌ ଡିଷ୍ଟାନ୍ସ ଧାବିକା କିରଣଜିତ୍‌ କୌରଙ୍କୁ ଓ୍ବାଲର୍‌ଡ ଆଥଲେଟିକ୍ସ ୪ବର୍ଷ…

6 years ago

୫୫ ଖେଳାଳିଙ୍କୁ ଟ୍ରେନିଂ ପାଇଁ ନିର୍ଦ୍ଦେଶ ଦେଲା ଇସିବି

ଲଣ୍ଡନ, ୩୦।୫ (ପି.ଟି.):କୋଭିଡ୍‌-୧୯ ସଂକ୍ରମଣ ପାଇଁ ରୁଦ୍ଧଦ୍ୱାରରେ କ୍ରିକେଟ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ(ଇସିବି)। ଏଥିପାଇଁ ବୋର୍ଡ ବିଶ୍ୱକପ୍‌ ବିଜୟୀ…

6 years ago

ଅଶୋକ ସାହୁ ଜିଏଫ୍‌ଆଇ ଚୟନ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଜିମ୍ନାଷ୍ଟିକ୍‌ ଆସୋସିଏଶନ(ଓଜିଏ) ସମ୍ପାଦକ ଅଶୋକ ସାହୁ ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ( ଜିଏଫଆଇ) ଚୟନ କମିଟି ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ…

6 years ago