ଖେଳ

କୋଭିଡ୍‌-୧୯: ଘରକୁ ଫେରିଲେ ପୂର୍ବତନ ହକି ଖେଳାଳି ଦିଓ୍ବାନ

ନୂଆଦିଲ୍ଲୀ,୧୫।୫(ପି.ଟି.): କୋଭିଡ-୧୯ ସଂକ୍ରମଣ କାରଣରୁ ଆମେରିକାରେ ଫସି ରହିଥିବା ପୂର୍ବତନ ହକି ଖେଳାଳି ତଥା ବିଶ୍ୱକପ୍‌ ବିଜେତା ଅଶୋକ ଦିଓ୍ବାନ ଶେଷରେ ଘରକୁ ଫେରିଛନ୍ତି। ଲକ୍‌ଡାଉନ୍‌ ଜାରି…

6 years ago

ଅଲ୍‌-ଷ୍ଟାର ପୂର୍ବତନ ଖେଳାଳି, ମ୍ୟାନେଜର ଓ୍ବାଟ୍‌ସନଙ୍କ ପରଲୋକ

ହ୍ୟୁଷ୍ଟନ,୧୫।୫ (ଏପି): ଆମେରିକା ଓ କାନାଡ଼ା ପର୍ଯ୍ୟବେଷିତ ଜଣାଶୁଣା ପେସାଦାର ବାସ୍କେଟବଲ୍‌ ଲିଗ୍‌ ଏମ୍‌ଏଲବିର ଅଲ- ଷ୍ଟାର ଦଳର ପୂର୍ବତନ ଖେଳାଳି ତଥା ଜେନେରାଲ ମ୍ୟାନେଜର ଓ…

6 years ago

‘ଦୀର୍ଘ ମିଆଦି ଯୋଜନାରେ ଚାପ ସମ୍ଭାବନା ଥାଏ’

ମୁମ୍ବାଇ, ୧୫।୫: ନିଜ ଖେଳ ଜୀବନରେ କେବେ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରି ନ ଥାନ୍ତି ଭାରତୀୟ କ୍ରିକେଟ ଦଳର ତାରକା ଓପନର ରୋହିତ ଶର୍ମା ।…

6 years ago

ରେନଲ୍ଟ ଛାଡ଼ିଲେ ରିକାର୍ଡୋ

ଲଣ୍ଡନ, ୧୫।୫:କରୋନା ଭାଇରସ ସଂକ୍ରମଣ ପ୍ରଭାବରୁ ୨୦୨୦ ଫର୍ମୁଲାୱାନ ମୋଟରରେସିଂ ସିଜନ ଗୁରୁତର ପ୍ରଭାବିତ ହୋଇଥିବାବେଳେ ୨୦୨୧ ସିଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୦ରେ ରେନଲ୍ଟ…

6 years ago

ସ୍ପାର୍ଟାନ ସହ ମାମଲାର ସମାଧାନ କଲେ ସଚିନ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)- ବ୍ୟାଟ୍‌ ପ୍ରସ୍ତୁତକାରୀ କମ୍ପାନୀ ସ୍ପାର୍ଟାନ ବିରୋଧରେ କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର କରିଥିବା ମକଦ୍ଦମାର ଆପୋସ ସମାଧାନ କରିଛନ୍ତି। ଏହି ମାମଲା ଅଷ୍ଟ୍ରେଲିଆର…

6 years ago

କ୍ରସ୍‌ କଣ୍ଟ୍ରି ଚାମ୍ପିୟନ ଫିସିହା ୪ ବର୍ଷ ବାସନ୍ଦ

ଷ୍ଟକ୍‌ହୋମ୍‌, ୧୫ା୫ (ଏଏଫ୍‌ପି)-ୟୁରୋପିଆନ କ୍ରସ୍‌ କଣ୍ଟ୍ରିି ଚାମ୍ପିୟନ ସ୍ବିଡେନ୍‌ର ରୋବେଲ ଫିସିହା ୪ବର୍ଷ ବାସନ୍ଦ ହୋଇଛନ୍ତି ବୋଲି ସ୍ବିଡିଶ ଆଣ୍ଟି ଡୋପିଂ ଅଥରିଟି ଗୁରୁବାର ସୂଚନା ଦେଇଛି।…

6 years ago

ଟ୍ରେନିଂ ଆରମ୍ଭ ପାଇଁ ହକି ଖେଳାଳିଙ୍କ ନିବେଦନ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)-ଭାରତୀୟ ହକି ଖେଳାଳିମାନେ ଗୁରୁବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସହ ଅନ୍‌ଲାଇନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ଅବସରରେ ଯଥାସମ୍ଭବ ଶୀଘ୍ର ଟ୍ରେନିଂ ଆରମ୍ଭର…

6 years ago

‘ଇଂଲଣ୍ଡ ଗସ୍ତ ପାଇଁ ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କୁ ବାଧ୍ୟ କରାଯିବନି’

ଲଣ୍ଡନ,୧୪।୫(ଏଏଫ୍‌ପି): ଇଂଲଣ୍ଡ ଗସ୍ତ କରିବାକୁ ଯଦି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ କୁଣ୍ଠିତ ହୁଅନ୍ତି, ତା’ହେଲେ ସେମାନଙ୍କୁ ବାଧ୍ୟ କରାଯିବ ନାହିଁ ବୋଲି ଦେଶର ମୁଖ୍ୟ କାର୍ଯ୍ୟନିର୍ବାହୀ ଜନୀ ଗ୍ରେଭ୍‌…

6 years ago

ଟି୨୦ ବିଶ୍ୱକପ୍‌: ଖେଳାଳିଙ୍କୁ ୨ ସପ୍ତାହ ଆସୋଲେଶନ ପାଇଁ ଡୁପ୍ଲେସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୪।୫ (ପି.ଟି.):ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଅଷ୍ଟ୍ରେଲିଆରେ ଆଗକୁ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏକ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌…

6 years ago

କୋଭିଡ୍‌-୧୯: ଟୁର୍‌ ଅଫ୍‌ ବ୍ରିଟେନ ବାତିଲ

ଲଣ୍ଡନ,୧୪।୫(ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ବାତିଲ କରାଯାଇଛି। ବ୍ରିଟେନର ବହୁ ପର୍ଯ୍ୟାୟ ବିଶିଷ୍ଟ ସାଇକ୍ଲିଂ ରେସ୍‌ ‘ଟୁର୍‌ ଅଫ୍‌ ବ୍ରିଟେନ’ କରୋନା…

6 years ago