ଖେଳ

IND vs AUS Semi-Final Live Streaming: ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୪।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତ…

10 months ago

ICC Champions Trophy: ଆଜି ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ

ଦୁବାଇ, ୪ା୩:ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ମଙ୍ଗଳବାର ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଭାରତ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଉଭୟ ଦଳ ସେମାନଙ୍କ ଗ୍ରୁପରେ ଅପରାଜେୟ…

10 months ago

ମଙ୍ଗଳବାର ଦୁବାଇରେ ବର୍ଷା ସମ୍ଭାବନା: ଏମିତି ହେଲେ କିଏ ଜିତିବ ମ୍ୟାଚ, ଜାଣନ୍ତୁ…

ନୂଆଦିଲ୍ଲୀ,୩।୩: ମଙ୍ଗଳବାର ଦୁବାଇର ପାଗ ଖରାପ ହେବାକୁ ଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲ ମ୍ୟାଚ ଖେଳାଯିବାକୁ ଥିବାରୁ ଆମେ ଭାରତୀୟମାନେ…

10 months ago

ପାକିସ୍ତାନରେ ହେବ ମହିଳା ଦିନିକିଆ ବିଶ୍ୱକପ୍‌ କ୍ୱାଲିଫାୟର୍ସ

କରାଚୀ,୩ା୩: ପାକିସ୍ତାନ ଚଳିତ ମାସରେ ଆଉ ଏକ ଅନ୍ତଜର୍ର୍ାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି। ଦେଶ ଚଳିତମାସ ପରବର୍ତ୍ତୀ ଭାଗରେ ମହିଳା ୫୦ଓଭର…

10 months ago

India Vs Australia: ସେମିଫାଇନାଲ ମ୍ୟାଚ୍‌ ପରିଚାଳନା କରିବେ ଗାଫାନେ, ଇଲିଙ୍ଗଓ୍ବର୍ଥ

ଦୁବାଇ,୩ା୩: ନ୍ୟୁଜିଲାଣ୍ଡର କ୍ରିସ ଗାଫାନେ ଓ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଫିଲ୍ଡ ଅମ୍ପାୟାର ଭାବେ ମଙ୍ଗଳବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ପ୍ରଥମ ସେମିଫାଇନାଲ…

10 months ago

ପାକିସ୍ତାନ ଉପରୁ ହଟିଲା ବାସନ୍ଦ

ଲାହୋର,୩ା୩: ପାକିସ୍ତାନ ଫୁଟବଲ ଫେଡେରେଶନ (ପିଏଫଏଫ) ତା’ର ସମ୍ବିଧାନରେ ଆବଶ୍ୟକୀୟ ପରିବର୍ତ୍ତନ କରିବା ପରେ ଏହା ଉପରୁ ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ଫିଫା ବାସନ୍ଦ ହଟାଇଛି।…

10 months ago

ଭାରତ ସହ ସେମିଫାଇନାଲ ମ୍ୟାଚ ଖେଳିବା ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା, ଦଳରୁ ବାହାରିଲେ ଏହି ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୩।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମାର୍ଚ୍ଚ, ମଙ୍ଗଳବାର ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଅଷ୍ଟ୍ରେଲିଆ ଦଳ…

10 months ago

IPL 2025 ପାଇଁ ଅଧିନାୟକ ଘୋଷଣା କଲା କେକେଆର, ଏହି ଖେଳାଳିଙ୍କୁ ଦେଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ସବୁଠାରୁ ପ୍ରିୟ ଦଳ ମଧ୍ୟରୁ ଗୋଟିଏ ହେଉଛି କୋଲକାତା ନାଇଟ ରାଇଡର୍ସ (KKR)। କେକେଆର ଆଇପିଏଲ ୨୦୨୫ ପାଇଁ ଏହାର…

10 months ago

ରୋହିତ ଶର୍ମା ଦଳରେ ରହିବା ଉଚିତ୍‌ ନୁହେଁ, ଶମାଙ୍କ ସମର୍ଥନରେ ବାହାରିଲେ TMC ଏମ୍‌ପି

ନୂଆଦିଲ୍ଲୀ,୩।୩: କ୍ରିକେଟ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ମନ୍ତବ୍ୟ ଦେବା ପରେ କଂଗ୍ରେସର ଜାତୀୟ ମୁଖପାତ୍ର ଶମା ମହମ୍ମଦଙ୍କୁ ପ୍ରବଳ ଟ୍ରୋଲ କରାଯାଉଛି। କିନ୍ତୁ ଏବେ ତୃଣମୂଳ…

10 months ago

ଦିନିକିଆ କ୍ରିକେଟ୍‌ରେ ପ୍ରଥମଥର ଘଟିଲା ଏମିତି…୨ ବୋଲର୍‌ କଲେ ବଡ଼ କୀର୍ତ୍ତିମାନ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ୨ ମାର୍ଚ୍ଚରେ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ମୁହାଁମୁହିଁ ହେବେ। ଯଦିଓ ଉଭୟ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲେ,…

10 months ago